• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଗପହଣ୍ଡି ପୋଲିସ ପକ୍ଷରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ : କାର , ୫ ବାଇକ ସମେତ ୧୦ ଜଣ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
May 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଦିଗପହଣ୍ଡି ପୋଲିସ ପକ୍ଷରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ : କାର , ୫ ବାଇକ ସମେତ ୧୦ ଜଣ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ମଇ ଶୁକ୍ରବାର ) ଦିଗପହଣ୍ଡି :- ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁଁ ବର୍ତ୍ତମାନ କରୋନା ଲକଡାଉନ ଓ ସଟଡାଉନ ସମୟରେ ମଦବେପାରୀ ମାନେ ପ୍ରଚୁର ଅର୍ଥ ପାଇବା ଉଦ୍ଦେଶ୍ୟରେ ବେଧଡକ ଭାବେ ରାତାରାତି ଚୋରାଚାଲାଣ କରୁଛନ୍ତି ମଦ କାରବାର । ବର୍ତ୍ତମାନ ମଦ ବ୍ୟବସାୟୀମାନେ ଚୋରାରେ ମଦ ଆଣି ନିଜ ଦୋକାନରେ ମହଜୁଦ ରଖି ଚଢା ଦରରେ ବିକ୍ରୀ କରୁଥିବା ବେଳେ ନକଲୀ ବିଦେଶୀ ମଦ ବ୍ୟବସାୟୀମାନେ ଲକଡାଉନର ସୁଯୋଗ ନେଇ ଖୁଚୁରା ବ୍ୟବସାୟୀଙ୍କୁ ବିକ୍ରି କରି ସେମାନଙ୍କ ବ୍ୟବସାୟକୁ ଦ୍ଵିଗୁଣିତ କରୁଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ଗୁରୁବାର ବିଳମ୍ବିତ ରାତିରେ ଦିଗପହଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରିବା ସହ ଦିଗପହଣ୍ଡି – ଘୋଡାହଡ ରାସ୍ତାରୁ ମଦ ଭାଗ ବାଣ୍ଟୁଥିବା ବେଳେ ଅତର୍କିତ ଚଢ଼ାଉ କରି ସେମାନଙ୍କ ନିକଟରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିବା ସହ ଗୋଟିଏ କାର (ଓଆର ୦୭ ଏମ୍ ୪୨୦୦) , ୫ ଟି ବାଇକ ସମେତ ୧୦ ଜଣକୁ ଗିରଫ କରିଥିବା ଜଣାପଡ଼ିଛି । ଗିରଫ ମାନଙ୍କ ମଧ୍ୟରେ ଦିଗପହଣ୍ଡି ବ୍ଲକ କେ . ନୂଆଗାଁ ଥାନା

ଅଧିନସ୍ଥ ଗୈାଡଗାଁ ଗ୍ରାମର ବବୁଲ୍ ସାହୁ , ଚନ୍ଦନ ସେଠୀ , ମନୋରଞ୍ଜନ ସାହୁ , ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଡାମାରୀ ଗ୍ରାମର ବୁଲୁ ସାହୁ ଓ ଚାକୁଣ୍ଡାପଲ୍ଲୀ ଗ୍ରାମର ରବିନ୍ଦ୍ର ସାହୁ , ଦିଗପହଣ୍ଡି ଥାନା ଭୀଷ୍ମଗିରୀ ଗ୍ରାମର ଟୁନା ମହାନ୍ତି ଓ ଜିତୁ ମହାନ୍ତି , ମଦନମୋହନପୁର ଗ୍ରାମର ସୁରେନ୍ଦ୍ର ବେହେରା , ଜଗନ୍ନାଥପୁର ଗ୍ରାମର ରାମଚନ୍ଦ୍ର ଚୌଧୁରୀ ଏବଂ ବୁରିପଦର ଗ୍ରାମର ନରେନ୍ଦ୍ର ସାହୁ ବୋଲି ସୂଚନା ମିଳିପାରିଛି । ଖବରନୁଯାୟୀ , ଗୁରୁବାର ବିଳମ୍ବିତ ରାତି ସାଢ଼େ ୩ ଘଣ୍ଟା ସମୟରେ ଏହି ମଦବେପାରୀ ମାନେ ମିଳିତଭାବେ ଏକ ବଡ଼ ଧରଣର ମଦ କାଉଣ୍ଟରରୁ ୧୭ କାଟୁନ ଅର୍ଥାତ୍ ୧୪୯ ଲିଟର ବିଦେଶୀ ମଦକୁ ବେଆଇନ ଭାବେ ଏକ କାର ଓ ୫ ଟି ବାଇକ ସାହାଯ୍ୟରେ ଆଣି ଘୋଡାହଡ – କଇଠଖଣ୍ଡି ମଝି ରାସ୍ତା ପାର୍ଶ୍ବରେ ବସି ମଦକୁ ଭାଗ ବଣ୍ଟନ କରୁଥିଲେ । ଏହି ସମୟରେ ଦିଗପହଣ୍ଡି ପୋଲିସ ବିଶେଷ ସୁତ୍ରରୁ ଖବରପାଇ ଥାନା ଅଧିକାରୀ ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀ ଉକ୍ତ ସ୍ଥାନରେ ଅତର୍କିତ ଚଢ଼ାଉ କରିଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ମଦକୁ ଜବତ କରିବା ସହ ବ୍ୟବହୃତ ଗାଡ଼ିକୁ ଜବତ କରିଥିଲେ । ଏନେଇ ଦିଗପହଣ୍ଡି ଥାନା ମାମଲା ୧୧୯/୨୧ ଅନୁସାରେ ମକଦ୍ଦମା ରୁଜୁ କରି ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କର ଶୁକ୍ରବାର ଦିନ କୋର୍ଟ ଚାଲାଣ କରାଯାଇଥିଲା । ତେବେ ସେଠାରେ ଜାମିନ ଆବେଦନ ଖାରଜ ହେବାରୁ ଅପରାହ୍ନରେ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଥିବା ଥାନା ଅଧିକାରୀ ଶ୍ରୀ ସେଠୀ ସୂଚନା ଦେଇଛନ୍ତି ।  ( ରିପୋର୍ଟ ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version