• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଗପହଣ୍ଡିରେ ରାଜସ୍ବ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ ଦେଲେ ତହସିଲଦାର

Proprietor Abhimanyu Maharana by Proprietor Abhimanyu Maharana
May 13, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଦିଗପହଣ୍ଡିରେ ରାଜସ୍ବ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ ଦେଲେ ତହସିଲଦାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ମଇ ଗୁରୁବାର ) ଦିଗପହଣ୍ଡି :- ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ ଲକଡାଉନ ଓ ସଟଡାଉନ ଭଳି କଟକଣା ଜାରି ରହିଛି । ଯାହାଫଳରେ ଜନସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟକୁ ଯିବା ପାଇଁ ବାରଣ କରାଯାଇଥିବା ଜଣାପଡ଼ିଛି । ତେବେ ଲୋକଙ୍କ ଅସୁବିଧାକୁ ଦୂର କରିବା ଏବଂ ଜମିଜମା ଓ ଅନ୍ୟ ରାଜସ୍ୱ ସଂପର୍କିତ ସମସ୍ତ କାର୍ଯ୍ୟ ସୁବିଧାରେ ଯୋଗାଇଦେବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନର ଅଭିନବ ପ୍ରୟାସ ଜରିଆରେ ରାଜସ୍ବ ରଥ କାର୍ଯ୍ୟକ୍ରମକୁ ଆୟୋଜନ କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଦିନ ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ସ୍ଥାନୀୟ ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ ଏହି ରାଜସ୍ବ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପୂର୍ବରୁ ମୋ ଗାଁରେ ତହସିଲ କାର୍ଯ୍ୟକ୍ରମ ମାଧ୍ୟମରେ ତହସିଲ ସମ୍ପର୍କିତ ସମସ୍ତ ସରକାରୀ ସେବା ଲୋକଙ୍କୁ ଦିଆଯାଉଥିଲା କିନ୍ତୁ ବର୍ତ୍ତମାନ କରୋନା କଟକଣା ଯୋଗୁଁ ଲୋକଙ୍କ

ଘରକୁ ଘର ଯାଇ ବିଭିନ୍ନ ସମସ୍ୟା ବୁଝିବା ନିମନ୍ତେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ଆଜି ପ୍ରଥମ ଦିନରେ ଦିଗପହଣ୍ଡି ବ୍ଲକର ଆଙ୍କୋରଡା ପଞ୍ଚାୟତର ଆଙ୍କୋରଡା , ରାଜପୁର ଓ ଚାଞ୍ଚଡାପଲ୍ଲୀ ଏବଂ କୁଶପଡା ପଞ୍ଚାୟତର ପତାଣ୍ଡ ଗ୍ରାମରେ ସର୍ବମୋଟ ୨୪ ଗୋଟି ପଟ୍ଟା ଓ ୩ ଟି ପ୍ରମାଣପତ୍ର ବଣ୍ଟନ କରି ଫେରିଥିବା ଜଣାପଡିଛି । ଏନେଇ ଏହି ରଥ ଜନସାଧାରଣଙ୍କ ଆବଶ୍ୟକତା ଅନୁସାରେ ଚଳିତ ମାସରେ ଦିଗପହଣ୍ଡି ତହସିଲ ଅଧିନସ୍ଥ ସମସ୍ତ ପଞ୍ଚାୟତରେ ସେମାନଙ୍କ ଘର ନିକଟକୁ ଯାଇ ଘରବାରୀ ପଟ୍ଟା , ଗ୍ରାମକଣ୍ଟକ , ମ୍ଯୁଟେସନ , ଇପାଉଚି , ଜାତିଗତ ପ୍ରମାଣପତ୍ର , ବାସିନ୍ଦା ପ୍ରମାଣପତ୍ର , ଆୟ ପ୍ରମାଣପତ୍ର ପ୍ରଦାନ କରାଯିବ ବୋଲି ତହସିଲଦାର ଶ୍ରୀ ସ୍ବାଇଁ କହିଛନ୍ତି । ଏହି ଶୁଭାରମ୍ଭ ସମୟରେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ବେହେରା ସମେତ ସୁପରଭାଇଜର ଚିତ୍ରସେନ ଦଳାଇ , ରାଜସ୍ବ ନିରୀକ୍ଷକ ଅକ୍ଷୟ କୁମାର ମଲ୍ଲିକ ଏବଂ ସମସ୍ତ ତହସିଲ କର୍ମଚାରୀ ଉପସ୍ଥିତ ରହିଥିଲେ ।   ( ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version