• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଖରୀ ରେ ବୁଡି ୨ଜଣଙ୍କର ଗଲା ଜୀବନ

Proprietor Abhimanyu Maharana by Proprietor Abhimanyu Maharana
May 23, 2021
in ଓଡ଼ିଶା, କଟକ, ହୋମ୍
0
ପୋଖରୀ ରେ ବୁଡି ୨ଜଣଙ୍କର ଗଲା ଜୀବନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ମଇ , ଶନିବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡ ରେ ପୋଖରୀରେ ବୁଡି ୨ଜଣଙ୍କ ଜୀବନ ଅକାଳରେ ଚାଲିଗଲା । ଆଜି ସକାଳୁ ଡମପଡ଼ା ବ୍ଲକ ତାଳବସ୍ତ ଗ୍ରାମ ବ୍ରାହ୍ମଣ ସାହିର ତପନ ବେହେରାର (୩୦) ବର୍ଷ ଙ୍କର ନିଜ ଗ୍ରାମ ପୋଖରୀରେ ଶବ ଭାସୁଥିବା ଦେଖାଯାଇଥିଲା । ଗ୍ରାମର ଲୋକମାନେ ଏହା ଦେଖି ଭୁବନେଶ୍ୱରରେ ରହୁଥିବା ତାଙ୍କ ବାପା ଓ ପରିବାର ଲୋକ ଏବଂ ତାଳବସ୍ତ ଫାଣ୍ଡିକୁ ଖବର ଦେଇଥିଲେ ।ତାଳବସ୍ତ ଫାଣ୍ଡି ଅଧିକାରୀ ତପନ କୁ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ ।

ଡାକ୍ତର ତପନ କୁ ମୃତ ଘୋଷଣା କରି ତାଙ୍କର ଶବ ବ୍ୟବଚ୍ଛେଦ କରାଯାଇଥିଲା । ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମୋକଦ୍ଦମା ୬/୨୧ରୁଜୁ କରାଯାଇଛି । ସେହିପରି ଆଜି ଦିନ ୧୦ଟା ବେଳେ ଡମପଡ଼ା ବ୍ଲକ ତୁଳସୀପୁର ମଠ ସାହିର ମାନଗୋବିନ୍ଦ ପ୍ରଧାନଙ୍କ ୩ବର୍ଷର ଝିଅ ଚିନ୍ମୟ ପ୍ରଧାନ ନିଜ ବୋଉ ରଞ୍ଜିତା ପ୍ରଧାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିଲା । ସେଠାରେ ତା ରଞ୍ଜିତା ଲୁଗା ସଫା କରୁଥିବା ସମୟରେ ଝିଅ ଚିନ୍ମୟୀ ସାଙ୍ଗମାନଙ୍କ ସହ ପାଣିରେ ଖେଳୁଥିଲା ।

ଅଚାନକ ଗୋଡ ଖସିଯିବାରୁ ଚିନ୍ମୟୀ ବୁଡି ମୃତ୍ୟୁ ବରଣ କରିଥିଲା । ଚିନ୍ମୟୀର ମାଆ ପାଟି କରିବାରୁ ଗ୍ରାମ ଲୋକମାନେ ସେଠାରେ ପହଞ୍ଚି ଝିଅକୁ ଉଦ୍ଧାର କରି ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବାଙ୍କୀ ପୋଲିସ ଏକ ଅପମୃତ ମୋକଦ୍ଦମା ୭/୨୧ରୁଜୁ କରିଛି।ବାଙ୍କୀ ପାଇଁ ଆଜି କାଳ ଶନିବାର ଥିଲା ବୋଲି ବହୁ ବୁଦ୍ଧି ଜୀବୀ ପ୍ରକାଶ କରିଛନ୍ତି।  (ରିପୋର୍ଟ ଗୌତମ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version