• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨ ଲକ୍ଷରୁ ଊର୍ଦ୍ଧ୍ବ ମୂଲ୍ୟର ନକଲି ବିଦେଶୀ ମଦ ଜବତ,୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଫେରାର

Proprietor Abhimanyu Maharana by Proprietor Abhimanyu Maharana
May 17, 2021
in ଓଡ଼ିଶା, ବଲାଙ୍ଗିର, ହୋମ୍
0
୨ ଲକ୍ଷରୁ ଊର୍ଦ୍ଧ୍ବ ମୂଲ୍ୟର ନକଲି ବିଦେଶୀ ମଦ ଜବତ,୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଫେରାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ମଇ ସୋମବାର ) ପାଟଣାଗଡ :- ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଲାଠୋର ହାଟପଦା ପଡ଼ାଠାରେ ବିଦେଶୀ ମଦ ତିଆରି କାରବାରକୁ ଅବକାରୀ ବିଭାଗ ଠାବ କରିଛି । ୨ ଲକ୍ଷରୁ ଊର୍ଦ୍ଧ୍ବ ମୂଲ୍ୟର ନକଲି ବିଦେଶୀ ମଦ ଜବତ କରିଥିବା ଜଣାଯାଇଛି । ଏ ମାମଲାରେ ଲାଠୋରର ପିତାମ୍ବର ମେହେର ଓ ଗୋପାଳ ମେହେରଙ୍କୁ ବିଭାଗ ଗିରଫ କରିଥିବା ବେଳେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଗୌରୀଶଙ୍କର ଥନାପତି ଓରଫ୍‍ ସଞ୍ଜୁଲ ଫେରାର ମାରିଥିବା ଜଣାଯାଇଛି । ବିଶ୍ୱସ୍ତ ସୂତ୍ରରୁ ଲାଠୋର ହାଟପଦା ପଡ଼ାଠାରେ ନକଲି ବିଦେଶୀ ମଦ ତିଆରି କାରବାର ଚାଲିଥିବା ଖବର ପାଇ ଅବକାରୀ ଇନ୍ସପେକ୍ଟର ଉଦେଲାଲ ନାଏକଙ୍କ ନେତୃତ୍ୱରେ ଏକ ୨୦ ଜଣ ଜଣିଆ ଅବକାରୀ ଦଳ ଆଜି ଦିନ ପ୍ରାୟ ୧୨ଟା ସମୟରେ ଚଢଉ ଆରମ୍ଭ କରିଥିଲେ ।

ଦୀର୍ଘ ୪ ଘଣ୍ଟା ଧରି ଛାନଭିନ କରିବା ପରେ ପିତାମ୍ବର ମେହେର ଏବଂ ଗୋପାଳ ମେହେରଙ୍କ ନିକଟରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ କରିବାରେ ଅବକାରୀ ବିଭାଗ ସଫଳ ହୋଇଛି। ବହୁ ନାମୀ ଦାମୀ କମ୍ପାନୀର ବିପୁଳ ପରିମାଣର ନକଲି ମଦ (ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ବିଭାଗ ଆକଳନ କରିଛି) ସହ ୨ଟି ଫ୍ରିଜ ଏବଂ ଅନ୍ୟାନ୍ୟ ଆସବାବ ପତ୍ର ଜବତ କରାଯାଇଥିବା ଜଣାଯାଇଛି। ଏହି ମାମଲାରେ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଫେରାର  । ତେବେ ଖୁବଶୀଘ୍ର ତାକୁ ଗିରଫ କରାଯିବ ବୋଲି ଶ୍ରୀ ନାଏକ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏହି ଚଢଉରେ ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ପଣ୍ଡା, ପଦ୍ମଲୋଚନ ନାୟକ, ଅରୁଣ ଯୋଷୀ, ବିଶ୍ୱନାଥ ପରିଡ଼ା ଏବଂ ବଲାଙ୍ଗିର ଓ ପାଟଣାଗଡର ଅବକାରୀ ବିଭାଗ କର୍ମଚାରୀମାନେ ସାମିଲଥିଲେ ।  (ପାଟଣାଗଡ଼/ଗୋରେଖନାଥ ବରିହା )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

August 21, 2026
ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

August 21, 2026
ତଦନ୍ତ ନକରି ଗୁଜବକୁ ବିଶ୍ବାସ କରି ପ୍ରତିକ୍ରିୟା ରଖିବା ଚାନ୍ଦପୁର ଥାନା ଅଧିକାରୀଙ୍କ ଚର୍ଚ୍ଚା ଜୋର ଧରିଛି

ତଦନ୍ତ ନକରି ଗୁଜବକୁ ବିଶ୍ବାସ କରି ପ୍ରତିକ୍ରିୟା ରଖିବା ଚାନ୍ଦପୁର ଥାନା ଅଧିକାରୀଙ୍କ ଚର୍ଚ୍ଚା ଜୋର ଧରିଛି

August 21, 2026
ପାରଳାଖେମୁଣ୍ଡି ଠାରେ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

August 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

August 21, 2026
ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

August 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version