• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋରାଇ ବ୍ଲକପରିସରରେ ବିଡିଓଙ୍କ ଦ୍ୱାରା ଚାରାରୋପଣ

Proprietor Abhimanyu Maharana by Proprietor Abhimanyu Maharana
March 5, 2020
in Uncategorized, ଓଡ଼ିଶା, ହୋମ୍
0
କୋରାଇ ବ୍ଲକପରିସରରେ ବିଡିଓଙ୍କ ଦ୍ୱାରା ଚାରାରୋପଣ
Share on FacebookShare on TwitterWhatsapp

କୋରାଇ (ଓଡିଶା ତାଜା ନ୍ୟୁଜ୍ ) ବ୍ୟାସନଗର ତହସିଲ 5.3. 2020 ରିଖ :- ବ୍ୟାସନଗର ତହସିଲ ଅଧିନସ୍ଥ କୋରାଇ ବ୍ଲକର ତେନ୍ତୁଲିଖୁଣ୍ଟା ମୌଜାରେ ଏସଟିପିଆଇ (ସଫ୍ଟଓୟାର ଟୋକନୋଲୋଜି ପାର୍କ ଅଫ ଇଣ୍ଡିଆ ସ୍ଥାପନା ନିମନ୍ତେ ୩ଏକର ସରକାରୀ ଜମି ତହସିଲ ପକ୍ଷରୁ ହସ୍ତାନ୍ତର କରାଯାଇଛି । ଏହି ମୌଜାର ଖାତା ନମ୍ବର ୧୭୭, ପ୍ଲଟ ନମ୍ବର ୮୧୫ଓ ୧୨୧୯ରେ ଜମି ଚିହ୍ନଟ କରାଯାଇ ଏସଟିପିଆଇର ବରିଷ୍ଠପ୍ରଶାସନିକ ଅଧିକାରୀ କମଳକିଶୋର କାନୋଜିଆ ଓ ଉପନିର୍ଦେକ ସନ୍ତୋଷକୁମାର ରଥଙ୍କୁ ବ୍ୟାସନଗର ତହସିଲର ଭାରପ୍ରାପ୍ତ ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ଜମି ଚିହ୍ନଟ ପୂର୍ବକ ସମସ୍ତ କାଗଜାତ ହସ୍ତାନ୍ତର କରିଛନ୍ତି । ସୂଚନାଥାଉକି, ଏଠାରେ ୨୦୧୫ମସିହାରୁ ଏସଟିପିଆଇ ସ୍ଥାପନା ନିମନ୍ତେ ପ୍ରସ୍ତାବ ରହିଥିଲା ବେଳେ ସରକାରୀ ଜମି ପ୍ରଦାନରେ ବିଳମ୍ବହେତୁ ତାହା ହୋଇ ପାରୁନଥିଲା ।

ଜିଲାର ରାଜନୈତିକ ବ୍ୟକ୍ତବତଶେଷ ଓ ଅଞ୍ଚଳବାସୀଙ୍କ ସହଯୋଗଫଳରେ ରାଜ୍ୟସରକାର କୋରାଇ ବ୍ଲକର ତେନ୍ତୁଲିଖୁଣ୍ଟା ମୌଜାରେ ଥିବା ସରକାରୀ ଜମିଦେବାକୁ ରାଜିହୋଇଥିଲେ । ତଦନୁଯାଇ ଗତ ଜାନୁଆରୀମାସ ୨୭ତାରିଖରେ ଜିଲାପ୍ରଶାସନ ପକ୍ଷରୁ ଏହି ମୌଜାରେ ୩ଏକର ଜମି ଦେବାକୁ ଘୋଷଣା କରିଥିଲେ । ସୋମବାର ସଂପୃକ୍ତ ଜମିର ଚିହ୍ନଟ ସହ ବିଧିବଧ ଭାବେ ପ୍ରସ୍ତୁତ କାଗଜ ଏସଟିପିଆଇକୁ ପ୍ରାଦନ କରାଯାଇଥିଲା । ସଂପୃକ୍ତ ସ୍ଥାନରେ ୧୦୦କୋଟି ଟଙ୍କାର ବ୍ୟୟରେ ୨୦୦୦ବର୍ଗଫୁଟ ଆୟତନରେ ଏହା ନିର୍ମାଣ କରାଯିବ । ତେଣୁ ତୁରନ୍ତ ନାର୍ମାଣ କାର୍ଯ୍ୟଆରମ୍ଭ କରାଯାଇ କାର୍ଯ୍ୟକ୍ଷମ କରାଯିବ ବୋଲି ଏହିଅବସରରେ ଏସ୍‌ଟିପିଆଇ ପ୍ରଶାସନିକ ଅଧିକାରୀ ଶ୍ରୀ କାନୋଜିଆ ସୂଚନାଦେଇଥିଲେ । ଏହା ପ୍ରତିଷ୍ଠା କରାଗଲେ ଜିଲାର ବେକାର ଆଇଟି ତାଲିମ ପ୍ରତିଭାଧାରୀମାନେ ଉପକୃତ ହେବେ । ଏଥିସହିତ ବିଭିନ୍ନ ସଂସ୍ଥାମାନେ ହାଇସ୍ପିଡ ଡାଟା କମୁନିକେଶସନର ବିଶେଷ ସୁବଧା ଉପଲବ୍ଧ ହେବ । ଏହି ସୀମାନିର୍ଦ୍ଧରଣ ତଥା ଚିହ୍ନଟ ସମୟରେ ଭାରପ୍ରାପ୍ତ ତହସିଲଦାରଙ୍କ ସମେତ ତହସିଲ ସୁପରଭାଇଜର ବିଷ୍ଣୁଚରଣ ପଣ୍ଡା, କଣ୍ଟଝରୀ ରାଜସ୍ୱନିରୀକ୍ଷକ କଟେ ପୂର୍ତ୍ତିୀ, ବରିଷ୍ଠକର୍ମଚାରୀ ମନୋଜକୁମାର ସ୍ୱାଇଁ ପ୍ରମୁଖ କାର୍ଯ୍ୟରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version