• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ସଂକ୍ରମିତ ହୋଇ ; ୧୦ ବର୍ଷର ଶିଶୁ ରବିବାର ବିଳମ୍ବିତ ସନ୍ଧ୍ୟାରେ – ଏମ୍‌କେସିଜି ଶିଶୁ ବିଭାଗରେ ମୃତ୍ୟୁ ଘଟିଛି 

Proprietor Abhimanyu Maharana by Proprietor Abhimanyu Maharana
May 11, 2021
in ଓଡ଼ିଶା, କରୋନା, ଗଞ୍ଜାମ, ହୋମ୍
0
କରୋନା ସଂକ୍ରମିତ ହୋଇ ; ୧୦ ବର୍ଷର ଶିଶୁ ରବିବାର ବିଳମ୍ବିତ ସନ୍ଧ୍ୟାରେ – ଏମ୍‌କେସିଜି ଶିଶୁ ବିଭାଗରେ ମୃତ୍ୟୁ ଘଟିଛି 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ମଇ ମଙ୍ଗଳବାର ) ଛତ୍ରପୁର :- କରୋନା ସଂକ୍ରମିତ ହୋଇ ବ୍ରହ୍ମପୁରର ଜଣେ ୧୦ ବର୍ଷର ଶିଶୁ ରବିବାର ବିଳମ୍ବିତ ସନ୍ଧ୍ୟାରେ ଏମ୍‌କେସିଜି ଶିଶୁ ବିଭାଗରେ ମୃତ୍ୟୁ ଘଟିଛି । ମୃତକହେଲେ ବ୍ରହ୍ମପୁର ହାଉସିଂ ବୋର୍ଡର କୈଳାଶ ନାୟକ । କରୋନାରେ ସଂକ୍ରମିତ ହୋଇ କୌଣସି ଶିଶୁ ପ୍ରାଣ ହରାଇବାରେ ଗଞ୍ଜାମ ଜିଲ୍ଲାରେ ଏହା ସର୍ବପ୍ରଥମ ବୋଲି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । ଜିଲ୍ଲାପାଳଙ୍କ ସୂଚନା ମୁତାବକ ଶିଶୁଟି ହେମୋଫିଲିଆ ଏବଂ କେଟୋସିସ୍‌ ରୋଗରେ ପୀଡ଼ିତ ଥାଇ ବହୁ ଦିନ ଧରି ଚିକିତ୍ସିତ ହେଉଥିଲେ ।

ଅବସ୍ଥା ଗୁରୁତର ହେବାରୁ ଶନିବାରତାକୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା । ତେବେ ରବିବାର ପୂର୍ବାହ୍ଣରେ କୋଭିଡ୍‌ ପଜିଟିଭ୍‌ ରିପୋର୍ଟ ଆସିବା ପରେ କୈଳାଶଙ୍କୁ ଡେଡିକେଟେଡ୍‌ କୋଭିଡ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ସେଠାରେ ନିୟୋଜିତ ଶିଶୁ ରୋଗ ଚିକିତ୍ସକଙ୍କ ଦ୍ୱାରା ତାଙ୍କର ଚିକିତ୍ସା ଚାଲିଥିଲା । ଏପରିକି ଅକ୍ସିଜେନ୍‌ ମଧ୍ୟ ଯୋଗାଣ ହେଉଥିଲା । ତଥାପି ତାଙ୍କରସ୍ୱାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଥିଲା ଏବଂ ତାଙ୍କୁ ବଞ୍ଚାଇବା ଦିଗରେ ଆପ୍ରାଣ ଚେଷ୍ଟାବିଫଳ ହୋଇଥିଲା ।

ରବିବାର ସନ୍ଧ୍ୟା ୭.୪୦ରେ କୈଳାଶଙ୍କ ଦେହାନ୍ତ ହୋଇଥିଲା । ଏହି ଘଟଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛିକି-ଯେଉଁମାନେ ଗୁରୁତର ରୋଗରେ ପୀଡିତ ଥାଇ ଚିକିତ୍ସିତ ହେଉଛନ୍ତି, ସେମାନେସମ୍ପୂର୍ଣ୍ଣ ରୂପେ ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେବା ସହ କରୋନା ସଂକ୍ରମଣରୁ ନିଜକୁ ରକ୍ଷାକରିବା ପାଇଁ ସମସ୍ତ ନୀତି ନିୟମ ଅନୁପାଳନ କରନ୍ତୁ । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

October 31, 2026
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

October 31, 2026
ମାଲକାନଗିରିରେ ‘ଶୌର୍ଯ୍ୟ କାଫେ’ର ଶିଳାନ୍ୟାସ: ଅମର ଶହୀଦଙ୍କୁ ଜିଲ୍ଲା ପ୍ରଶାସନର ବିନମ୍ର ଶ୍ରଦ୍ଧାଞ୍ଜଳି

ମାଲକାନଗିରିରେ ‘ଶୌର୍ଯ୍ୟ କାଫେ’ର ଶିଳାନ୍ୟାସ: ଅମର ଶହୀଦଙ୍କୁ ଜିଲ୍ଲା ପ୍ରଶାସନର ବିନମ୍ର ଶ୍ରଦ୍ଧାଞ୍ଜଳି

October 31, 2026
ବାତ୍ୟା ‘ଅର୍ଣ୍ଣବ’ର କରାଳ ରୂପ : ଭୂସ୍ଖଳନରେ ଦମ୍ପତିଙ୍କ ସହ ୭ ମାସର ଶିଶୁପୁତ୍ରର ମୃତ୍ୟୁ

ବାତ୍ୟା ‘ଅର୍ଣ୍ଣବ’ର କରାଳ ରୂପ : ଭୂସ୍ଖଳନରେ ଦମ୍ପତିଙ୍କ ସହ ୭ ମାସର ଶିଶୁପୁତ୍ରର ମୃତ୍ୟୁ

October 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

ଜାତି ବାସନ୍ଦର କରୁଣ ଚିତ୍ର : ଶବ ଛୁଇଁଲେନି ଜାତିଭାଇ, ୧୮ ଘଣ୍ଟା ପରେ ଚାରିକାନ୍ଧ ଦେଲେ ସମାଜସେବୀ

October 31, 2026
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ – ସଚେତନତା ଶୋଭାଯାତ୍ରା ଓ ଶପଥ ଗ୍ରହଣ

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version