• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେରଳର ଥିରୁଅନନ୍ତପୁରମରେ ସମୁଦ୍ରର ଉଚ୍ଚ ଜୁଆରରେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ତଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ଘର ଦ୍ୱାର

Proprietor Abhimanyu Maharana by Proprietor Abhimanyu Maharana
May 16, 2021
in ଓଡ଼ିଶା, ଦେଶ, ହୋମ୍
0
କେରଳର ଥିରୁଅନନ୍ତପୁରମରେ ସମୁଦ୍ରର ଉଚ୍ଚ ଜୁଆରରେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ତଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ଘର ଦ୍ୱାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର )ନୂଆଦିଲ୍ଲୀ :- ସ୍ଥଳଭାଗ ଛୁଇଁବାର ଢେର୍ ପୂର୍ବରୁ ବିପଯର୍ୟୟ ଘଟାଇଛି ସାମୁଦ୍ରିକ ଝ଼ଡ଼ ତାଉତେ । କେରଳର ଥିରୁଅନନ୍ତପୁରମରେ ସମୁଦ୍ରର ଉଚ୍ଚ ଜୁଆରରେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ତଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ଘର ଦ୍ୱାର । ଭାଲିଆଥୁରା ଅଞ୍ଚଳର ସମୁଦ୍ର ଜୁଆରରୁ ଘରକୁ ସୁରକ୍ଷିତ ରଖିବା ପାଇଁ ପଥର ବନ୍ଧ କରାଯାଇଥିଲେ ମଧ୍ୟ ଏହାକୁ ମାଡ଼ି ଯାଇ ବିପର୍ଯ୍ୟୟ ଘଟାଇଛି ।

ଭେରି ସିଭିଅର ସାଇକ୍ଲୋନିକ ଷ୍ଟର୍ମରେ ରୂପାନ୍ତରିତ ହୋଇସାରିଲାଣି ସାମୁଦ୍ରିକ ଝଡ଼ ତାଉତେ । ଏହାର ପ୍ରଭାବରେ ଗୋଆରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି । ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ି ରହିଥିବା ବେଳେ ଯାତାୟତ ମଧ୍ୟ ବନ୍ଦ ହୋଇଯାଇଛି । ରେସକ୍ୟୁ ଟିମ୍ ପକ୍ଷରୁ ରାସ୍ତାରେ ପଡ଼ି ରହିଥିବା ଗଛଗୁ଼ଡ଼ିକୁ କାଟି ସଫା କରାଯାଉଛି । ବାତ୍ୟା ତାଉତେ ପ୍ରଭାବରେ ଲାକ୍ଷାଦୀପ ଦୀପପୁଂଜ ଅଂଚଳରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 ସେପଟେ ଆରବ ସାଗରରେ ସୃଷ୍ଟ ଏହି ସାମୁଦ୍ରିକ ଝଡ଼ ତାଉତେ ବର୍ତ୍ତମାନ ଘଣ୍ଟାପ୍ରତି ୧୧ କିଲୋମିଟର ବେଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଉତ୍ତର ଦିଗରେ ଗତି କରି ପୂର୍ବ ମଧ୍ୟ ଆରବ ସାଗରରେ ଗୋଆର ପାଞ୍ଜିମଠାରୁ ୧୨୦ କିଲୋମିଟର ପଶ୍ଚିମ- ଦକ୍ଷିଣ ପଶ୍ଚିମ ଓ ମୁମ୍ବାଇଠାରୁ ୪୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୭ ତାରିଖ ଦିନ ସଂଧ୍ୟାରେ ଗୁଜୁରାଟ ଉପକୂଳରେ ପହଞ୍ଚିବ । ୧୮ ତାରିଖ ସକାଳୁ ପୋରବନ୍ଦର ଓ ମହୁଆ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ସେତେବେଳେ ଘଣ୍ଟାପ୍ରତି ପବନର ବେଗ ୧୫୦ରୁ ୧୬୦ କିଲୋମିଟର ରହିବ ବୋଲି ଆଶଙ୍କା କରାଯାଉଛି ।

ଅନ୍ୟପଟେ ସାମୁଦ୍ରିକ ଝଡ଼ ତାଉତେର ମୁକାବିଲା ପାଇଁ ବର୍ତ୍ତମାନ ସୁଦ୍ଧା ୧୦୧ ଏନଡିଆରଏଫ୍ ଟିମ୍ ଆଲର୍ଟରେ ରହିଛନ୍ତି । ପ୍ରଭାବିତ ଆଶଙ୍କା ଥିବା ୬ଟି ରାଜ୍ୟ କେରଳ, କର୍ଣ୍ଣାଟକ, ତାମିଲନାଡୁ, ମହାରାଷ୍ଟ୍ର, ଗୋଆ, ଗୁଜରାଟ ସମେତ ଡିୟୁରେ ଏନଡିଆରଏଫ୍ ଟିମ୍ ମୁତୟନ ହୋଇଛନ୍ତି । ୬୫ଟି ଏନଡିଆରଏଫ୍ ଟିମ୍ ଫିଲ୍ଡରେ ନିୟୋଜିତ ଥିବା ବେଳେ ୧୪ଟି ଟିମ୍ ରିଜର୍ଭ ହୋଇ ରହିଛନ୍ତି । ଏହାସହ ଅନ୍ୟ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ରେସକ୍ୟୁ ସହ ଏୟାର ଲିଫ୍ଟ ପାଇଁ ୨୨ଟି ଟିମକୁ ଆଲର୍ଟରେ ରଖାଯାଇଛି ।

ସେହିଭଳି ବାୟୁସେନା ପକ୍ଷରୁ ବି ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି । ଆରବ ସାଗରରେ ବାୟୁସେନା ବିମାନ ପଇଁନ୍ତରା ମାରୁଛି । ଯେପରି ସମୁଦ୍ର ଭିତରେ କୌଣସି ମତ୍ସ୍ୟଜୀବୀ ବୋଟ୍ କିମ୍ବା ଅନ୍ୟ ଜାହାଜ ରହି ନ ଯାଏ, ସେନେଇ ସଜାଗ ରହିଛି ଭାରତୀୟ ବାୟୁ ସେନା । ହେଲିକପ୍ଟର ସହ ଲଢ଼ୁଆ କ୍ୟାପେଟନ୍ ଏହି କାର୍ଯ୍ୟରେ ନିୟୋଜିତ ଅଛନ୍ତି । ବିଶେଷ ଭାବେ କେରଳ, ମହାରାଷ୍ଟ୍ର, ଗୁଜରାଟ ଉପକୂଳରେ ଥିବା ବନ୍ଦର ଉପରେ ବି ବାୟୁସେନା ହେଲିକର ନଜର ରଖିଛି । ବନ୍ଦରରେ କ୍ଷୟକ୍ଷତିକୁ ଏଡ଼ାଇବାକୁ ବାୟୁ ସେନା ନିଜ ପ୍ରୟାସ ଜାରି ରଖିଛି । ଏହାସହ ଲୋକଙ୍କୁ ବିଭିନ୍ନ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି । ସେ ସବୁକୁ ବି ତଦାରଖ କରାଯାଉଛି (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version