No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୩ ମଇ ଗୁରୁବାର ) ଭୁବନେଶ୍ୱର/ବଲାଙ୍ଗୀର :- କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ । (ପାଟଣାଗଡ଼ /ଗୋରେଖନାଥ ବରିହା )
No Result
View All Result