• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହୋଣ୍ଡା ପକ୍ଷରୁ ୨୦୨୦ ଆଫ୍ରିକା ଟ୍ୱିନ୍‌ ଆଡ୍‌ଭେଂଚର ସ୍ପୋର୍ଟସ୍ ଭାରତରେ ଉନ୍ମୋଚିତ, ମୂଲ୍ୟ ୧୫.୩୫ ଲକ୍ଷ ଟଙ୍କା

Proprietor Abhimanyu Maharana by Proprietor Abhimanyu Maharana
March 6, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ହୋଣ୍ଡା ପକ୍ଷରୁ ୨୦୨୦ ଆଫ୍ରିକା ଟ୍ୱିନ୍‌ ଆଡ୍‌ଭେଂଚର ସ୍ପୋର୍ଟସ୍ ଭାରତରେ ଉନ୍ମୋଚିତ, ମୂଲ୍ୟ ୧୫.୩୫ ଲକ୍ଷ ଟଙ୍କା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର ତା-6.3.2020 :- ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍ ପକ୍ଷରୁ ୨୦୨୦ ଆଫ୍ରିକା ଟ୍ୱିନ୍ ଆଡ୍‌ଭେଂଚର ସ୍ପୋର୍ଟସ୍‌ ବାଇକ୍‌ର ବିଏସ୍‌-୬ ମଡେଲ୍‌କୁ ଉନ୍ମୋଚନ କରାଯାଇଛି । ୨୦୨୦ ଡାକାର ର‌୍ୟାଲିର ବିଶ୍ୱ ଚାମ୍ପିଆନ୍ ରିକି ବ୍ରାବେକ୍‌ଙ୍କ ଦ୍ୱାରା ଆଜି ଏହି ବାଇକ୍‌ର ଉଭୟ ମାନୁଆଲ ଓ ଡିସିଟି ଟ୍ରାନ୍ସମିସନ୍ ଭାରିଆଂଟ୍ ଉନ୍ମୋଚିତ ହୋଇଛି । ବ୍ରାବେକ୍‌ଙ୍କ ଏହା ହେଉଛି ପ୍ରଥମ ଭାରତ ଗସ୍ତ । ସେ ଗତ ଜାନୁଆରିରେ ପ୍ରଥମ ଆମେରୀକିୟ ଚାଳକ ଭାବେ ଡାକାର ର‌୍ୟାଲି ଜିତିବାର ସୌଭାଗ୍ୟ ହାସଲ କରିଛନ୍ତି । ଆଫ୍ରିକା ଟ୍ୱିନ୍‌ର ବିଏସ୍‌-୬ ମଡେଲ୍ ସଂକ୍ରାନ୍ତରେ ହୋଣ୍ଡା ମୋଟରସାଇକଲ୍‌ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍‌ର ସଭାପତି, ସିଇଓ ଓ ପରିଚାଳନା ନିର୍ଦେଶକ ଶ୍ରୀଯୁକ୍ତ ମିନୁରୋ କାଟୋ କହିଛନ୍ତି ଯେ, “ପ୍ରିମିୟମ ମୋଟରସାଇକଲ୍ ବ୍ୟବସାୟରେ ହୋଣ୍ଡା ଆଜି ବିଏସ୍‌-୬ ଯୁଗ ଆରମ୍ଭ କରିଛି । ରୋମାଂଚର ବିଶ୍ୱ ଚାମ୍ପିଆନ୍ ରିକି ବ୍ରାବେକ୍ (୨୦୨୦ ଡାକାର ର‌୍ୟାଲିର ବିଶ୍ୱ ଚାମ୍ପିଆନ୍‌)ଙ୍କୁ ଭାରତକୁ ଆଣି ଆମେ ବହୁତ ଖୁୂସି । ଆମର ବିଶ୍ୱାସ ରହିଛି ଯେ ୨୦୨୦ ଆଫ୍ରିକା ଟ୍ୱିନ୍ ରୋମାଂଚକୁ ପରବର୍ତୀ ସ୍ତରକୁ ନେବ । ଆଗାମୀ ଦିନରେ ବିଗ୍ ୱିଙ୍ଗ୍ (ହୋଣ୍ଡାର ପ୍ରିମିୟମ୍ ମୋଟରସାଇକଲ୍‌ ବ୍ୟବସାୟ)ରୁ ବହୁତ କିଛି ଆଶା କରୁଛୁ ।’’ ଆଫ୍ରିକା ଟ୍ୱିନ୍ ଆଡ୍‌ଭେଂଚର ସ୍ପୋର୍ଟସ୍‌ର ବୁକିଙ୍ଗ ସଂକ୍ରାନ୍ତରେ ଘୋଷଣା କରି ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ବରିଷ୍ଠ ଉପସଭାପତି-ବିକ୍ରି ଓ ମାର୍କେଟିଂ ଶ୍ରୀଯୁକ୍ତ ୟଦବିନ୍ଦର ସିଂହ ଗୁଲେରିଆ କହିଛନ୍ତି ଯେ, “୨୦୧୭ରେ ଭାରତରେ ପ୍ରଥମେ ଉନ୍ମୋଚିତ ହେବା ପରଠାରୁ ଆଫ୍ରିକା ଟ୍ୱିନ୍ ୨୦୦ରୁ ଅଧିକ ରୋମାଂଚ ପ୍ରେମୀଙ୍କ ପସନ୍ଦ ପାଲଟିଛି । ସମ୍ପୂର୍ଣ୍ଣ ନୂଆ ୨୦୨୦ ଆଫ୍ରିକା ଟ୍ୱିନ୍‌ରେ ରହିଛି ବିପୁଳ ଶକ୍ତି ଯାହାକୁ ରୋମାଂଚ ପ୍ରେମୀମାନେ ପସନ୍ଦ କରୁଛନ୍ତି । ସିଧାସଳଖ ଭାବେ କହିଲେ ନୂଆ ଫ୍ରେମ୍‌, ନୂଆ ବଡ଼ ଇଂଜିନ, ଅଧିକ ଶକ୍ତି ଏବଂ ଶ୍ରେଷ୍ଠ ଟର୍କ, ନୂଆ ଇଲେକ୍ଟ୍ରୋନିକ୍ସ, ନୂଆ ସସ୍‌ପେନ୍‌ସନ୍ ଭଳି ସୁବିଧା ଏଥିରେ ରହିଛି । ଆଫ୍ରିକା ଟ୍ୱିନ୍‌ର ବିଏସ୍‌-୬ ମଡେଲ୍‌ର ଉଭୟ ଡିସିଟି ଓ ମାନୁଆଲ ଭାରିଆଂଟ୍‌ର ବୁକିଙ୍ଗ ଆଜିଠାରୁ ଆରମ୍ଭ ହୋଇଛି ।’’ ୨୦୨୦ ଆଫ୍ରିକା ଟ୍ୱିନ୍ ଆଡ୍‌ଭେଂଚର ସ୍ପୋର୍ଟସ୍‌ର ବିଏସ୍‌-୬ ମଡେଲ୍‌ର ଏକ୍ସ ସୋ’ରୁମ୍ ଦାମ୍ ୧୫.୩୫ ଲକ୍ଷ ଟଙ୍କାରୁ ଆରମ୍ଭ ହୋଇଛି । ଏହା ପର୍ଲ ଗ୍ଲେୟାର ହ୍ୱାଇଟ୍ ଓ ଡାର୍କନେସ୍ ବ୍ଲାକ୍ ମେଟାଲିକ୍ ରଙ୍ଗରେ ଏହା ଉପଲବ୍ଧ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version