• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମିଶନଶକ୍ତିକୁ ନୂଆ ଦିଶା ଦେଇଛନ୍ତି, ୭ଲକ୍ଷରୁ ୭୦ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠି : କେନ୍ଦ୍ରାପଡାର ଝିଅ ସୁଜାତା

Proprietor Abhimanyu Maharana by Proprietor Abhimanyu Maharana
March 9, 2020
in Uncategorized, ଓଡ଼ିଶା, ହୋମ୍
0
ମିଶନଶକ୍ତିକୁ ନୂଆ ଦିଶା ଦେଇଛନ୍ତି, ୭ଲକ୍ଷରୁ ୭୦ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠି : କେନ୍ଦ୍ରାପଡାର ଝିଅ ସୁଜାତା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର ତା-9.3.2020 :- କେନ୍ଦ୍ରାପଡାର ଝିଅ ସୁଜାତା ମିଶନଶକ୍ତିଙ୍କୁ ଯେଉଁ ଶକ୍ତି ଦେଇଛନ୍ତି ତାହା ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ କରିଥିବାବେଳେ ମୁଖ୍ୟମନ୍ତ୍ରୀ ଆଜି ମିଶନଶକ୍ତିକୁ ବିଭାଗ କରାଯିବା ନେଇ ଘୋଷଣା କରିଛନ୍ତି । ଜଣେ ଓଡିଆ ଝିଅର ଏଭଳି ସଫଳତା ପାଇଁ ଓଡିଶାର ନାରୀ ସମାଜ ଆଜି ଗର୍ବିତ । ରାଜ୍ୟର ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବାପାଇଁ ୨୦୦୧ ମସିହା ମାର୍ଚ୍ଚ ୮ ତାରିଖରେ ଗଠନ ହୋଇଥିଲା ମିଶନ ଶକ୍ତି । ଏହି ମିଶନ ଶକ୍ତି ହିଁ ମହିଳାଙ୍କୁ ଯୋଗାଇଥିଲା ଅପୂର୍ବ ଶକ୍ତି । ଯେବେଠାରୁ ସୁଜାତା ଏହାର ଦାୟିତ୍ୱରେ ରହିଲେ ସେବେଠାରୁ ରାଜ୍ୟର ମହିଳାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ନୂଆ ଉନ୍ମାଦନା । ଇତିମଧ୍ୟରେ ୭ଲକ୍ଷ ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗଠନ ହୋଇଛି । ୭୦ଲକ୍ଷ ମହିଳା ଏଥିରେ ଯୋଡିହୋଇ ଯାଇଛନ୍ତି । ସବୁଠାରୁ ବଡ କଥା ହେଲା ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବାପାଇଁ ରାଜ୍ୟ ସରକାର ମୂଳଧନ ଯୋଗାