• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଉପକାରାଗାରାରେ ୧୪ଜଣ ଅନ୍ତୋବସୀ କରୋନା ପଜିଟିଭ୍ ଚିହ୍ନଟ , ବାଙ୍କୀ ଉପଜିଲ୍ଲାପାଳ ଉପକାରାଗାର ପରିଦର୍ଶନ କରି ଘଟଣାର ଅନୁସନ୍ଧାନ କଲେ 

Proprietor Abhimanyu Maharana by Proprietor Abhimanyu Maharana
May 17, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
ବାଙ୍କୀ ଉପକାରାଗାରାରେ ୧୪ଜଣ ଅନ୍ତୋବସୀ କରୋନା ପଜିଟିଭ୍ ଚିହ୍ନଟ , ବାଙ୍କୀ ଉପଜିଲ୍ଲାପାଳ ଉପକାରାଗାର ପରିଦର୍ଶନ କରି ଘଟଣାର ଅନୁସନ୍ଧାନ କଲେ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ମଇ ସୋମବାର ) ବାଙ୍କୀ :- ବାଙ୍କୀ ଉପକାରାଗାରାରେ ସମସ୍ତ ଅନ୍ତେବାସୀ ଅସୁସ୍ଥ ସଂପର୍କରେ ଗଣମାଧ୍ୟମରେ ପ୍ରକାଶିତ ହେବା ପରେ ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା , ଏନ୍‌.ଏ.ସି କାର୍ଯ୍ୟନିର୍ବହୀ ଅଧିକାରୀ ଡ.ପ୍ରଭୁକଲ୍ୟାଣ ଦାଶ ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟର କନିଷ୍ଠ ମ୍ୟାନେଜର ଉପକାରାଗାରାକୁ ଯାଇ ସସସ୍ତ ଘଟଣା ତଦନ୍ତ କରିବା ସହିତ ସମସ୍ତଙ୍କୁ କୋଭିଡ ପରୀକ୍ଷା କରାଇଥିଲେ । ବାଙ୍କୀ ଉପକାରାଗାରାରେ ୨୬ଜଣ ଅନ୍ତୋବସୀଙ୍କ ମଧ୍ୟରୁ ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପକାରାଗାରାର ସମସ୍ତ କର୍ମଚାରୀ ଓ ଅନ୍ତେବାସୀମାନଙ୍କର ଆଣ୍ଟିଜେନ୍ ଓ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା । ୧୧ଜଣ କର୍ମଚାରୀଙ୍କ ମଧ୍ୟରୁ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଉପକାରାଗାର ଅଧିକ୍ଷକ ସୁଜିତ୍ କୁମାର ବେହେରା ଏବଂ ତାଙ୍କ ପତ୍ନୀ ଲିଜାରାଣୀ ଦାଶ ଗତ ୧୨ତାରିଖ ଠାରୁ କୋଭିଡ ସଂକ୍ରମିତ ହୋଇଥିବା ବେଳେ ତାଙ୍କର ୬ମାସର ଶିଶୁକନ୍ୟା ତେଜସ୍ୱନୀ ବେହେରାଙ୍କ ରିପୋଟ୍ ନେଗେଟିଭ୍ ଆସିଛି । ଉପଜିଲ୍ଲାପାଳ ସମସ୍ତଙ୍କୁ ପିପିଇ କିଟ୍ , ସାନିଟାଇଜର, ମାସ୍କ୍ ଓ ଗ୍ଲୋବ୍ସ କାରାଗାର ଅଧିକ୍ଷକଙ୍କୁ ପ୍ରଦାନ କରିଛନ୍ତି । କରୋନା ନିୟମକୁ ପାଳନ କରାଯାଇ ସମସ୍ତ କାର୍ଯ୍ୟ କରାଯିବା ପାଇଁ ଉପଜିଲ୍ଲାପାଳ ଶ୍ରୀ ଜେନା ଉପକାରାଗାର ଅଧିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି । ଏହା ସହିତ ଉପକାରାଗାରାକୁ ସମସ୍ତ ପ୍ରକାର କରୋନା ସଂପର୍କୀତ ସୁବିଧା ଯୋଗାଇ ଦେବାକୁ ଉପଜିଲ୍ଲାପାଳ ବାଙ୍କୀ ଏନ୍‌.ଏ.ସି କାର୍ଯ୍ୟ ନର୍ବାହୀ ଅଧିକାରୀ ପରାମର୍ଶ ଦେଇଛନ୍ତି ।(ରିପୋର୍ଟ ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version