• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆୱାର୍ଡ – ଅଜିତ ଦାସଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର

Proprietor Abhimanyu Maharana by Proprietor Abhimanyu Maharana
March 8, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର ଆୱାର୍ଡ – ଅଜିତ ଦାସଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 2020 :- ଆସନ୍ତା ମାର୍ଚ୍ଚ ୧୫ରେ ଅନୁଷ୍ଠିତ ହେବ ୧୦ମ ରୁଚି ଓଡ଼ିଶା ଫିଲ୍ମ ଫେୟାର ଆୱାର୍ଡ୍ସ । ଜନତା ମଇଦାନ ଠାରେ ଆୟୋଜିତ ହେବ ଓଲିଉଡର ଏହି ସର୍ବବୃହତ ଓ ଲୋକପ୍ରିୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ । ଓଡ଼ିଶାର ଅଗ୍ରଣୀ ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ହ୍‌ୱାଇଟ୍ କାନ୍ଭାସ୍ ଓ ଓଡ଼ିଶା ଫିଲ୍ମ ଫେୟାର(ଓଫା) ଫାଉଣ୍ଡେସନ୍ ଆନୁକୁଲ୍ୟ ରେ ପ୍ରତିଷ୍ଠିତ ମସଲା ଉଦ୍ୟୋଗ ରୁଚି ସହଯୋଗରେ ଏହି ଉତ୍ସବ ଆୟୋଜିତ ହେଉଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏହି ଅବସରରେ ଚଳିତ ବର୍ଷ ସମ୍ମାନ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଖ୍ୟାତ ଅଭିନେତା ଅଜିତ ଦାସଙ୍କୁ ପ୍ରଦାନ କରାଯିବ । ପୁରସ୍କାର ସ୍ଵରୂପ ତାଙ୍କୁ ୨୫ହଜାର ଟଙ୍କା, ମାନପତ୍ର ଓ ଟ୍ରଫି ପ୍ରଦାନ କରାଯିବ । ଏହା ବ୍ୟତୀତ ବିଭିନ୍ନ ବର୍ଗରେ ୨୬ଟି ପୁରସ୍କାର ପ୍ରଦାନ କରାଯିବ ।

ଚଳିତ ବର୍ଷ ଶ୍ରେଷ୍ଠ ସ୍ପଟ୍ ବୟ ପୁରସ୍କାର ମଧ୍ୟ ଦିଆଯିବ । ପୁରସ୍କାର ସ୍ୱରୂପ ୧୦ହଜାର ଟଙ୍କା, ମାନପତ୍ର, ଟ୍ରଫି ପ୍ରଦାନ କରାଯିବ । “ଓଫା’ର ମିଡିଆ ସଂଯୋଜକ ସ୍ୱର୍ଗତ ରବି ସ୍ୱାଇଁଙ୍କ ସ୍ମୃତିରେ ରବି ସ୍ୱାଇଁ ସ୍ମାରକୀ ଶ୍ରେଷ୍ଠ ସାମ୍ବାଦିକ ପୁରସ୍କାର ପ୍ରଦାନ କରାଯିବ । ଏହି ପୁରସ୍କାର ଉତ୍ସବରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ଓ ଜୁନିୟର ବିଗ୍ବି ଅମିତାଭ ବଚ୍ଚନ ଭାବେ ପରିଚିତ ମୁମ୍ବାଇ ପୁନେର ଶଶିକାନ୍ତ ପେଡୱାଲ । ମଞ୍ଚରେ ଦର୍ଶକଙ୍କ ନିମନ୍ତେ ଓଲିଉଡ କଳାକାର ଓ ବିଭିନ୍ନ ପ୍ରତିଷ୍ଠିତ ନୃତ୍ୟାନୁଷ୍ଠାନ, ହାସ୍ୟାଭିନେତାଙ୍କ ଦ୍ୱାରା ସାଂସ୍କୃତିକ ତଥା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ । ଉପସ୍ଥିତ ଦର୍ଶକମାନେ ଜୁନିୟର ବିଗ୍ ବିଙ୍କ ସହ କୁଇଜ୍ କାର୍ଯ୍ୟକ୍ରମରେ ସାମିଲ ହୋଇ ଯଥାକ୍ରମେ ୨୦ହଜାର, ୧୫ହଜାର ଏବଂ ୧୦ହଜାର ଟଙ୍କାର ନଗଦ ଅର୍ଥରାଶି ଜିତି ପାରିବେ । ସାମ୍ବାଦିକ ସମ୍ମିଳନୀ ପ୍ରାରମ୍ଭରେ ସ୍ୱର୍ଗତ ରବି ସ୍ୱାଇଁଙ୍କ ସ୍ମୃତିରେ ୧ମିନିଟ୍ ନୀରବ ପ୍ରାର୍ଥନା କରା ଯାଇଥିଲା ।

ଶେଷରେ “ଓଫା’ର ୱେବ୍ସାଇଟ୍କୁ ଏହାର ବ୍ରାଣ୍ଡ୍ ଆମ୍ବାସଡର ଅଭିନେତା ଶୁଭାଶିଷ ଶର୍ମା (ମଣ୍ଟୁ) ଉନ୍ମୋଚନ କରିଥିଲେ । ଅଭିନେତା ଗୁଡ୍ଡୁ ଏବଂ ନଟିଆ (ସ୍ମୃତି) ଉପସ୍ଥିତ ଥିଲେ । ସାମ୍ବାଦିକ ସମ୍ମିଳନୀରେ “ଓଫା’ ପ୍ରତିଷ୍ଠାତା ଓ ଅଧ୍ୟକ୍ଷ ଉଲ୍ଲାସ ଚନ୍ଦ୍ର ବେହେରା, ଉପାଧ୍ୟାକ୍ଷ ସ୍ମୃତିଶକ୍ତି ସାମନ୍ତରାୟ,ଆବାହକ ଡ. ମନୋଜ କୁମାର ଦାଶ, ମୁଖ୍ୟ ଉପଦେଷ୍ଟା ବାପୁ ଲେଙ୍କା, ନିର୍ଦ୍ଦେଶକ ଚିଣ୍ଟୁ ମିଶ୍ର, ରୁଚି ମସଲାର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ, ରୁଚିର ନିର୍ଦ୍ଦେଶକ ଅରବିନ୍ଦ ସାହୁ, “ଓଫା’ର ନିର୍ଦ୍ଦେଶକ ସୌମ୍ୟଜିତ ପରିଡ଼ା, ଅମୃତରଞ୍ଜନ ଦାଶ, ଜ୍ଞାନରଞ୍ଜନ ରାୟ, ଉପଦେଷ୍ଟା ପ୍ରଶାନ୍ତ ମହାନ୍ତି, ଅଜୟ ନାୟକ, ଉତ୍କଳ କେଶରୀ ସିଂହ, ପ୍ରଦୀପ ସାହୁ, ସୌମ୍ୟନ୍ଦ୍ର ନାୟକ, ଶୁଭେନ୍ଦୁ ଦାଶ ଓ ମିଡିଆ ସଂଯୋଜକ ହରପ୍ରସାଦ ମହାପାତ୍ର ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version