• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ସରପଞ୍ଚ କହ୍ନେଇ ଦାସଙ୍କ ପରଲୋକ ; ସ୍ଥାନୀୟ ଅଂଚଳରେ ଶୋକ

Proprietor Abhimanyu Maharana by Proprietor Abhimanyu Maharana
May 7, 2021
in ଓଡ଼ିଶା, ଯାଜପୁର, ହୋମ୍
0
ପୂର୍ବତନ ସରପଞ୍ଚ କହ୍ନେଇ ଦାସଙ୍କ ପରଲୋକ ; ସ୍ଥାନୀୟ ଅଂଚଳରେ ଶୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ମଇ ଗୁରବାର )କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ଗୌରପୁର ପଂଚାୟତର ପୂର୍ବତନ ସରପଞ୍ଚ କହ୍ନେଇ ଦାସଙ୍କର ଗତକାଲି ରାତିରେ ଦେହାନ୍ତ ହୋଇ ଯାଇଛି । ତାଙ୍କ ମୃତ୍ୟୁରେ ସମଗ୍ର ଅଂଚଳରେ ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ଖବର ପାଇ ବହୁମାନ୍ୟଜଗର‌୍ୟ ବ୍ୟକ୍ତି ତାଙ୍କ ମଙ୍ଗଳପୁର ସ୍ଥିତ ବାସଭବନରେ ପହଂଚି ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଥିଲେ । ପ୍ରକାଶଯେ, ଗତ ଦୁଇଦିନ ତଳେ କହ୍ନେଇ ବାବୁ ଛାତିରେ ଯବଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତିକରିବା ପରେ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଅସିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ଘରକୁ ନେଇ ଆସିଥିଲେ ା ବୁଧବାର ସନ୍ଧ୍ୟାରେ ପୁଣି ସେ ଛାତିରେ ଯବଣା ଅନୁଭବ କରିବାରୁ ତାଙ୍କୁ ଯାଜପୁର ଜିଲା ହସ୍ପିଟାଲକୁ ନେଇଯାଇଥିଲେ । ହେଲେ ଚିକିତ୍ସାଧିନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ୱର୍ଗତ ଦାସ ୧୯୯୨ମସିହାରେ ଗୌରପୁର ପଂଚାୟତର ସରପଂଚ ଭାବେ ନିର୍ବାଚିତ ହୋଇଥିଲେ ।

ପରବର୍ତି ସମୟରେ ଜନତା ଦଳରୁ ୨ନମ୍ବର ଜୋନରୁ ଜିଲାପରିଷଦ ପ୍ରର୍ଥୀଭାବେ ପ୍ରତିଦ୍ୱନ୍ଦିତା କରିଥିଲେ । ସେ ଦୀର୍ଘ ୩ଦଶନ୍ଧି ଧରି ରାଜନୀତିରେ ସକ୍ରିୟ ଅଂଶଗ୍ରହଣ କରି ଲୋକଙ୍କ ଅତିପ୍ରିୟ ଭାଜନ ହୋଇପାରିଥିଲେ । ସ୍ୱର୍ଗତ ଦାସଙ୍କ ବିୟୋଗରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ସୁକିନ୍ଦା ବିଧାୟକ ଇଂ ପ୍ରୀତିରଞ୍ଜନ ଘଡାଇ, କୋରାଇ ବିଧାୟକ ଅଶୋକ କୁମାର ବଳ, ପୂର୍ବତନ ବିଧାୟକ ତଥା ‘ମୋ କଲେଜ ଅଧ୍ୟକ୍ଷ’ ଆକାଶ ଦାସନାୟକ, ଯାଜପୁର ପୂର୍ବତନ ପୌରାଧ୍ୟକ୍ଷ ଭବପ୍ରକାଶ ଦାସ, ଜିଲାପରିଷଦ ସଭ୍ୟା ମାତାଜୀ ଆଏଚ, ସଭ୍ୟ ଧରଣୀଧର ଘଡାଇ, ସରପଂଚ କାର୍ତିକ ଚନ୍ଦ୍ର ପଣ୍ଡା, ଜିଲାଯୁବବିଜେଡି ସଭାପତି ପ୍ରତାପଚନ୍ଦ୍ର ମହାନ୍ତି, ପୂର୍ବତନ ବ୍ଲକ ଅଧକ୍ଷ ଭିକାରି ବରାଳ, ଅପର୍ଣ୍ଣା ମହାନ୍ତି, ବିଧାୟକ ପ୍ରତିନଧି ତାରକେଶ୍ୱର ମହାନ୍ତି, ଅଥୟ ମହାନ୍ତି, ବ୍ଲକବିଜେଡି ସଭାପତି ଭକ୍ତବତ୍ସଳ ସ୍ୱାଇଁ, ଯୁବବିଜେଡି ସଭାପତି ନପ୍ରଶାନ୍ତ ମହାପାତ୍ର, ସ୍ଥାନୀୟ ସରପଞ୍ଚ ମମତା ସାହୁ, ବରୁଣ୍ଡାଇ ସରପଞ୍ଚ ସୌଭାଗ୍ୟ କୁମାର ମହାନ୍ତି, ସୁରେଖା ସେଠୀ, ଗଣେଶ ଚନ୍ଦ୍ର ସାହୁ, ସ୍ଥାନୀୟ ସମିତିସଭ୍ୟା ମାଣିକ ଦାସ, ବରିଷ୍ଠ ନେତା ବାସୁଦେବ ଖଣ୍ଡାଇ ପ୍ରମୁଖ ଶୋକ ପ୍ରକଟ କରି ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଏକ ଶୋକାକୁଳ ପରିବେଶରେ ଶବ ଶୋଭାଯାତ୍ରାରେ ନେଇ ଗ୍ରାମ ଶ୍ମସାନରେ କରୋନା କଟକଣା ଅନୁଯାୟୀ ଦାହ କରାଯାଇଥିଲା । ମଝିଆପୁଅ ଅଶୋକ ମୁଖାଗ୍ନି ଦେଇଥିବା ବେଳେ ସାନପୁଅ ସାମ୍ବାଦିକ ପ୍ରଫୁଲ୍ଲ ଦାସଙ୍କ ସମେତ ପରିବାର , ବନ୍ଧୁବର୍ଗ ଓ ଆତ୍ମୀୟ ସ୍ୱଜନ ଉପସ୍ଥିତଥିଲେ ।    ( ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version