• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶବ ପାଖ ମାଡିଲେଣି ପରିବାର ଲୋକେ ; ଶବଶତ୍କାର କଲେ ଉପଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
May 12, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଶବ ପାଖ ମାଡିଲେଣି ପରିବାର ଲୋକେ ; ଶବଶତ୍କାର କଲେ ଉପଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ମଇ ବୁଧବାର )ଭଞ୍ଜନଗର :- ଯେତେ ବି ବଡ ପଦବୀରେ ରହନ୍ତୁନା କାହିଁକି କିନ୍ତୁ ମଣିଷ ପଣିଆ ଏବେ ବି ରହିଛି | କୁହାଯାଏ କି ଯେତେବେଳେ ମଣିଷ ବଡ ପଦବୀ କିମ୍ବା ଧନ ଦୌଲତ ର ଅଧିକାରୀ ହୋଇଥାଏ ସେତେବେଳେ ତାଙ୍କ ଠାରେ ମାନବିକତା ହଜିଯାଏ କିନ୍ତୁ କିନ୍ତୁ ତାର ବିପରୀତ କରି ଦେଖେଇଛନ୍ତି ପ୍ରଶାସନିକ ସ୍ତରର ଜଣେ ଉଚ୍ଚ ପଦସ୍ତ ଅଧିକାରୀ ସେ ଆଉ କେହି ନୁହଁନ୍ତି, ଭଞ୍ଜନଗର ଉପଖଣ୍ଡ ର ଉପଜିଲ୍ଲାପାଳ ଶ୍ରୀ ଯୁକ୍ତ ରାଜେନ୍ଦ୍ର ମିଂଜ଼ | ଏମିତି ଅନେକ ଘଟଣା ଦେଖିବାକୁ ମିଳୁଛି ଯେ କୋଭିଡ କିମ୍ବା କୋଭିଡ ସନ୍ଦିଗ୍ଧ ରେ ମୃତ୍ୟୁ ହେଲା ପରେ ପରିବାର ଲୋକ ମୁହଁ ଫେରେଇ ନେଉଛନ୍ତି | ଗତ କାଲି ରାତ୍ର ରେ ସେମିତି ଏକ ଘଟଣା ଦେଖିବାକୁ ମିଳିଥିଲା ଭଞ୍ଜନଗର ସ୍ଥିତ ଉତ୍ସର୍ଗୀକୃତ କୋଭିଡ କେୟାର ସେଣ୍ଟର ବା ଡିସିଏଚସି ରେ, ଭଞ୍ଜନଗର ଲଣ୍ଡେଇ ସାହି ବାସିନ୍ଦା କାଳୀ ଚରଣ ସାହୁ, ବୟସ 65 କୋଭିଡ ସଂଦିଗ୍ଦ ରେ ମୃତ୍ୟୁପରେ ପରିବାର ଲୋକ ଯଥା ଆସିଥିବା ସ୍ତ୍ରୀ, ଝିଅ, ବୋହୁ ଶବ ନେବାକୁ ମନା କରିଦେଇଥିଲେ,

ଶବ ପଡି ରହିବା ଖବର ଉପଜିଲ୍ଲାପାଳଙ୍କ ପାଖରେ ପହଞ୍ଚିବା ପରେ ନିଜେ ଉପଜିଲ୍ଳାପାଳ ଏବଂ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ, ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ୱ ସହାୟକ ବିଶ୍ୱଜିତ ସେଠୀ, ଫକୀର ମୋହନ ସ୍ୱାଇଁ, କନିଷ୍ଠ ରାଜସ୍ବ ସହାୟକ ବଳରାମ ଜାନି ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ସୁରେନ୍ଦ୍ର ସେଠୀ ମିଳିତ ଭାବେ ଉପଜିଲ୍ଲାପାଳଙ୍କ ସହ ଶବ ଉଠେଇବା ସହ ସହରର ଶେଷ ଭାଗରେ ଥିବା ସ୍ମସାନରେ ରାତ୍ର ପ୍ରାୟ 12.30 ମିନିଟ ସମୟ ରେ ଶବଶତ୍କାର କରି ମାନବିକତାର ପରିଚୟ ଦେଇଛନ୍ତି | ପରିବାର ଵର୍ଗ କରୋନା ସନ୍ଦେହ କରି ଶବ ପାଖ ଯାଇ ନ ଥିବା ବେଳେ ଖୋଦ ଉପଜିଲ୍ଲାପାଳ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ କାର୍ଯ୍ୟାଳୟର ରାଜସ୍ବ ସହାୟକ ଯେଉଁ ଭଳି ଭାବେ ପରିଚୟ ଦେଇଛନ୍ତି ନିଶ୍ଟିତ ଭାବେ ପ୍ରଶଂସାର ପାତ୍ର | ଉପଜିଲ୍ଲାପାଳଙ୍କ ଏହି ମଣିଷ ପଣିଆ ଦେଖି ଅଞ୍ଚଳ ବାସୀ ଭୂରୀ ଭୂରୀ ପ୍ରଶଂସା କରିଛନ୍ତି | ମୃତ୍ୟୁ କାଳୀ ଙ୍କ ଭଉଣୀ ମଧ୍ୟ ବର୍ତ୍ତମାନ ଡିସିଏଚସି ରେ ଚିକିତ୍ସିତ ଥିବା ସୂଚନା ରହିଛି | ଉପଖଣ୍ଡ ଡାକ୍ତରଖାନା ର ହସ୍ପିଟାଲ ମେନେଜର ବିଚିତ୍ର କୁମାର ପାଣିଗ୍ରାହୀ ରାତିରେ ଉପସ୍ଥିତ ରହି ସମସ୍ତ ସହଯୋଗ କରିଥିଲେ |    ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version