• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୪ ଦିନିଆ କଡାକଡ଼ି ଲକଡାଉନରେ : ରଣପୁର ପୋଲିସ ଙ୍କ ତତ୍ପରତା

Proprietor Abhimanyu Maharana by Proprietor Abhimanyu Maharana
May 5, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
୧୪ ଦିନିଆ କଡାକଡ଼ି ଲକଡାଉନରେ : ରଣପୁର ପୋଲିସ ଙ୍କ ତତ୍ପରତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ମଇ ବୁଧବାର ) ରଣପୁର /ରିପୋର୍ଟ ଅଭିମନ୍ୟୁ :- ରାଜ୍ୟରେ କରୋନାର ଦ୍ଵିତୀୟ ଲହରୀ ର ତୀବ୍ରତା ଅତି ଭୟଙ୍କର ହୋଇଛି । ରାଜ୍ୟ ରେ ସଂକ୍ରମଣ ସ୍ଥିତି ବୃଦ୍ଧି ପାଉଥିବା ବେଳେ ଆଜି ଠାରୁ ଆରମ୍ଭ ହୋଇଛି ଲକଡାଉନ ପ୍ରଥମ ଦିନ । ଅନ୍ୟାନ୍ୟ ଜିଲ୍ଲାର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ଆଶାତୀତ ସଂକ୍ରମଣ ରୋକିବା ପାଇଁ ଏକ କଡା ପଦକ୍ଷେପ ଗ୍ରହଣ କରାଯାଇଛି । ପୁଣି ରାଜ୍ୟକୁ ଫେରିଛି ଲକ ଡାଉନ । କରୋନାର ଅତି ଭୟଙ୍କର ରୁପ ଓ ସଂକ୍ରମଣର ଦୃତ ଗତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୧୪ ଦିନିଆ ଲକ ଡାଉନ ଘୋଷଣା କରିଛନ୍ତି । ଯାହା ଆଜି ସକାଳ ୫ ଟାରୁ ଲକଡାଉନ ଲାଗି ରହିଛି ।

ତେବେ ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳ ରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଆଜି ଠାରୁ ଲକ ଡାଉନ ର ପ୍ରଥମ ଦିନ .. ସମସ୍ତ ରାସ୍ତାଘାଟ ପଡିଛି ଶୂନଶାନ । ଆଜି ସକାଳୁ ଥାନା ଅଧିକାରୀ ଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ବଜାର ଘାଟ , ଛକ ସ୍ଥାନ ଗୁଡିକରେ ଜଗି ରହିଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ତେବେ ଲକ ଡାଉନ ସମୟରେ ଜୀବନ ଜୀବିକା ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏବଂ ରାଜ୍ୟ ସରକାର ଙ୍କ ଦ୍ଵାରା ଜାରୀ ହୋଇଥିବା ଗାଇଡ଼ଲାଇନ ଅନୁସାରେ ଲକଡାଉନ ର ପ୍ରଥମ ଦିନ ପାଳିତ ହୋଇଛି । ବସ୍ , ଅଟୋରିସ୍କା , ମୋଟର ସାଇକେଲ ଚଳାଚଳ ବନ୍ଦ ଥିବା ବେଳେ ଚାଲି ଚାଲି ଲୋକ ଯାତାୟତ କରୁଥିବା ଜଣା ଯାଇଛି । ଏତଦବ୍ୟତୀତ ଅତ୍ୟନ୍ତ ବ୍ୟବହୃତ ସାମଗ୍ରୀ ପରିବା ଦୋକାନ , ତେଜରାତି ଦୋକାନ ଏବଂ ମେଡ଼ିସିନ ଦୋକାନ ଖୋଲା ରହିଛି ।

ରଣପୁର ରେ ଲକଡାଉନ ର ପ୍ରଥମ ଦିନ ରେ ରଣପୁର ପୋଲିସ କଡା କଡ଼ି ସୁରକ୍ଷା ବ୍ୟବସ୍ଥା କରିବା ସହ ଅମାନିଆ ଙ୍କୁ ତାଗିଦ ଏବଂ କେତେକ ସ୍ଥାନରେ ଲୋକଙ୍କୁ ସଚେତନ କରାଇଛି ପୋଲିସ । ମୁହଁରେ ମାସ୍କ ଏବଂ ଦୂରତା ରକ୍ଷା କୁ ବାଧ୍ୟତାମୂଳକ କରାଯାଇଛି । ଲକଡାଉନ ର ପ୍ରଥମ ଦିନରେ ତତ୍ପର ରହିଛି ପୋଲିସ ପ୍ରଶାସନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version