• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲକ୍ଷ୍ମୀନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ୨୦୦ଜଣଙ୍କୁ ପ୍ରଥମ ପର୍ଯ୍ୟାୟ ଟିକା ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
May 24, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଲକ୍ଷ୍ମୀନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ୨୦୦ଜଣଙ୍କୁ ପ୍ରଥମ ପର୍ଯ୍ୟାୟ ଟିକା ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) କୋରାଇ :- ଲକ୍ଷ୍ମୀନଗର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ୨ଦିନ ମଧ୍ୟରେ ୨୦୦ଜଣ ୪୫ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକଙ୍କୁ ଟିକା ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଶୁଭଲକ୍ଷ୍ମୀ ମିଶ୍ର(ଆୟୁଷ)ଙ୍କ ତତ୍ୱାବଧନାରେ ଶନିବାର ୧୦୦ଜଣଙ୍କୁ ଟିକା ପ୍ରଦାନ କରାଯାଇଥିଲା ବେଳେ ଆଜି (ସୋମବାର)୧୦୦ ଜଣ ୪୫ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠନାଗରିକଙ୍କୁ ପ୍ରଥମ ପର୍ଯ୍ୟାୟ ଟିକା ଦିଆଯାଇଛି ।

ବହୁ ଲୋକ ଟିକାନେବା ଲାଗି ଆସିଥିଲେହେଁ ଧାଡିରେ ରହିଥିବା ଲୋକଙ୍କୁ କ୍ରମଅନୁସାରେ ସୁଚାରୁରୂପେ ଟିକା ଦିଆଯାଇଛି । ଅନୁଷ୍ଠିତ ଏହି ଟିକାଦାନ କାର୍ଯ୍ୟକ୍ରମକୁ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ମିଶ୍ରଙ୍କ ସମେତ ଜ୍ୟୋସ୍ନାମୟୀ ସାହୁ, ମୀନତି ସାହୁ, ଜୟନ୍ତୀ ଜେନା, ଜାନକୀ ସାମଲ ପ୍ରମୁଖ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।  ( ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version