• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନହକା-ଖଇରା ରାସ୍ତାର ‘କୋଗାଁ’ ବୁଲାଣିରେ ୧୧ କେଭି ବିଦ୍ୟୁତ ଖୁଂଟ ପୋତାକୁ ବିରୋଧ , ଦୁର୍ଘଟଣା ଆଂଶଙ୍କା ନେଇ ଜନ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
May 14, 2021
in ଓଡ଼ିଶା, ଯାଜପୁର, ହୋମ୍
0
ନହକା-ଖଇରା ରାସ୍ତାର ‘କୋଗାଁ’ ବୁଲାଣିରେ ୧୧ କେଭି ବିଦ୍ୟୁତ ଖୁଂଟ ପୋତାକୁ ବିରୋଧ , ଦୁର୍ଘଟଣା ଆଂଶଙ୍କା ନେଇ ଜନ ଅସନ୍ତୋଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ମେ ଶୁକ୍ରବାର )କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ନହକା-ଖଇରା ପୂର୍ତବିଭାଗ ରାସ୍ତାର କୋଗାଁ ଗ୍ରାମର ବୁଲାଣିରେ ରାସ୍ତଉପରୁ ଲାଗି ୧୧କେଭି ବିଦ୍ୟୁତ ତାର ଯିବା ନିମନ୍ତେ ଖୁଂଟ ପୋତାଯାଇଛି । ଏହା ବୁଲାଣି ହୋଇଥିଲା ବେଳେ ଉଭୟ ପାଶ୍ୱର୍ରୁ ଆସୁଥିବା ବୋଲେରୋ, କାର ଠାରୁ ଆରମ୍ଭ କରି ବାଇକ ଯାତ୍ରୀ ଯାଏ ଖୁଂଟଥିବା ଜାଣିନପାରି ଅନାୟସରେ ଦୁର୍ଘଟଣାର ସ୧ୁଖିନ ହେବା ସମ୍ଭାବନା ସୃଷ୍ଠିି ହୋଇଛି । ଏମିତିକି ଘରପାଖରେ ମଧ୍ୟ ଖୁଂଟଟି ପୋତା ଯାଇଥିବାରୁ ସ୍ଥାନୀୟ ଅଂଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାର ବିରୋଧ କରି କୋରାଇ ଥାନା ଓ ପୂର୍ତବିଭାଗ ନିକଟରେ ମେଲ ଜରିଆରେ ଅଂଚଳବାସୀ ଅଭିଯୋଗ ଜଣାଇଛନ୍ତି । ପ୍ରକାଶଯେ, କୋରାଇ ବ୍ଲକର ତଳଗଡ ପଂଚାୟତର ନୂଆଗଡ ପଡିଆରେ ବିଦ୍ୟୁତ ସବଷ୍ଟେସନ ସ୍ଥାପନା କରାଯାଉଛି । ସେହି ସବଷ୍ଟେସନରୁ ଖଇରା ଅଂଚଳକୁ ୧୧କେଭି ବିଦ୍ୟୁତ ଲାଇନ ଯିବା ନିମନ୍ତେ ଜଇଁନ୍ତଳ ଦେଇ ବେରୁଣପୁର ପରେ ନହକା-ଖଇରା ପୂର୍ତବିଭାଗ ରାସ୍ତା ପାଶ୍ୱର୍ର ତାହାରପୁରରୁ କୋଗାଁ ଦେଇ ଖୁଂଟ ବସୁଛି ।

ରାସ୍ତାର ଉଭୟ ପାଶ୍ୱର୍ରେ ସ୍ଥାନ ରହିଥିଲା ବେଳେ ବିଦ୍ୟୁତ ବିଭାଗ ପକ୍ଷରୁ ସେହି ରାସ୍ତାଦେଇ ଯାଉଥିବା ଉଚ୍ଚ ଶକ୍ତି ସଂମ୍ପର୍ଣ୍ଣ ବିଦ୍ୟୁତ ତାର ଯିବାପାଇଁ ଖୁଂଟ କୋଗାଁ ଗ୍ରାମର ବୁଲାଣିରେ ରାସ୍ତା ଉପରିକୁ ମାଡି ପୋତା ଯାଉଛି । ଏହାକୁ ଲାଗି ଜୈନିକ ବ୍ୟକ୍ତିଙ୍କ ଘରରହିଥିବା ଓ ରାସ୍ତା ବୁଲାଣି ହେତୁ ପୋତାଯାଇଥିବା ବିଦ୍ୟୁତ ଖୁଂଟଟି ଉଭୟ ପାଶ୍ୱର୍ର ଯାତ୍ରୀଙ୍କୁ ସଠିକଭାବେ ଦେଖାଯିବ ନାହିଁ । ତେଣୁ ଏହି ରାସ୍ତାଦେଇ ଦୈନିକ ଯାତାୟତ କରୁଥିବା ଲକ୍ଷାଧିକ ଯାତ୍ରଙ୍କ ଦୁର୍ଘଟଣା ହେବା ସମ୍ଭାବନା ସୃଷ୍ଟି ହୋଇଛି । ଏନେଇ ସ୍ଥାନୀୟ ଅଧିବାସୀମାନେ ବିଦ୍ୟୁତ ବିଭାଗକୁ ଜଣାଇବା ସହ କୋରାଇ ଥାନ ଓ ପୂର୍ତବିଭାଗକୁ ମଧ୍ୟ ମେଲ ଜରିଆ ବିରୋଧ ପୂର୍ବକ ଖୁଂଟରେ ତା’ର ଟଣାଯିବା ପୂର୍ବରୁ ସଂପୃକ୍ତ ଖୁଂଟକୁ ନିରାପଦ ସ୍ଥାକୁ ସ୍ଥାନାନ୍ତରିତ କରାଯିବାକୁ ନିବେଦନ କରିଛନ୍ତି । ଏନେଇ ପୂର୍ତବିଭାଗ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ(ଏସଡିଓ) ପ୍ରଶାନ୍ତକୁମାର ଦାସଙ୍କୁ ପଚାରିବାରୁ ଯାତ୍ରୀଙ୍କ ସୁରକ୍ଷା ପ୍ରାଥମିକତା ଦୃଷ୍ଟିିରୁ ତାହାକୁ ତୁରନ୍ତ ଯାଂଚକରି ଆବଶ୍ୟକ ଅନୁଯାଇ ଖୁଂଟ ସ୍ଥାନାନ୍ତର କରିବାର ବ୍ୟବସ୍ଥା କରିବୁ ବୋଲି ପ୍ରତିକ୍ରିୟାରେ କହିଥିଲେ । ( ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version