• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪ ହଜାର ଟପିଲା ଦୈନିକ ମୃତ୍ୟୁସଂଖ୍ୟା : ଦେଶରେ ଦିନକରେ ୪ ଲକ୍ଷ ୧ହଜାର ୭୮ ନୂଆ ସଂକ୍ରମିତ

Proprietor Abhimanyu Maharana by Proprietor Abhimanyu Maharana
May 8, 2021
in ଓଡ଼ିଶା, କରୋନା, ଦେଶ, ହୋମ୍
0
୪ ହଜାର ଟପିଲା ଦୈନିକ ମୃତ୍ୟୁସଂଖ୍ୟା : ଦେଶରେ ଦିନକରେ ୪ ଲକ୍ଷ ୧ହଜାର ୭୮ ନୂଆ ସଂକ୍ରମିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ମଇ ଶନିବାର ) ନୂଆଦିଲ୍ଲୀ :- ଦେଶରେ ୨୪ ଘଣ୍ଟାରେ ଏହା ସର୍ବାଧିକ କରୋନା ଜନିତ ମୃତ୍ୟୁ ବୋଲି ଜଣାଯାଇଛି । ଗତକାଲି ଗୋଟିଏ ଦିନରେ ୪୧୮୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଏହି ସମୟ ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାର ୭୮ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଦେଶରେ ଏପର୍ଯ୍ୟନ୍ତ ମୋଟ ୨ କୋଟି ୧୮ ଲକ୍ଷ ୮୬ ହଜାର ୬୧୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ୨ ଲକ୍ଷ ୩୮ ହଜାର ୨୬୫ ଜଣଙ୍କର ମୃତ୍ୟୁ ଘଟିସାରିଛି ।

ମହାରାଷ୍ଟ୍ରରେ ଗୋଟିଏ ଦିନରେ ୫୪,୦୨୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କର୍ଣ୍ଣାଟକରେ ୪୮,୭୮୧, କେରଳରେ ୩୮,୪୬୦ ଜଣ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ୨୪ ଘଣ୍ଟା ମଧ୍ୟରେ ୮୯୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେହିଭଳି କର୍ଣ୍ଣାଟକରେ ୫୯୨ ଓ ଉତ୍ତର ପ୍ରଦେଶରେ ୩୭୨ ଜଣଙ୍କର ପ୍ରାଣହାନି ଘଟିଛି । ଏଭଳି ପରିସ୍ଥିତିରେ ଦେଶରେ ଟିକାଦାନ ହାର ହ୍ରାସ ପାଇବାରେ ଲାଗିଛି ।

ଆବଶ୍ୟକ ପରିମାଣରେ କୋଭିଡ ଟିକା ଉତ୍ପାଦନ ହୋଇନପାରିବା କାରଣରୁ ଦେଶର ବିଭିନ୍ନ ଭାଗରେ ଟିକାଦାନ ବନ୍ଦ ରଖିବାକୁ କର୍ତ୍ତୃପକ୍ଷ ବାଧ୍ୟ ହୋଇଛନ୍ତି । ଗତକାଲି ସୁଦ୍ଧା ଭାରତରେ ଯେତିକି ନମୁନା ପରୀକ୍ଷା କରାଯାଇଥିଲା, ସେଥିମଧ୍ୟରୁ ପ୍ରାୟ ୨୨.୭% ସଂକ୍ରମିତ ଚିହ୍ନଟ କରାଯାଇଛି । ଅର୍ଥାତ ନମୁନା ପରୀକ୍ଷା କରାଯାଉଥିବା ପ୍ରତି ପାଞ୍ଚଜଣ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଦେଶର ୨୪ଟି ରାଜ୍ୟରେ ସଂକ୍ରମଣ ହାର ୧୫%କୁ ଟପିଯାଇଛି । ସେହିଭଳି ୯ଟି ରାଜ୍ୟରେ ଏହା ୫%ରୁ ୧୫% ଏବଂ ତିନିଟି ରାଜ୍ୟରେ ୫%ରୁ କମ୍‍ ରହିଛି। ଗୋଆରେ ସଂକ୍ରମଣ ହାର ସର୍ବାଧିକ ୪୮.୫% ରହିଥିବାବେଳେ ହରିଆଣାରେ ୩୬.୧% ଏବଂ ପୁଡୁଚେରୀରେ ୩୪.୯% ରହିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version