• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତରେ କରୋନା ସଚେତନତା ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
May 17, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପଞ୍ଚାୟତରେ କରୋନା ସଚେତନତା ଅଭିଯାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର )ହିଞ୍ଜିଳିକାଟୁ :- ସାରା ଦେଶରେ ମହାମାରୀ କରୋନା ରଚିଛି ମହା ବିପର୍ଯ୍ୟୟ।ଓଡ଼ିଶାରେ ଦ୍ଵିତୀୟ ଲହରର ତୀବ୍ରତା କିଛି କମ ନୁହେଁ।ଦୈନିକ ସଂକ୍ରମଣ ହାର କିଛି ଦିନ ଧରି ୧୦ ହଜାରରୁ ପାର ହୋଇ ଉର୍ଦ୍ଧ୍ବ ମୁଁହା ହୋଇଛି।ରାଜ୍ୟରେ ସବୁଠି ଦେଖାଦେଇଛି କରୋନାର ସଙ୍ଗୀନ ପରିସ୍ଥିତି।କୋଭିଡ ମହାମାରୀ ମୁକାବିଲା କ୍ଷେତ୍ରରେ ଦେଶର ଅନ୍ୟାନ୍ୟ ରାଜ୍ୟ ଅପେକ୍ଷା ଓଡ଼ିଶା ସରକାରଙ୍କ ଉଦ୍ୟମ ଓ ପଦକ୍ଷେପ ପ୍ରଶଂସନୀୟ।ଲୋକଙ୍କ ଜୀବନ ଓ ଜୀବିକା ପ୍ରତି ଦୃଷ୍ଟି ଦେଇ କୋଭିଡ-୧୯ କୁ ପ୍ରତିହତ କରିବା ସକାଶେ ରାଜ୍ୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ସକରାତ୍ମକ ପଦକ୍ଷେପ ଗ୍ରହଣ କରିଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ,ସ୍ୱାସ୍ଥ୍ୟ ଵିଶେଷଜ୍ଞ,ପ୍ରମୁଖ ଶାସନ ସଚିବ, ପୁଲିସ ମହା ନିର୍ଦ୍ଦେଶକ,ଖ୍ୟାତନାମା ବ୍ୟକ୍ତିବିଶେଷଙ୍କ ସମେତ ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳ ଯାଏଁ କୋଭିଡ ନିୟମ ଅନୁପାଳନ ଓ ସଚେତନତା ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରିଛନ୍ତି ।

ମୁଖ୍ୟତଃ ମାସ୍କ ବ୍ୟବହାର ହିଁ ଏକମାତ୍ର ବିକଳ୍ପ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବାରମ୍ବାର ଅପିଲ କରି ଆସୁଛନ୍ତି । ଦୃଢ଼ ମୁକାବିଲା ନିମନ୍ତେ ସଚେତନତା ଅଭିଯାନକୁ ସବୁଠାରେ ଓ ସବୁ ସମୟରେ ବିଭିନ୍ନ ଢଙ୍ଗରେ ପ୍ରାଧାନ୍ୟ ଦିଆଯାଇଛି।ଏହି କ୍ରମରେ ଜିଲ୍ଲା ଓ ବ୍ଳକ ପ୍ରଶାସନ ପକ୍ଷରୁ କରୋନା ସଚେତନତା ଅଭିଯାନ ତ୍ୱରାନ୍ୱିତ ହୋଇଛି। ସ୍ଥାନୀୟ ବ୍ଳକ ଗଣ୍ଡଳା ପଞ୍ଚାୟତରେ ରବିବାର କରୋନା ସଚେତନତା ଅଭିଯାନ ଆରମ୍ଭ ହୋଇଥିଲା।ବ୍ଳକ ହିସାବ ଅଧିକାରୀ ଦିବ୍ୟସିଂହ ନାୟକ,ସରପଞ୍ଚ ଗୌରୀ ସାହୁ,ସୁଧାଂଶୁ ସାହୁ,ପିଇଓ ନବୀନ ମହାରଣା ପ୍ରମୁଖ ଯୋଗ ଦେଇଥିଲେ।ପରେ ଏକ ରାଲି ଆୟୋଜିତ ହୋଇ ଗ୍ରାମ ପରିକ୍ରମାକରି ମାସ୍କ ପରିଧାନ,ସାମାଜିକ ଦୂରତା,ହାତକୁ ବାରମ୍ବାର ସାବୁନ କିମ୍ବା ସାନିଟାଇଜେର ଦ୍ୱାରା ସଫା କରିବା,ବିନା କାରଣରେ ବାହାରେ ବୁଲାବୁଲି ନ କରି ଘରେ ରହିବା ଓ ପଞ୍ଚସୁତ୍ରୀ ନିୟମକୁ କଡାକଡି ପାଳନ କରିବା ଲାଗି ଜନ ସାଧାରଣଙ୍କ ମଧ୍ୟରେ ଅଂଶ ଗ୍ରହଣକାରୀ ମାନେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅଙ୍ଗନବାଡି କର୍ମୀ,ରାମକୃଷ୍ଣ ମହାନ୍ତି ଓ ଗ୍ରାମବାସୀ ସହଯୋଗ କରିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version