• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ; ରାଜ୍ୟ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅଖିମୁଠି ଅନୁକୂଳ କରିଛନ୍ତି – ନୟାଗଡ଼ 

Proprietor Abhimanyu Maharana by Proprietor Abhimanyu Maharana
May 15, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ; ରାଜ୍ୟ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅଖିମୁଠି ଅନୁକୂଳ କରିଛନ୍ତି – ନୟାଗଡ଼ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ମଇ ଶନିବାର ) ନୟାଗଡ଼ :- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅଖିମୁଠି ଅନୁକୂଳ କରିଛନ୍ତି । ନୟାଗଡ଼ ବ୍ଳକ ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ ଖେଡ଼ପଡ଼ାଠାର ଅଖିମୁଠି ଅନୁକୁଳ କରି କୃଷି ଓ କୃଷକର ଉନ୍ନତୀ କାମନା କରିଛନ୍ତି । ଜଣେ ଚାଷୀ ବିଲରେ କୃଷି ମନ୍ତ୍ରୀ ପୂଜାର୍ଚ୍ଚନା କରି ଅଖିମୁଠି ଅନୁକୂଳ କରିବା ସହ ନିଜେ ହଳ କରି ବିହନ ବୁଣିଛନ୍ତି ।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ବିଜୁ କୃଷକ ଜନତା ଦଳର ସଭାପତି ଜଗନ୍ନାଥ ପଣ୍ଡା, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର କଅଁର ପ୍ରମୁଖ ଯୋଗ ଦେଇଥିଲେ । ଗତବର୍ଷ ରାଜ୍ୟରେ ଫସଲ ଉତ୍ପାଦନ ଅଧିକ ହୋଇଥିବା ବେଳେ ଏବର୍ଷ ମଧ୍ୟ କୃଷକମାନେ ଲାଭବାନ ହେବେ ବୋଲି ଆଶା କରାଯାଉଛି । ଗତକାଲି ରାଜ୍ୟ ସରକାର କାଳିଆ ଯୋଜନାରେ ୪୨ ଲକ୍ଷ କୃଷକଙ୍କ ଖାତାରେ ୯୨୦ କୋଟି ଟଙ୍କା ଜମି କରିଛନ୍ତି । ଏଥିସହିତ ଚାଷୀ ଆମର ଗର୍ବ, ତାଙ୍କ ତ୍ୟାଗର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ( ଓଡ଼ଗାଁ ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version