No Result
View All Result
ଓଡ଼ିଶା ତାଜା ଖବର (୦୧ ମଇ ଶନିବାର ) ଭୁବନେଶ୍ୱର :- କୋଭିଡ଼ ର ଦ୍ବିତୀୟ ଲହର ଜନିତ ପରିସ୍ଥିତି କୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ମଇ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ । ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।
No Result
View All Result