• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମ୍ବାଦିକ ମାନଙ୍କୁ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ : ଓଡ଼ିଶା ସାମ୍ବାଦିକ ସଂଗଠନ ଓଜା ପକ୍ଷରୁ – ପୁରୀ ଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର

Proprietor Abhimanyu Maharana by Proprietor Abhimanyu Maharana
May 21, 2021
in ଓଡ଼ିଶା, ପୁରୀ, ହୋମ୍
0
ସାମ୍ବାଦିକ ମାନଙ୍କୁ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ : ଓଡ଼ିଶା ସାମ୍ବାଦିକ ସଂଗଠନ ଓଜା ପକ୍ଷରୁ – ପୁରୀ ଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ମଇ ଶୁକ୍ରବାର ) ପୁରୀ :- ଓଡ଼ିଶାର ଅଗ୍ରଣି ସ୍ବେଚ୍ଛାସେବୀ ଅନୁଷ୍ଠାନ ଓଡିଶା ସାମ୍ବାଦିକ ସଂଗଠନ ଓଜା ପକ୍ଷରୁ କୋଭିଡ 19 ବର୍ତ୍ତମାନ କରୋନାର ୨ୟ ଲହର ଚାଲିଥିବା ବେଳେ ଏଭଳି ମହାମାରୀକୁ ଭ୍ରୁକ୍ଷେପ ନକରି ନିଜ ଜୀବନକୁ ବାଜି ଲଗାଇ ସାମ୍ବାଦିକ ଭାଇ ମାନେ ଖବର ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଲୋକଙ୍କ ପାଖରେ ପହଂଚାଇଛନ୍ତି । ଏହିଭଳି କାର୍ଯ୍ୟରତ ସାମ୍ବାଦିକ ମାନେ ଲକଡାଉନ ସମୟରେ ଜୀବନ ଜୀବିକା ଉପରେ ଘୋର ପ୍ରଭାବ ପଡିଥିବାରୁ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡିଛି । ଏଭଳି ସମୟରେ ରାଜ୍ୟ ସରକାର ସହାୟତାର ରାଶି ପ୍ରଦାନ କଲେ ବିଶେଷ ଉପକୃତ ହୋଇପାରନ୍ତେ ସାମ୍ବାଦିକ ଗଣ ।

ବ୍ଲକ ଠାରୁ ଜିଲ୍ଲା ପର୍ଯ୍ୟନ୍ତ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ସହାୟତା ରାଶି ପ୍ରଦାନ କରିବା ପାଇଁ ପୁରୀର ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ମହୋଦୟଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ଓଜା ସଂଗଠନ ପୁରୀ ପକ୍ଷରୁ ପ୍ରଦାନ କରାଯାଇଛି । ଉଲ୍ଲେଖ ଥାଉ କି ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର କାର୍ଯ୍ୟରତ ସାମ୍ବାଦିକ ଓ ବୀମାଭୁକ୍ତ ସାମ୍ବାଦିକ ମାନଙ୍କୁ କରୋନା ଯୋଧ୍ୟା ଭାବେ ଘୋଷଣା କରିଥିବାରୁ ଓଜା ସଂଗଠନ ପକ୍ଷରୁ ସ୍ୱାଗତ କରିବା ସହ ବର୍ତ୍ତମାନ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଓଡ଼ିଶା ସାମ୍ବାଦିକ ସଂଗଠନ ପକ୍ଷରୁ ନିବେଦନ କରାଯାଇଛି ।

ଏଥିରେ ସକାଳସାଥୀ ଦୈନିକ ଖବର କାଗଜର ମୁଖ୍ୟ ବ୍ୟୁରୋ ତଥା ଓଡ଼ିଶା ସାମ୍ବାଦିକ ସଙ୍ଗଠନର ପୁରୀ ସଭାପତି ସମାଜସେବୀ ଶ୍ରୀ ଲାଲା ଅନନ୍ତ କୁମାର ସିଂହ,ଉପଦେଷ୍ଟା ନାରାୟଣ ଚନ୍ଦ୍ର ସିହ୍ନା,ସମ୍ପାଦକ ବିକ୍ରମ ବେହେରା,ଅନ୍ୟ ସାମ୍ବାଦିକ ସଙ୍ଗଠନର ସଦସ୍ୟ ମାନେ ତଥା ବାପି ଜେନା, ଶୁଭାଶିଷ ପଣ୍ଡା,ସ୍ୱାଗତିକା ବେହେରା, ଜି ବାପି,ରଶ୍ମିତା ଗୁରୁ,ଯଯାତି କେଶରୀ ନାୟକ, ରତ୍ନାକର ସେଠି,ମଧୁସୂଦନ ପାତ୍ର,ରଞ୍ଜନ କୁମାର ସାହୁ,ପ୍ରମୂଖ ଉପସ୍ଥିତ ଥିଲେ । (ଲାଲା ଅନନ୍ତ କୁମାର ସିଂହ,ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version