• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହେଲା ସପ୍ତାହବ୍ୟାପୀ ରକ୍ତଦାନ ଶିବିର 

Proprietor Abhimanyu Maharana by Proprietor Abhimanyu Maharana
May 17, 2021
in ଓଡ଼ିଶା, ମହାନଗର, ହୋମ୍
0
ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହେଲା ସପ୍ତାହବ୍ୟାପୀ ରକ୍ତଦାନ ଶିବିର 
Share on FacebookShare on TwitterWhatsapp

ବିଜୁ ଛାତ୍ର ଜନତା ଦଳ,ଓଡ଼ିଶା

ଓଡ଼ିଶା ତାଜା ନ୍ୟୁଜ (୧୭ ମଇ ସୋମବାର ) ଭୁବନେଶ୍ୱର :- ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହୋଇଯାଇଛି ସପ୍ତାହବ୍ୟାପୀ ରକ୍ତଦାନ ଶିବିର। ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ସମୟରେ ରକ୍ତଭାବ ଦୂର କରିବା ପାଇଁ ଜୀବନ ବିନ୍ଦୁ ଏବଂ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଯେଉଁ ଆହ୍ୱାନ ଦିଆଯାଇଥିଲା ତାହାକୁ ସଫଳ କରିବାକୁ ଯାଇ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଭୁବନେଶ୍ୱର ସ୍ଥିତ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ମିିକୁ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୨୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି ।

ଏହି କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉଦଘାଟନ କରିଥିଲେ। ତତ୍ ସହିତ ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ବିଧାୟକ ବଡମ୍ବା ଦେବୀ ମିଶ୍ର , ମାନ୍ୟବର ବିଧାୟକ ମହାକାଳପଡ଼ା ଅତନୁ ସବ୍ୟସାଚୀ ନାୟକ,ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ଓଡ଼ିଶା ମୋ ପରିବାର ସଂଯୋଜକ ରୁଦ୍ର ସାମନ୍ତରାୟ,ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ ।

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଗାମୀ ଦିନରେ ଏହି ରକ୍ତଦାନ ଶିବିରକୁ ଆହୁରି ବ୍ୟାପକ ଭାବେ ତ୍ଵରାନିତ କରାଯିବା ସହ କରୋନା ସମୟରେ ରକ୍ତ ଅଭାବ ନ ଦେଖା ଯିବା ପାଇଁ ବିଜୁ ଛାତ୍ର ଜନତା ଦଳର ପ୍ରତ୍ୟେକ କର୍ମକର୍ତ୍ତା ଉତ୍ସାହିତ ଓ ପ୍ରତିଶ୍ରୁତିବଦ୍ଧ ବୋଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦୀପ୍ ପ୍ରଧାନ, ବିଜୁ ଜନତା ଦଳର ରାଜ୍ୟ ଉପସଭାପତି ବିଜୟ ବସନ୍ତିଆ , ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍ ପାଲଟା ସିଂ,ରାଜ୍ୟ ଯୁଗ୍ମ ସମ୍ପାଦକ ଦେବୀ ପ୍ରସାଦ ଲେଙ୍କା ସମେତ ଭୁବନେଶ୍ୱର ଜିଲ୍ଲା ଛାତ୍ର ଉପସଭାପତି ସିଦ୍ଧାର୍ଥ ସ୍ୱାଇଁ ଓ ବହୁ ଛାତ୍ରନେତା ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version