• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ; ଶୁକ୍ରବାର ମଧ୍ୟ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

Proprietor Abhimanyu Maharana by Proprietor Abhimanyu Maharana
April 30, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ; ଶୁକ୍ରବାର ମଧ୍ୟ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ଖବର (୩୦ ଅପ୍ରେଲ ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ଶୁକ୍ରବାର ମଧ୍ୟ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗୁରୁବାର ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ଏହା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ତାଲିକା ପ୍ରକାଶ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିଭଳି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪, ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳ- ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଏବଂ ଷ୍ଟେଟ୍ ପୁଲରୁ ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୬୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫରିଛନ୍ତି । ସେଥିମଧ୍ୟରୁ କେବଳ ଖୋର୍ଦ୍ଧାରୁ ୮୧୯, ସୁନ୍ଦରଗଡ଼ରୁ ୬୭୩, ନୁଆପଡାରୁ ୪୨୬, ଝାରସୁଗୁଡାରୁ ୩୦୩, ବୋଲାଙ୍ଗୀରରୁ ୨୨୯, ପୁରୀରୁ ୨୨୪, ବରଗଡ଼ରୁ ୧୯୪, ସମ୍ବଲପୁରରୁ ୧୮୨, କଟକରୁ ୧୭୦, କାଲାହାଣ୍ଡିରୁ ୧୬୬, ଗଞ୍ଜାମରୁ ୧୫୪, ବାଲେଶ୍ୱରରୁ ୧୨୩, ରାୟାଗଡାରୁ ୧୦୪, ମୟୂରଭଞ୍ଜରୁ ୭୭, ନୟାଗଡ଼ରୁ ୬୯, ଯାଜାପୁରରୁ ୬୪, ଭଦ୍ରକରୁ ୬୩, କେନ୍ଦ୍ରାପଡାରୁ ୫୮, ସୋନପୁରରୁ ୫୫, କେନ୍ଦୁଝରରୁ ୫୩, କୋରାପୁଟରୁ ୫୩, ଅନୁଗୁଳରୁ ୪୮, ଜଗତସିଂହପୁରରୁ ୪୫, ଗଜପତିରୁ ୪୧, ଦେଓଗଡ଼ରୁ ୩୬, ଢ଼େଙ୍କାନାଳରୁ ୩୩, କନ୍ଧମାଳରୁ ୧୮, ମାଲକାନଗିରିରୁ ୧୫, ନବରଙ୍ଗପୁରରୁ ୧୩, ବୌଦ୍ଧରୁ ୧୧ ଓ ଷଟେଟ ପୁଲରୁ ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ରାଜ୍ୟରେ ଏବେ ସୁଦ୍ଧା ମୋଟ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୪୦୦ ଜଣ ସୁସ୍ଥ ହୋଇଛନ୍ତି । ବିଏମ୍‌ସି ପକ୍ଷରୁ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ସିଲ କରାଯାଇଛି । ସେହିପରି କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାପୁଜୀ ନଗରର ଫାଷ୍ଟ ଫୁଡ ସେଣ୍ଟର, ରେଣ୍ଟାଲର ଆମିଷ ବଜାର, ରୁଚିକା ମାର୍କେଟ ଓ ଡମଣାର ଖାଦ୍ୟ ଷ୍ଟଲ, ଭିଭିଏସ୍ ନଗର ମାର୍କେଟ ମଧ୍ୟ ୪୮ ଘଣ୍ଟା ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ୪୮ ଘଣ୍ଟିଆ କଟକଣା ପରେ ପରେ ଏହି ଅଞ୍ଚଳରେ ସପ୍ତାହାନ୍ତ ସଟଡାଉନ୍ ମଧ୍ୟ ହେବ । ତେଣୁ ଦୋକାନ ବଜାର ସୋମବାର ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରହିବ । (ଭଞ୍ଜ ବିହାରୀ ମହାନ୍ତି) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version