• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମହିଳାମାନଙ୍କ ସଫଳତା ଓ ଆତ୍ମବିଶ୍ୱାସ ସମସ୍ତଙ୍କୁ ସମ୍ମୋହିତ କରିଛି

Proprietor Abhimanyu Maharana by Proprietor Abhimanyu Maharana
March 8, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମହିଳାମାନଙ୍କ ସଫଳତା ଓ ଆତ୍ମବିଶ୍ୱାସ ସମସ୍ତଙ୍କୁ ସମ୍ମୋହିତ କରିଛି
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଲୋକସେବା ଭବନ ତା-8.3.2020 :- ଭୁବନେଶ୍ୱର, ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମହିଳା ସଶକ୍ତିକରଣ ଓ ବିକାଶ କ୍ଷେତ୍ରରେ ଓଡ଼ି଼ିଶା ଆଗୁଆ ରହିଥିବାରୁ ଖୁସି ପ୍ରକାଶ କରିଛନ୍ତି । ମହିଳାମାନଙ୍କ ସଫଳତା ଓ ଆତ୍ମବିଶ୍ୱାସ ସମସ୍ତଙ୍କୁ ସମ୍ମୋହିତ କରିଛି ଏବଂ ମହିଳା ସଶକ୍ତିକରଣ ପାଇଁ ଓଡିଶା ସରକାର ସବୁବେଳେ ତତ୍ପର ଥିବା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୦ଲକ୍ଷ ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସବଳ କରିବା ପାଇଁ ସରକାର କାମ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମହିଳାଙ୍କୁ ସମ୍ମାନିତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୁଁ ବହୁତ ଖୁସି ଯେ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ । ବିକାଶର ସବୁ କ୍ଷେତ୍ରରେ ଆମର ମା’ ମାନେ ଆଜି ଆଗରେ । ଆମ ମା’ ମାନଙ୍କର ସଂଗ୍ରାମ, ଆତ୍ମ ବିଶ୍ୱାସ ଓ ସଫଳତା ଆମ ସମସଙ୍କୁ ଅନ୍ରୁାଣିତ କରିଛି । ୭୦ ଲକ୍ଷ ମା’ ମାନଙ୍କୁ ନେଇ ମିଶନ ଶକ୍ତି, ମମତା କାର୍ଯ୍ୟକ୍ରମ ଓ ପଞ୍ଚାୟତିରାଜରେ ୫୦% ସଂରକ୍ଷଣ, ଆଜି ମା’ ମାନଙ୍କ ସାମାଜିକ ଅର୍ଥନୈତିକ ସଶକ୍ତିକରଣ କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ ହୋଇଛି । କ୍ରୀଡ଼ାଠାରୁ ଆରମ୍ଭ କରି ଏଣ୍ଟରପ୍ରେନରସି୍ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ମା’ ମାନଙ୍କର ସଫଳତା ବେଶ୍ ଉତ୍ସାହଜନକ ।

ରାଜ୍ୟ ସରକାର ସବୁବେଳେ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି । ଚଳିତ ବର୍ଷ ର୍ବେ ଆମେ ସ୍ୱତନ୍ତ୍ର ନ୍ୟୁଟ୍ରିସନ୍ ବଜେଟ୍ ଆଣିଛୁ । ମା’ ଓ ଶିଶୁଙ୍କ ନ୍ୟୁଟ୍ରିସନ୍ ଉପରେ ଏହା ଫୋକସ କରିବ । ଓଡ଼ିଶା ମହିଳା ସଶକ୍ତୀକରଣ କ୍ଷେତ୍ରରେ ଦେଶରେ ଏକ ଆଗୁଆ ରାଜ୍ୟ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଦୂତି ଚାନ୍ଦ, ପ୍ରତିଭା ରାୟ, ନନ୍ଦିତା ଦାସ ଖାଲି ଦେଶ ନୁହେଁ ବିଶ୍ୱରେ ଓଡ଼ିଶାର ନାଁକୁ ଗୌରବାନ୍ୱିତ କରିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ଏମାନେ ସାରା ଦେଶର ମହିଳାମାନଙ୍କ ପାଇଁ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମା’ ମାନଙ୍କ ଅଧିକାର, ମା ମାନଙ୍କ ହକ୍ ଓ ମା ମାନଙ୍କ କଲ୍ୟାଣ ପାଇଁ ମୋ ସରକାର ଦୃଢତାର ସହ କାମ କରୁଛି ଓ କରିଚାଲିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଭାବେ ମିଶନ ଶକ୍ତି ବିଭାଗ ଗଠନ ହେବ । ଦେଶର ପ୍ରଥମ ରାଜ୍ୟ ଭାବେ ମହିଳାଙ୍କ ପାଇଁ ଏକ ସ୍ୱତନ୍ତ୍ର ବିଭାଗ ଗଠନ ହେବ । ଏହି ବିଭାଗ ମହିଳାଙ୍କ ବିକାଶ ପାଇଁ କାର୍ଯ୍ୟ କରିବ । ରାଜ୍ୟର ୭୦ ଲକ୍ଷ ମହିଳା ମିଶନ ଶକ୍ତି ଓ ମମତା ଯୋଜନାରେ ଉପକୃତ ହେଉଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ଘୋଷଣାକ୍ରମେ ମୁଖ୍ୟମନ୍ତ୍ରୀ ଆଜି ଅପହଞ୍ଚ ଇଲାକାରେ ପୁଷ୍ଟିସାଧନର ରୂାନ୍ତରଣ ଓ ପ୍ରଗତି ପାଇଁ ‘ସୋପାନ’ ନାମକ ଏକ ନୂତନ ଷ୍ଟ୍ରାଟେଜି ଘୋଷଣା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version