No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି।ଯାହାକି ମାଇଛେଳି ପଞ୍ଚାୟତ କାଣି ଗିରି ଗ୍ରାମ ରେ ୭ ଜଣ କରୋନା ସଂକ୍ରମଣ ଚିହ୍ନଟ ହେବା ପରେ ଜନସାଧାରଣ ଙ୍କୁ କରୋନା ସଂକ୍ରମଣ ରୁ ସୁରକ୍ଷିତ ରଖିବା ପାଇଁ ନୂଆଗାଁ ତହସିଲଦାର ପ୍ରଳୟ ନନ୍ଦ ଶତପଥୀ କାଣି ଗିରି ଗ୍ରାମ ଙ୍କୁ କଣ୍ଟେଣ୍ଟ ମେଣ୍ଟ ଜୋନ୍ ଘୋଷଣା କରିଛନ୍ତି । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
No Result
View All Result