• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା କଂଗ୍ରେସ ତରଫରୁ ନିଃଶୁଳ ଆମ୍ବୁଲାନ୍ସ ସେବା ନବଜ୍ୟୋତି ପଟନାୟକଙ୍କ ସହାୟତାରେ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
May 5, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ଜିଲ୍ଲା କଂଗ୍ରେସ ତରଫରୁ ନିଃଶୁଳ ଆମ୍ବୁଲାନ୍ସ ସେବା ନବଜ୍ୟୋତି ପଟନାୟକଙ୍କ ସହାୟତାରେ ଆରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ମଇ ବୁଧବାର ) ବାଲେଶ୍ଵର :- ଦିନକୁ ଦିନ ବଢୁଥିବା କୋଭିଡ ସଂକ୍ରମଣ ଓ ସଂକ୍ରମିତ ମାନେ ହସ୍ପିଟାଲ ଯିବାକୁ ଅସୁବିଧାରେ ସମ୍ମୁଖୀନ ହେଉଥିବା ଦେଖି ବାଲେଶ୍ୱର କଂଗ୍ରେସ ସାଂସଦ ପ୍ରାର୍ଥୀ ନବଜ୍ୟୋତି ପଟନାୟକଙ୍କ ପ୍ରଚେଷ୍ଟାରେ ଜିଲ୍ଲା କଂଗ୍ରେସ ତରଫରୁ ନିଃଶୁଳ୍କ ଆମ୍ବୁଲାନ୍ସ ସେବା ଆରମ୍ଭ କରାଯାଇଛି l ଆଜି ପୂର୍ବାହ୍ନରେ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ସଂଜୀବ ଗିରିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ସେ ମନ୍ତବ୍ୟ ରଖିବାକୁ ଯାଇ କହିଥିଲେ ଯେ ଏବେ ସମସ୍ତେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି କରୋନାକୁ କିଭଳି ପରାସ୍ତ କରିବା ସେଦିଗରେ ପ୍ରଚେଷ୍ଟା କରିବା l

ସାମ୍ବାଦିକ ସମ୍ମିଳନୀ ପରେ ପତାକା ଦେଖାଇ ଆମ୍ବୁଲାନ୍ସର ଶୁଭାରମ୍ଭ କରିଥିଲେ l ଏହି ଆମ୍ବୁଲାନ୍ସ ସେବା ଦାୟିତ୍ୱରେ ସମସ୍ତ ବ୍ଲକ ସ୍ତରରେ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି l ଜିଲ୍ଲା ମୁଖ୍ୟ ହେଲ୍ପଲାଇନ ନମ୍ବର – 9777840865, ଜିଲ୍ଲା ସଂଯୋଜକ ଦାୟିତ୍ୱରେ ଅର୍ଚ୍ଚନା ନନ୍ଦୀ – 8249679439, ନିୟନ୍ତ୍ରଣ କକ୍ଷ ଦାୟିତ୍ୱରେ ଗୋପୀନାଥ ପାଢ଼ୀ – 9438412887, ରଂଜନ ଦାସ – 9437925243, ଜୀବନ ମହାପାତ୍ର – 7991045911, ସୌରଭ ବେହେରା – 9777840865 ଅଛନ୍ତି l ସେହିଭଳି ଜିଲ୍ଲାର ସମସ୍ତ ବ୍ଲକ ଓ ଏନଏସି ଅଞ୍ଚଳ ପାଇଁ ନମ୍ବର ଜାରି କରାଯାଇଛି l

ଭୋଗରାଇ ପାଇଁ 9437532168, ଜଳେଶ୍ୱର ପାଇଁ – 9937042249, ଜଳେଶ୍ୱର ସହର ପାଇଁ – 9437436551, ବାଲିଆପାଳ ପାଇଁ – 8847879239, ବସ୍ତା ପାଇଁ – 7735282113, ସଦର ପାଇଁ – 9861855087, ବାଲେଶ୍ୱର ସହର ପାଇଁ – 8847887497, ରେମୁଣା ପାଇଁ – 9437174258, ନୀଳଗିରି ପାଇଁ – 9937977062, ନୀଳଗିରି ଏନଏସି ପାଇଁ – 9348122998, ବାହାନଗା ପାଇଁ – 7846917380, ସୋର ପାଇଁ – 9556514240, ସୋର ସହର ପାଇଁ – 9437080981, ସିମୁଳିଆ ପାଇଁ 9437531562, ଖଇରା ପାଇଁ – 9437884864 ଏବଂ ଔପଦା ପାଇଁ – 9937385504 ନମ୍ବର ଜାରି କରାଯାଇଛି l

କଂଗ୍ରେସ ଦଳର ଏଭଳି ଅଭିନବ ଉଦ୍ୟମକୁ ବିଭିନ୍ନ ବୁଦ୍ଧିଜୀବି ମହଲରୁ ପ୍ରଶଂସା କରାଯାଉଛି l ଏହି କାର୍ଯ୍ୟକ୍ରମରେ ଅର୍ଚନା ନନ୍ଦୀ, ରଞ୍ଜନ ଦାସ, ଗୌତମ ସାହୁ, ଦେବଦତ୍ତ ଦାସ, ଜୀବନ ମହାପାତ୍ର, ସୌରଭ ବେହେରା, ଭବାନୀ ସଙ୍କର ବେହେରା, ପଶୁପତି ଉପାଧ୍ୟାୟ, ପ୍ରମୁଖ ଉପସ୍ଥିତ ଥିଲେ l (ଦୀପ୍ତିମାନ ପତି, ବାଲେଶ୍ୱର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

July 3, 2026
TPCODL Gears Up for Rath Yatra 2026 with Robust Power Preparedness in Puri

TPCODL Gears Up for Rath Yatra 2026 with Robust Power Preparedness in Puri

July 3, 2026
TPWODL Strengthens Power Network to Ensure Reliable Electricity Supply During Monsoon

TPWODL Strengthens Power Network to Ensure Reliable Electricity Supply During Monsoon

July 3, 2026
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା ) ବୈଠକ

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା ) ବୈଠକ

July 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

ବଙ୍ଗୋମୁଣ୍ଡା ବ୍ଲକ ଛତ୍ରଙ୍ଗ ଗାଁ ଜମି ବିବାଦ ମାମଲା : ବଲାଙ୍ଗୀର ଏସପି ଙ୍କ ଦ୍ୱାରସ୍ତ ହେଲେ ବାଗ ପରିବାର

July 3, 2026
TPCODL Gears Up for Rath Yatra 2026 with Robust Power Preparedness in Puri

TPCODL Gears Up for Rath Yatra 2026 with Robust Power Preparedness in Puri

July 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version