• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ୟବସାୟୀଙ୍କୁ ତାଗିଦ୍ କଲେ ତହସିଲଦାର – ଓଡ଼ଗାଁ

Proprietor Abhimanyu Maharana by Proprietor Abhimanyu Maharana
May 7, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବ୍ୟବସାୟୀଙ୍କୁ ତାଗିଦ୍ କଲେ ତହସିଲଦାର – ଓଡ଼ଗାଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୭ ମେ , ଶୁକ୍ରବାର ) ଓଡ଼ଗାଁ :- ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଆଖପାଖ ଅଞ୍ଚଳରେ କରୋନାର ଦ୍ୱିତୀୟ ଲହର ମୁକାବିଲା ପାଇଁ ସ୍ଥାନୀୟ ବ୍ୟବସାୟୀଙ୍କୁ ଆଜି ତାଗିଦ କରିଛନ୍ତି ତହସିଲଦାର ବିଜୟିତା ସାମନ୍ତସିଂହାର । ଏନେଇ ତହସିଲ କାର୍ଯ୍ୟାଳୟଠାରେ ସ୍ଥାନୀୟ ବ୍ୟବସାୟୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସକାଳ ୮ସୁଦ୍ଧା ସମସ୍ତ ହୋଲସେଲର ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରିବା ସହ ଖୁଚୁରା ବ୍ୟବସାୟୀମାନେ ଦିନ୧୨ଟା ସୁଦ୍ଧା ଦୋକାନ ବନ୍ଦକରିବା ପାଇଁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହିତ ନିଜନିଜ ଦୋକାନ ସମ୍ମୁଖରେ ବାଉଁଶତିଆରି ବ୍ୟାରିକେଡ ସମେତ ମାସ୍କ ଏବଂ ସାମାଜିକଦୂରତା ଉପରେ ଗୁରୁତ୍ୱ ଦେଇଥିଲେ । ଉପରୋକ୍ତ ସମସ୍ତ ନିୟମରେ ବ୍ୟତିକ୍ରମ ହେଲେ ଅମାନିଆ ଦୋକାନୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର କହିଛନ୍ତି ।  ଆଜିର କାର୍ଯ୍ୟକ୍ରମରେ ଏନଏସି କାର୍ଯ୍ୟନିର୍ବାହୀଅଧିକାରୀ ସ୍ୱାତିମିଶ୍ର,ସମସ୍ତ ବ୍ୟବସାୟିକ ଯଥା ମୋଟର ଗ୍ୟାରେଜ, ମେଡିସିନ ଷ୍ଟୋର, ଖୁଚୁରାଦୋକାନୀଙ୍କ ସମେତ ସମସ୍ତ ଗଣମାଧ୍ୟମପ୍ରତିନିଧି ମାନେ ଉପସ୍ଥିତ ଥିଲେ । (ଓଡ଼ଗାଁ ରିପୋର୍ଟ -ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

କଟକ ମହାନଗର ମହାସଂଘ ପକ୍ଷରୁ ରଜ ମହୋତ୍ସବ ଧୁମଧାମରେ ପାଳିତ

June 15, 2026
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version