• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁକ୍ତ -୨ ଶିକ୍ଷାନୁଷ୍ଠାନ ଗୁଡ଼ିକର ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
May 19, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଯୁକ୍ତ -୨ ଶିକ୍ଷାନୁଷ୍ଠାନ ଗୁଡ଼ିକର ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ମଇ ବୁଧବାର ) ଭୁବନେଶ୍ୱର :- ଯୁକ୍ତ-୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଥିବା ବେଳେ ଯୁକ୍ତ-୨ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀ କରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗୁରୁତ୍ୱାରୋପ କରିଛନ୍ତି । ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଉଚ୍ଚଶିକ୍ଷା ଅନୁଷ୍ଠାନରୁ ପୃଥକ କରିବା ପ୍ରକ୍ରିୟାର ଅଗ୍ରଗତି ସଂପର୍କରେ ସମୀକ୍ଷା ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ଇତି ମଧ୍ୟରେ କିଛି ସ୍ଥାନରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ ପୃଥକ ଭାବରେ କାର୍ଯ୍ୟ କରୁଛି । ତେବେ ଉଚ୍ଚଶିକ୍ଷା ବିଭାଗର ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ଯେଉଁମାନେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅବସ୍ଥାପିତ ହୋଇ କାର୍ଯ୍ୟକରୁଛି, ସେମାନଙ୍କୁ ପର୍ଯ୍ୟାୟ କ୍ରମେ ଉଚ୍ଚଶିକ୍ଷା ବିଭାଗକୁ ଫେରାଇ ନିଆଯିବ, ଯେପରି ଯୁକ୍ତ-୨ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ କ୍ଷେତ୍ରରେ କୌଣସି ବ୍ୟାଘାତ ସୃଷ୍ଟି ନହୁଏ । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ।

ସେହିପରି ଯେଉଁସବୁ କମ୍ପୋଜିଟ୍‌ ମହାବିଦ୍ୟାଳୟରେ ଯୁକ୍ତ-୨ ଏବଂ ଡିଗ୍ରୀ ମହାବିଦ୍ୟାଳୟ କାର୍ଯ୍ୟ କରୁଛି ଏବଂ ସେସବୁ ଶିକ୍ଷାନୁଷ୍ଠାନରେ କୋଠାବାଡ଼ି, ଜମି ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ଦୃଷ୍ଟିରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଡିଗ୍ରୀ ମହାବିଦ୍ୟାଳୟକୁ ସଂପୂର୍ଣ୍ଣ ରୂପେ ପୃଥକ କରାଯାଇପାରିବ, ସେଗୁଡ଼ିକୁ ସଂପୂର୍ଣ୍ଣ ରୂପେ ଅଲଗା କରାଯିବ । ତଦନୁଯାୟୀ ଜମିଜମା କାଗଜପତ୍ର ମଧ୍ୟ ପରିବର୍ତ୍ତନ କରାଯିବ । କୋଠାବାଡ଼ି ଓ ଅନ୍ୟାନ୍ୟ ଭିତ୍ତିଭୂମି ସଂପୂର୍ଣ୍ଣ ପୃଥକ ହୋଇଗଲେ ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଏବଂ ଡିଗ୍ରୀ ମହାବିଦ୍ୟାଳୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ହେବ । ଯୁକ୍ତ-୨ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକଙ୍କ ପଦବୀ ପୂରଣ ଓ ଅନ୍ୟାନ୍ୟ ଭିତ୍ତିିଭୂମି ନିର୍ମାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଅର୍ଥବିଭାଗ ସହିତ ଖୁବ୍‌ଶୀଘ୍ର ଏକ ମିଳିତ ବୈଠକ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version