• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିନା ଟୀକାକରଣରେ ଶିକ୍ଷକଙ୍କୁ କରୋନା ଡ୍ୟୁଟି, ଚାଲିଯାଇଛି ଅନେକ ଜୀବନ ଶବକୁ ମିଳୁନାହିଁ କାନ୍ଧ : ବାପ କାନ୍ଧରେ ପୁଅର ଶବ

Proprietor Abhimanyu Maharana by Proprietor Abhimanyu Maharana
May 8, 2021
in ଓଡ଼ିଶା, କରୋନା, ବରଗଡ଼, ହୋମ୍
0
ବିନା ଟୀକାକରଣରେ ଶିକ୍ଷକଙ୍କୁ କରୋନା ଡ୍ୟୁଟି, ଚାଲିଯାଇଛି ଅନେକ ଜୀବନ ଶବକୁ ମିଳୁନାହିଁ କାନ୍ଧ : ବାପ କାନ୍ଧରେ ପୁଅର ଶବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ମଇ ଶନିବାର ) ପଦ୍ମପୁର :- ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ଵିତୀୟ ଲହରୀ ଚାଲୁଥିବା ବେଳେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାକୁ ଲାଗିଛି ଏଥିରେ ଶିକ୍ଷକ ମାନେ ବିଶେଷ ଭାବରେ ପ୍ରଭାବିତ ହେବା ସଙ୍ଗେ ସଙ୍ଗେ ଅନେକ ଶିକ୍ଷକଙ୍କ ବହୁମୂଲ୍ୟ ଜୀବନ ଅକାଳରେ ଚାଲିଯାଉଛି। ବରଗଡ଼ ଜିଲ୍ଲାର ପଦ୍ମପୁର ଉପଖଣ୍ଡରେ କରୋନା ତାର କାୟାବିସ୍ଥାର କରିବା ସହ ଅନେକ ଲୋକଙ୍କ ପାଇଁ ପ୍ରାଣଘାତୀ ସାଜିଛି।ଏହିଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଝାରବନ୍ଧ ବ୍ଲକରେ ଯେଉଁଠାରେ ଜଣେ ଯୁବ ଶିକ୍ଷକଙ୍କ ଅକାଳ ମୃତ୍ୟୁ ପରେ ତାଙ୍କ ଶବକୁ କାନ୍ଧ ମିଳିଲାନି । କରୋନା ସନ୍ଦେହରେ ଉକ୍ତ ଶିକ୍ଷକଙ୍କ ଶବ ବୋହିବାକୁ ଗ୍ରାମବାସୀ ବାରଣ କରିବାରୁ ବାଧ୍ୟ ହୋଇ ତାଙ୍କ ବାପା ଏବଂ ବଡ଼ ଭାଇ ଏକ ବଡ଼ ବାଡ଼ି ସହାୟତାରେ ଶବକୁ ନେଇ ଦାହ କରିଥିଲେ. ସୂଚନା ଅନୁଯାୟୀ ଶିକ୍ଷକ ଜଣକ ଥିଲେ ଉତ୍ତର କୁମାର ସିଦାର ,ତାଙ୍କ ଘର ଝାରବନ୍ଧ ବ୍ଲକ ବେହେରାଡୁବୁରି ଗ୍ରାମରେ ଏବଂ ସେ ଦାବପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ.

