• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ଜିଲ୍ଲାପାଳ ଙ୍କ କରୋନା ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 18, 2021
in ଓଡ଼ିଶା, କରୋନା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ଜିଲ୍ଲାପାଳ ଙ୍କ କରୋନା ସମୀକ୍ଷା ବୈଠକ
Share on FacebookShare on TwitterWhatsapp

କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଵିକାଶ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ ସାହୁଙ୍କ ନିବେଦନ :- ଗାଁ ଗାଁରେ ବର୍ତମାନ ତାସ ଖେଳ, ଭୋଜିଭାତ ବନ୍ଦ କର  
 
ଓଡ଼ିଶା ତାଜା ନ୍ୟୁଜ (୧୮ ମଇ ମଙ୍ଗଳବାର ) ନୟାଗଡ :- ଆଜି ଅପରାହ୍ନ 4ଟା ରେ ଭରଚୁଆଲ ମାଧ୍ୟମରେ ନୟାଗଡ ଜିଲ୍ଲାପାଳ ଡଃ ପୋମା ଟୁଡୁ ଭା .ପ୍ର .ସେ. ନୟାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଗ୍ରାମ ପଂଚାୟତର କୋଭିଡ୍ ସ୍ଥିତି ଉପରେ ସମୀକ୍ଷା ବୈଠକ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ , ଜିଲାପାଳ ଡ଼ଃ ଟୁଡୁ ଏହା ପୂର୍ବରୁ ଜିଲ୍ଲାର ଅନ୍ୟ ୩ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ସମୀକ୍ଷା ବୈଠକ କରିସାରିଛନ୍ତି । ଆଜିର ଏହି ବୈଠକରେ ମାନ୍ୟବର ମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଵିକାଶ ଏବଂ ଉଚ୍ଚ ଶିକ୍ଷା ଵିଭାଗ ତଥା ମାନ୍ୟବର ବିଧାୟକ ନୟାଗଡ଼ ଡ଼ଃ ଅରୁଣ ସାହୁ ଉପସ୍ଥିତ ଥିଲେ । କୋଭିଡର ଦ୍ୱିତୀୟ ଲହର ସାଙ୍ଘାତିକ ଭାବରେ ବ୍ୟାପି ଚାଲିଛି ଅନେକ ଲୋକଙ୍କ ଜୀବନ ବି ଗଲାଣି । ଏବେ ସହର ଠାରୁ ଗ୍ରାମ ପର୍ଯ୍ୟନ୍ତ ସବୁ ଠାରେ କରୋନା ରୋଗୀ ବାହାରିବାର ଲାଗିଛି ।

ଏହାର କାରଣ ଲୋକମାନଙ୍କ ଅସାବଧାନତା , ଖାମ ଖିଆଲ ମନୋଭାବ , ମାସ୍କ ବ୍ୟବହାର ନ କରିବା , ଆମକୁ କରୋନା ହେବ ନାହିଁ ବୋଲି ଭାବନା ତଥା ଲକ୍ଷଣ ଗୁଡିକୁ ଅତି ହାଲକା ଭାବେ ଗ୍ରହଣ କରି ରୋଗୀକୁ ଘରେ ଲୁଚାଇବା , ସଂଘରୋଧରେ ନ ରହିବା ଆଦି । ଏହାଛଡ଼ା ଗାଁ ଗାଁ ରେ ଅଷ୍ଟ ପ୍ରହରୀ , ଭୋଜି ଭାତ , ବିବାହ ଆଦି କାର୍ଯ୍ୟକ୍ରମରେ ଅତ୍ୟଧିକ ଗହଳି , ଗାଁ ଗାଁରେ ମେଳି ହୋଇ ତାସ ଖେଳ ଇତ୍ୟାଦି । ମାନ୍ୟବର ମନ୍ତ୍ରୀ ଡ଼ଃ ସାହୁ ଅତି ଦୁଃଖର ସହିତ ଏଗୁଡ଼ିକୁ ନ କରିବା ପାଇଁ ସମସ୍ତ ସରପଞ୍ଚ ମାନଙ୍କୁ ଅନୁରୋଧ କରିଛନ୍ତି । ଡ଼ଃ ସାହୁ କହିଛନ୍ତି , ଜିଲ୍ଲାର ଜିଲ୍ଲାପାଳ ଓ ପ୍ରଶାସନ ବହୁତ ଚେଷ୍ଟା ଚଳାଇଛନ୍ତି ଏହି ମହାମାରୀ ଘାତକକୁ ଅଟକାଇବା ପାଇଁ ଏବଂ ସେ ବହୁତ ଭଲ କାମ କରୁଛନ୍ତି । ଏଥିପାଇଁ ସମସ୍ତଙ୍କ ସହଯୋଗ ଦରକାର । ଲୋକ ମାନଙ୍କୁ ସଚେତନ କରିବା , ପ୍ରଶାସନକୁ ଜଣାଇବା ଆଦି କାର୍ଯ୍ୟକ୍ରମମାନ ସରପଞ୍ଚ ଦେଖିପାରିବେ ।

ବେଳେବେଳେ କିଛି ଅଭିଯୋଗ ଆସୁଛି ଯେ contantmmet ଅଂଚଳ , ହୋମ isolation ର ଲୋକ ବାହାରକୁ ଆସୁଛନ୍ତି । ଏ ସବୁକୁ ଜଣେ ସରପଞ୍ଚ ଚାହିଁଲେ ଅଟକାଇ ପାରିବେ । ଜିଲ୍ଲାପାଲ ଲୋକ ସଚେତନତା ଉପରେ ଗୁରୁତ୍ୱ ଦେବା ପାଇଁ ସମସ୍ତଙ୍କୁ କହିଛନ୍ତି । ଏହି ବୈଠକରେ ଉପସ୍ଥିତ ଦୁଇ ବିଡିଓ , ନିର୍ବାହୀ ଅଧିକାରୀ, ତହସିଲଦାର ତଥା ମେଡିକାଲ ଅଫିସରଙ୍କ ଠାରୁ କୋଭିଡର ପ୍ରତିଟି ବିଷୟ ଉପରେ ସମୀକ୍ଷା କରି କଡାକଡି ନିର୍ଦ୍ଦେଶ ଦେଇଛନ୍ତି । ସେ କହିଛନ୍ତି ପ୍ରତ୍ୟେକ ରୋଗୀଙ୍କୁ RRT ଟିମ ମାଧ୍ୟମରେ ଯୋଗାଯୋଗ କରା ଯାଉଛି , ଜିଲ୍ଲାରେ ମେଡିସିନ୍ ଗଛିତ ଅଛି । ILI ଆଉ ସାରି ଉପରେ ଗୁରୁତ୍ୱ ଦେବା ପାଇଁ ସିଡିପିଓ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଦରକାର ପଡ଼ିଲେ ଆହୁରି micro containtment କରି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ତହସିଲଦାର ମାନଙ୍କୁ କହିଛନ୍ତି। ଏହି ବୈଠକରେ ଏହି ମଣ୍ଡଳୀର ସରପଞ୍ଚ , ଜିଲ୍ଳା ପରିଷଦ ସଦସ୍ୟମାନେ ଉପସ୍ଥିତ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାଷ ଚନ୍ଦ୍ର ରାୟ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ , ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ , ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚ ଡ଼ି , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶକ୍ତି ପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରାୟ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।  (ରିପୋଟ -ରାମକୃଷ୍ଣ ରଥ, ନୟାଗଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version