• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଜିଲା ଗୋପାଳପୁର ଥାନା, ସାନକୁଶସ୍ଥଳନୀ ଗାଁରେ ଚୋରା ବିଦେଶୀ ମଦ ବେପାର ଚାଲିଥିବା ବେଳେ – ଅବକାରୀ ଚଢାଉ କରିଥିଲେ

Proprietor Abhimanyu Maharana by Proprietor Abhimanyu Maharana
May 10, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଞ୍ଜାମ ଜିଲା ଗୋପାଳପୁର ଥାନା, ସାନକୁଶସ୍ଥଳନୀ ଗାଁରେ ଚୋରା ବିଦେଶୀ ମଦ ବେପାର ଚାଲିଥିବା ବେଳେ – ଅବକାରୀ ଚଢାଉ କରିଥିଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ମେ ୨୦୨୧, ସୋମବାର ) ଗୋପାଳପୁର :- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସାନକୁଶସ୍ଥଳନୀ ଗାଁରେ ଚୋରା ବିଦେଶୀ ମଦ ବେପାର ଚାଲିଥିବା ବେଳେ ଅବକାରୀ ଅଧିକାରୀମାନେ ଚଢାଉ କରିଥିଲେ । ଚଢାଉ ବେଳେ ଉକ୍ତ ସ୍ଥାନରୁ ମାତ୍ର ୨ଟି ବିୟର ବୋତଲ ମିଳିଥିଲା । ତେବେ ଚଢାଉ ବେଳେ ବିଭାଗୀୟ କର୍ମଚାରୀଙ୍କୁ ଆକ୍ରମଣ ଉଦ୍ୟମ କରାଯାଇଛି ।

କରୋନା ସଂକ୍ରମଣ ରୋକିବା ପାଇଁ ଲକଡାଉନ ଜାରି କରାଯାଇଛି । ଏଥସହ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନ ବନ୍ଦ ରହିଛି । କିନ୍ତୁ ସାନକୁଶସ୍ଥଳୀ ଗ୍ରାମର ଜଣେ ବ୍ୟକ୍ତି ଘରେ ଚୋରା ବିଦେଶୀ ମଦ ରଖି ଅଧିକ ଦରରେ ବିକ୍ରି କରୁଥିବା ଖବର ଅବକାରୀ ବିଭାଗ ପାଇଥିଲା ।

ବ୍ରହ୍ମପୁର ଅବକାରୀ ଜିଲା ଷ୍ଟ୍ରାଇକିଂ ଫୋର୍ସ, ସଦର ରେଞ୍ଜ ଅଧିକାରୀ ଓ ମାଜିଷ୍ଟ୍ରେଟ ଦାୟିତରେ ଥିବା ତହସିଲଦାର ଉକ୍ତ ବ୍ୟକ୍ତିଙ୍କ ଘରେ ଚଢାଉ କରିଥିଲେ । କିନ୍ତୁ ସେଠାରୁ ମାତ୍ର ୨ଟି ବିୟର ବୋତଲ ମିଳିଥିଲା । ଏଥସହ ଅବକାରୀ କର୍ମଚାରୀଙ୍କ ସହ ସମ୍ପୃକ୍ତ ଘରର ଲୋକମାନେ ଯୁକ୍ତିତର୍କ କରିଥିଲେ । ଗୋପାଳପୁର ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026

AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

Vedanta Aluminium’s Project Sangam Strengthens Irrigation Access in Rural Kalahandi

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version