କରୋନା ନିୟନ୍ତ୍ରଣ ତଥା ସଚେତନତା ପାଇଁ ଝାରବନ୍ଧ ବ୍ଲକ ତରଫରୁ ଗଠନ କରାଯାଇଥିବା ରେପିଡ଼ ରେସ୍ପନ୍ସ ଟିମର ସଦସ୍ୟ ଥିଲେ ଏବଂ ଗତବର୍ଷ ଠାରୁ ବେହେରାଡୁବୁରି ଗ୍ରାମରେ ଅଙ୍ଗନବାଡି ଦିଦି ଏବଂ ଆଶା ଦିଦିଙ୍କ ସହ ମିଶି ଲୋକଙ୍କୁ ସଚେତନ କରୁଥିଲେ.ତାଙ୍କର ବୟସ ୩୪ ହେଇଥିବାରୁ ତଥା ଶିକ୍ଷକ ମାନଙ୍କୁ ଆଗୁଆ କରୋନା ଟୀକା ନ ଦେଇ ଡ୍ୟୁଟି କରିବା ପାଇଁ ବାଧ୍ୟ କରାଯିବା ତାଙ୍କୁ କାଳ ହେଲା ବୋଲି କୁହାଯାଇପାରେ କାରଣ ଶିକ୍ଷକ ମାନଙ୍କୁ ଛାଡ଼ି ଅଙ୍ଗନବାଡି କର୍ମୀ ତଥା ଅଶାକର୍ମୀ ମାନଙ୍କୁ କରୋନା ଯୋଦ୍ଧା ରୂପେ ବିବେଚିତ କରି ଟୀକାକରଣ କରାଯାଇଛି. ଟୀକାକରଣ ପରେ ନିଶ୍ଚିତ ଭାବରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଉଥିବା ଯୋଗୁଁ ସେମାନଙ୍କ ସଂକ୍ରମିତ ହେବା ଆଶଙ୍କା କମ ଥିବା ସହଜେ ଅନୁମେୟ କିନ୍ତୁ ତାଙ୍କ ସାଙ୍ଗରେ ବିନା ଟୀକାକରଣ ହେଇ ଜିଲ୍ଲାର ଏଭଳି ଶହ ଶିକ୍ଷକ ଡ୍ୟୁଟି କରୁଛନ୍ତି ଯାହାପାଇଁ ସେମାନଙ୍କର ଜୀବନ ଅକାଳରେ ଚାଲିଯାଉଛି ବୋଲି ବୁଦ୍ଧିଜୀବୀ ମାନେ ଅନୁଭବ କରିଛନ୍ତି.

କିନ୍ତୁ ଅତ୍ୟନ୍ତ ଦୁଃଖଦ ବିଷୟ ଏହିକି ଯେ ସେମାନଙ୍କ ମୃତ୍ୟୁ ପରେ ତାଙ୍କୁ ସମ୍ମାନ ମଧ୍ୟ ମିଳୁନାହିଁ ଏଭଳିକି ଅନ୍ୟାନ୍ୟ କରୋନା ଯୋଦ୍ଧାମାନଙ୍କୁ ଯେଉଁଭଳି ଭାବରେ ୫୦ ଲକ୍ଷ ପର୍ଯ୍ୟନ୍ତ ମୃତ୍ୟୁକାଳୀନ ସହାୟତା ମିଳୁଛି ତାହାମଧ୍ୟ ମିଳୁନାହିଁ .ପରୋକ୍ଷରେ କହିବାକୁ ଗଲେ ବୋଧହୁଏ ଶିକ୍ଷକଙ୍କ ଜୀବନର କୌଣସି ମୁଲ୍ୟ ନାହିଁ, ଯଦି ଏଭଳି ନୀତିରେ କିଛିଦିନ ଚାଲେ ତେବେ ଅନେକ ଶିକ୍ଷକଙ୍କ ଜୀବନ ଚାଲିଯିବାର ଆଶଙ୍କାକୁ ଏଡ଼ାଇ ଦେଇପାରିବେନି ରାଜ୍ୟ ସରକାର. ଏଥିପାଇଁ ତୁରନ୍ତ ଶିକ୍ଷକ ମାନଙ୍କ ପାଇଁ ଟୀକାକରଣ ବ୍ୟବସ୍ଥା କରିବା ସହ ଡ୍ୟୁଟିରେ ଥିବା ଶିକ୍ଷକ ମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେଇ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗେଇଦେବା ପାଇଁ ପ୍ରତ୍ୟେକ ଶିକ୍ଷକ ଏବଂ ସଚେତନ ନାଗରିକବୃନ୍ଦ ଦାବୀ କରିଛନ୍ତି ।  (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version