• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ଗୋଟିଏ ଦିନ ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରର ସାମାନ୍ୟ ତଳକୁ ହ୍ରାସ ପାଇଥିବା ବେଳେ – ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ତାହା ୧୦ ହଜାର ଟପିଛି

Proprietor Abhimanyu Maharana by Proprietor Abhimanyu Maharana
May 12, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ରାଜ୍ୟରେ ଗୋଟିଏ ଦିନ ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରର ସାମାନ୍ୟ ତଳକୁ ହ୍ରାସ ପାଇଥିବା ବେଳେ – ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ତାହା ୧୦ ହଜାର ଟପିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ମଇ ବୁଧବାର ) ଭୁବନେଶ୍ୱର :- ରାଜ୍ୟରେ ଗୋଟିଏ ଦିନ ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରର ସାମାନ୍ୟ ତଳକୁ ହ୍ରାସ ପାଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ତାହା ୧୦ ହଜାର ଟପିଛି । ଗୋଟିଏ ଦିନରେ ରାଜ୍ୟରେ ୧୦, ୯୮୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୩୯ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୨୨୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଲେଣି ।

ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡରୁ ୯୬୪, କଟକ ୮୮୫, ଅନୁଗୁଳ ୫୩୯, ସମ୍ବଲପୁର ୪୫୪, ବରଗଡ ୪୩୧, ବଲାଙ୍ଗୀରରୁ ୪୨୬ ଆକ୍ରାନ୍ତ ରହିଛନ୍ତି। ସେହିଭଳି ପୁରୀରୁ ୩୯୮, ଝାରସୁଗୁଡା ୩୮୦, ନୂଆପଡା ୩୭୮, କଳାହାଣ୍ଡି ୩୭୦, ଯାଜପୁର ୩୪୯, ନବରଙ୍ଗପୁରରୁ ୩୩୫ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଷ୍ଟେଟ ପୁଲରୁ ୩୩୨, ବାଲେଶ୍ୱର ୩୦୩, କେନ୍ଦୁଝର ୨୫୩, ମୟୁରଭଞ୍ଜ ୨୩୯, ଜଗତସିଂହପୁର ୨୩୨, ଭଦ୍ରକ ୨୩୧, ସୁବର୍ଣ୍ଣପୁର ୨୧୫, ରାୟଗଡା ୨୧୬, କୋରାପୁଟ ୧୯୫, ନୟାଗଡ ୧୯୨, ଢେଙ୍କାନାଳ ୧୮୯, ବଉଦ ୧୮୦, ଗଞ୍ଜାମ ୧୭୭, କେନ୍ଦ୍ରାପଡା ୧୪୧, କନ୍ଧମାଳ ୧୩୪, ଦେବଗଡ ୧୨୭, ଗଜପତି ୧୧୧, ମାଲକାନଗିରିରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮କୁ ବୃଦ୍ଧିପାଇଛି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version