• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଲୁଟ ଘଟଣାରେ ଅଇଁଠାପାଲି ପୁଲିସକୁ ୧୪ ଦିନ ପରେ ସଫଳତା ମିଳିଛି

Proprietor Abhimanyu Maharana by Proprietor Abhimanyu Maharana
May 19, 2021
in ଅପରାଧ, ଓଡ଼ିଶା, ବରଗଡ଼, ହୋମ୍
0
ଲୁଟ ଘଟଣାରେ ଅଇଁଠାପାଲି ପୁଲିସକୁ ୧୪ ଦିନ ପରେ ସଫଳତା ମିଳିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ମଇ ମଙ୍ଗଳବାର ) ସମ୍ବଲପୁର :- ସମ୍ବଲପୁରର ଘଞ୍ଚ ଜନବସତି ଅଞ୍ଚଳ ଏସଆରଆଇଟି କଲୋନୀରେ ସ୍ପଷ୍ଟ ଦିବାଲୋକରେ ବନ୍ଧୁକ ମୁନରେ ବରିଷ୍ଠ ନାଗରିକ ମାନଙ୍କୁ ଭୟଭୀତ କରି ଲୁଟ ଘଟଣାରେ ଅଇଁଠାପାଲି ପୁଲିସକୁ ୧୪ ଦିନ ପରେ ସଫଳତା ମିଳିଛି । ସମ୍ବଲପୁର ଏସଡିପିଓ ତପନ ମହାନ୍ତିଙ୍କ ସୂଚନାନୁଯାୟୀ ଗତ ୩ ତାରିଖରେ ଏସଆରଆଟି କଲୋନୀ ନିବାସୀ ଆଲୋକ କରଙ୍କ ଅଭିଯୋଗ ଅନୁଯାୟୀ ତାଙ୍କର ଅନୁପସ୍ଥିତି ସମୟରେ ଘର ମଧ୍ୟକୁ କିଛି ଅଜଣା ଲୁଟିଆ ଘରକୁ ପ୍ରବେଶ କରି ବନ୍ଧୁକ ମୁନରେ ତାଙ୍କର ପିତାମାତାଙ୍କୁ ମାଡ଼ ମାରି ନଗଦ ଟଙ୍କା ଓ ସୁନାଗହଣା ଲୁଟ କରି ନେଇଥିଲେ।

ଏହାପରେ ଅଇଁଠାପାଲି ଥାନାରେ ଆଇପିସି ଧାରା ୟୁ/ଏସ ୪୫୦/୩୯୪/୩୯୭ ଆଇପିସି ଏବଂ ୨୫/୨୭ ଆର୍ମ୍ସ ଆଇନ ଅନୁଯାୟୀ ମାମଲା ନଂ ୨୨୪/୨୦୨୧ ରୁଜୁ କରାଯାଇ ଥାନାଧିକାରୀ ଯୋଗେଶ ପଣ୍ଡାଙ୍କ ନେତୃତ୍ୱରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ଏହି ଘଟଣାର ସିସିଟିଭି ଫୁଟେଜ ରହିଥିବା ବେଳେ ଘଟଣାର ରହସ୍ୟ ଉନ୍ନମୋଚନରେ ଏହା ବିଶେଷ ସହାୟତା କରିଥିଲା। ଜିଲା ଆରକ୍ଷୀ ଅଧିକ୍ଷକ ପଣ୍ଡାଙ୍କ ନେତୃତ୍ୱରେ ଗଠିତ ସ୍ୱତନ୍ତ୍ର ଦଳ ଗୁଡିକ ଜିଲା ତଥା ଜିଲା ବାହାରେ ବିଭିନ୍ନ ସ୍ଥାନରେ ଚଢ଼ଉ କରି ସୋମବାର ମୁଖ୍ୟ ଅଭିଯୁକ୍ତ ବୁଦ୍ଧଦେବ ବିଶ୍ୱାଳ (୩୯) ଓ ଜଣେ ୧୭ ବର୍ଷିୟ ନାବାଳକକୁ ପୁଲିସ ଧରିବାରେ ସଫଳ ହୋଇଛି। ପୁଲିସ ସେମାନଙ୍କ ନିକଟରୁ ନଗଦ ୪ ହଜାର ୬ ଶହ ଟଙ୍କା, ଅଭିଯୋଗକର୍ତ୍ତା ଆଲୋକ ସୁପକାରଙ୍କ ଆଧାର କାର୍ଡ, ଗୋଟିଏ ମୋଟର ସାଇକେଲ (ଓଡି-୧୫-ଆର-୪୩୫୪) ଏବଂ କିଛି ମୋବାଇଲ ଫୋନ ଓ ସିମ କାର୍ଡ ଜବତ କରିଛି। ଲୁଟିଆ ମାନେ ବ୍ୟବହାର କରିଥିବା ମୋଟର ସାଇକେଲଟି ଗତ ମାସ ୧୫ ତାରିଖରେ ଉଲୁଣ୍ଡା ଥାନାଞ୍ଚଳରେ ଲୁଟ କରାଯାଇଥିଲା ।

ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ଜଣେ ପେଶାଦାର ଅପରାଧି ପ୍ରବୃତ୍ତିର ହୋଇଥିବା ପୁଲିସ ରେକର୍ଡରୁ ଜଣାପଡିଛି। ପ୍ରାରମ୍ଭିକ ତଦନ୍ତ ସମୟରେ ସମ୍ବଲପୁର ପୁଲିସ ବିଭିନ୍ନ ଜିଲାର ଥାନାଞ୍ଚଳ ଗୁଡିକରେ ମୁଖ୍ୟ ଅଭିଯୁକ୍ତ ଓ ତାର ସାଥି ମାନଙ୍କ ଦ୍ୱାରା କରାଯାଇଥିବା ୨୧ଟି ମାମଲା ରହିଥିବାର ଜଣାପଡିଛି। ଅଭିଯୁକ୍ତକୁ ସୋମବାର କୋର୍ଟ ଚାଲାଣ କରାଯାଇଥିବା ବେଳେ ଫେରାର ଅଭିଯୁକ୍ତ ମାନଙ୍କୁ ଧରିବାର ପ୍ରୟାସ ଜାରି ରଖିଛି ବୋଲି ସମ୍ବଲପୁର ପୁଲିସ କହିଛି।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version