• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସପ୍ତାହନ୍ତ ସଟଡ଼ାଉନ ସଫଳ କରୋନା ଓ ପୁଲିସ ଭୟରେ ସହର ଶୁନଶାନ

Proprietor Abhimanyu Maharana by Proprietor Abhimanyu Maharana
May 17, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସପ୍ତାହନ୍ତ ସଟଡ଼ାଉନ ସଫଳ କରୋନା ଓ ପୁଲିସ ଭୟରେ ସହର ଶୁନଶାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ମଇ ରବିବାର )ହିଞ୍ଜିଳିକାଟୁ :-   ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନେଇ ସମସ୍ତେ ଆତଙ୍କିତ ହୋଇ ପଡ଼ିଥିବା ବେଳେ ଏହାକୁ ପ୍ରତିହିତ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । କରୋନାର ଭୟାବହତାକୁ ମାତ ଦେବା ପାଇଁ ଓ ଅମାନିଆ ମାନଙ୍କୁ ସବାଡ଼ କରିବା ପାଇଁ ନାଇଟକର୍ଫ୍ୟୁ, ଲକଡ଼ାଉନ ଓ ସଟଡ଼ାଉନ ଜାରି କରାଯାଇଛି । ସପ୍ତାହର ପ୍ରତି ସୋମବାର ଠାରୁ ଶୁକ୍ରବାର ୫ ଦିନ ଲକଡ଼ାଉନ ଘୋଷଣା କରାଯାଇଥିବା ବେଳେ ଅବଶିଷ୍ଟ ୨ ଦିନ (ଶନି ଓ ରବିବାର) ସପ୍ତାହନ୍ତ ସଟଡ଼ାଉନ ଘୋଷଣା କରାଯାଇଛି । ଲକଡ଼ାଉନରେ ପ୍ରତ୍ୟହ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦୋକାନ ବଜାରେ ଖୋଲା ରହୁଥିବା ବେଳେ ସଟଡ଼ାଉନରେ ଔଷଧ ଦୋକାନକୁ ବାଦ ଦେଲେ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ପୁର୍ଣ୍ଣ ଭାବେ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସହରାଂଚଳ ପରେ ବର୍ତମାନ ଗ୍ରାମାଂଚଳରେ ସଂକ୍ରମିତଙ୍କ ସଂହଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଲକଡ଼ାଉନ ଓ ସଟଡ଼ାୁନ ସମୟରେ ଅମାନିଆ ମାନେ ବିଭିନ୍ନ ସାହି ବସ୍ତିରେ ମିଳିତ ହୋଇ ଗୁଲିଖଟି ସାଙ୍ଗକୁ ତାସ ଖେଳରେ ମଜ୍ଜି ରହୁଥିବା ଯୋଗୁଁ ଗୋଷ୍ଠୀ ସଂକ୍ରମଣ ବୃଦ୍ଧି ପାଉଥିବା ଜଣାପଡ଼ିଛି । ଅମାନିଆ ମାନଙ୍କୁ ସାବାଡ଼ କରିବା ପାଇଁ ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଛି ତଥାପି କିଛି ଅମାନିଆ ପ୍ରଶାସନର କଟକଣାକୁ ବେଖାତିର କରି ଲୁଚିଛପି ଗୋଷ୍ଠୀ ସଂକ୍ରମଣ ବୃଦ୍ଧିରେ ସହାୟକ ହେଉଥିବା ନଜିର ରହିଛି

। ୪ର୍ଥ ପର୍ଯ୍ୟାୟ ସପ୍ତାହନ୍ତ ସଟଡ଼ାଉନ ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳ ଗୁଡ଼ିକରେ ମୋଟାମୋଟି ଭାବେ ସଫଳ ହୋଇଛି । ସପ୍ତାହନ୍ତ ସଟଡ଼ାଉନରେ ଔଷଧ ଦୋକାନକୁ ବାଦ ଦେଲେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଥିଲା । ଯାନବାହାନ ଚଳାଚଳ ସମ୍ପୁର୍ଣ୍ଣ ବନ୍ଦ ରହିଥିଲା । ସମ୍ପୁର୍ଣ୍ଣ ସହର ଶୁନଶାନ ହୋଇ ପଡ଼ିଥିବା ବେଳେ କାଁ ଭାଁ କିଛି ଲୋକେ ମେଡ଼ିକାଲ ଓ ଅନ୍ୟାନ ଅତ୍ୟାବଶ୍ୟକ କାର୍ଯ୍ୟରେ ଯାତାୟତ କରୁଥିବାର ଦେଖିବାକୁ ମିଳିଥିଲା । ସ୍ଥାନୀୟ ସହରର ବଇଁଚବଣିଆ, ବିଜୁ ପଟ୍ଟନାୟକ ଓ ଆରଏମସି ଚକ ନିକଟରେ ପୁଲିସ ପ୍ରଶାସନ ପକ୍ଷରୁ ବ୍ଳକିଂ କରାଯାଇଥିଲା । ପୁଲିସ ପେଟ୍ରୋଲିଂ ଗାଡ଼ି ସାଇରନ ବଜାର ସହର ସାରା ପରିକ୍ରମା କରୁଥିବାର ଦେଖିବାକୁ ମିଳିଥିଲା । ସ୍ଥାନୀୟ ତହସିଲଦାର ପ୍ରଭାତ କୁମାର ପରିଡ଼ା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ବିଡ଼ିଓ ସୁବ୍ରତ କୁମାର ଜେନା, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ସହର ପରିକ୍ରମା କରିବା ସହ ତୀକ୍ଷ୍ମ ନଜର ରଖିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

September 17, 2026
ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

September 17, 2026
ଦେବଶିଳ୍ପୀ ଶ୍ରୀ ବିଶ୍ୱକର୍ମାଙ୍କ ଜନ୍ମୋତ୍ସବ

ଦେବଶିଳ୍ପୀ ଶ୍ରୀ ବିଶ୍ୱକର୍ମାଙ୍କ ଜନ୍ମୋତ୍ସବ

September 17, 2026
Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

ପଶ୍ଚିମ ଓଡ଼ିଶାରେ ସୌର ଶକ୍ତିର ପ୍ରସାର ପାଇଁ ଟିପିଡବ୍ଲ୍ୟୁଓଡିଏଲ୍‌ ‘ସୋଲାର ରଥ’ର ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

September 17, 2026
ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version