• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ସାରା ଦେଶରେ କରୋନାର ଦ୍ୱିତୀୟ ଲହର ପାଇଁ ପ୍ରତିଦିନ ଲୋକଙ୍କ ମୁଣ୍ଡ ଗଡୁଛି

Abhimanyu Maharana by Abhimanyu Maharana
May 3, 2021
in ଅନୁଗୁଳ, ଓଡ଼ିଶା, ମହାନଗର, ହୋମ୍
0
ସାରା ଦେଶରେ କରୋନାର ଦ୍ୱିତୀୟ ଲହର ପାଇଁ ପ୍ରତିଦିନ ଲୋକଙ୍କ ମୁଣ୍ଡ ଗଡୁଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ଖବର (୦୩ ମଇ ସୋମବାର ) ଅନୁଗୁଳ/ବନ୍ତଳା  :- ସାରା ଦେଶରେ କରୋନାର ଦ୍ୱିତୀୟ ଲହର ପାଇଁ ପ୍ରତିଦିନ ଲୋକଙ୍କ ମୁଣ୍ଡ ଗଡୁଛି। ସେହିପରି ଅନୁଗୁଳ ଜିଲ୍ଲାରେ ମଧ୍ୟ ଏବେ କରୋନା ଯୋଗୁଁ ଚିନ୍ତାଜନକ ପରିସ୍ଥିତି ଉପୁଜିଥିଲା ବେଳେ ପ୍ରତିଦିନ ଶହ ଶହ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି  । ଏପରି ସ୍ଥଳେ ସରକାର ଆଜି ଠାରୁ ସାତକୋଶିଆ ଅଭୟାରଣ୍ୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦେଇଛନ୍ତି । ପର୍ଯ୍ୟଟକମାନଙ୍କ ପାଇଁ ସାତକୋଶିଆ ଅଭୟାରଣ୍ୟ ଏବେ ନିଷେଧ  ।

ସୂଚନାଯୋଗ୍ୟ ଯେ ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର ମହାନଦୀ ଗଣ୍ଡ, କୁମ୍ଭୀର ସଂରକ୍ଷଣ କେନ୍ଦ୍ର, ସାଙ୍ଗକୁ ପ୍ରାକୃତିକ ପରିବେଶ ଓ ନେଚର କ୍ୟାମ୍ପଗୁଡ଼ିକ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିଥାଏ । ତେବେ ସାତକୋଶିଆକୁ ପ୍ରତିଦିନ ଶହ ଶହ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ରାଜ୍ୟ ଓ ରାଜ୍ୟ ବାହାରୁ ତଥା ବିଦେଶରୁ ମଧ୍ୟ ଅନେକ ପର୍ଯ୍ୟଟକ ଏଠାକୁ ଆସି ମହାନଦୀରେ ବୋଟିଂର ମଜା ନେବା ସହ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି ।

କିନ୍ତୁ କିଛି ଦିନ ହେଲା କରୋନା ମହାମାରୀ ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି । ଏନେଇ ସାତକୋଶିଆ ଅଭୟାରଣ୍ୟକୁ ବନ୍ଦ କରି ଦିଆଯାଇଛି। ସାତକୋଶିଆ ଅଭୟାରଣ୍ୟର ପ୍ରବେଶ ପଥ କୁହାଯାଉଥିବା ପମ୍ପାସର ବନାଞ୍ଚଳ ଠାରେ ଥିବା ତନଖି ଫାଟକ ନିକଟରେ ପ୍ରତିଦିନ ଯାଞ୍ଚ କରିବା ସହ ପର୍ଯ୍ୟଟକମାନଙ୍କ ପାଇଁ ଭିତରକୁ ଯିବା ନିଷେଧ କରାଯାଇଥିବା ଏସିଏଫ ଶୁଭେନ୍ଦୁ ବେହେରା ପ୍ରକାଶ କରିଛନ୍ତି ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

March 31, 2023
ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

March 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

ଅଡାଳିଆ ଗ୍ରାମରେ ଅଷ୍ଟମ ବାର୍ଷିକ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ

March 31, 2023
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.