• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସଦର ଯୁବ କଂଗ୍ରେସ କମିଟି ପକ୍ଷରୁ ପାନୀୟ ଜଳ ଓ ମାକ୍ସ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
April 28, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
କଟକ ସଦର ଯୁବ କଂଗ୍ରେସ କମିଟି ପକ୍ଷରୁ ପାନୀୟ ଜଳ ଓ ମାକ୍ସ ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅପ୍ରେଲ ବୁଧବାର ) କଟକ :- ବର୍ତ୍ତମାନ ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଇଚାଲିଥିବା ବେଳେ ,ଏପଟେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏସବୁକୁ ଆଖିଆଗରେ ରଖି କଟକ ସଦର ଯୁବ କଂଗ୍ରେସକମିଟିର ସଭାପତି ଜନାର୍ଦ୍ଦନ ପରିଡ଼ାଙ୍କ ଉଦ୍ୟମରେ ପଥଚାରୀ ମାନଙ୍କୁ , ବୁଧବାର ଦିନ ପାନୀୟ ଜଳ ,

ମାକ୍ସ ଏବଂ ଗରିବ ବୃଦ୍ଧ ବୃଦ୍ଧାଙ୍କୁ ଖରାରୁ ରକ୍ଷା ପାଇବା ପାଇଁ ଚପଲ ବଣ୍ଟନ କାର୍ଯ୍ୟ , ସିଏମସିର ୫୮ନମ୍ବର ୱ।ର୍ଡ଼ ତେଲେଙ୍ଗାପେଣ୍ଠ ସ୍ଥିତ ଜାତୀୟ ରାଜପଥ କଡ଼ରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ୱ।ର୍ଡ଼ର ପୂର୍ବତନ ସଭାପତି ସନ୍ତୋଷ କୁମାର ଲେଙ୍କା ଉଦଘାଟନ କରିଥିଲେ ।

ମୁଖ୍ୟ ଅତିଥି ଭାବେ ରାଜ୍ୟ ପିସିସି ସଂପାଦକ ଅନିଲ କୁମାର ବେଉରା, ପୂର୍ବତନ ସରପଞ୍ଚ ପିତବାସ ମହାପାତ୍ର , କଂଗ୍ରେସ ସେବାଦଳର ସଦସ୍ୟ ରବିନ୍ଦ୍ର ବେହେରା,ନରେନ୍ଦ୍ର ଭଟ୍ଟ, ପରମାନନ୍ଦ ଭଟ୍ଟ, ମହମ୍ମଦ ସିଦ୍ଦିକ୍ , ପ୍ରଶାନ୍ତ ମହାପାତ୍ର, ବିଜନ ରାଉତରାୟ,ଅନିଲ ସାହୁ ପ୍ରମୁଖ ଯୋଗ ଦେଇଥିଲେ । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ )  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version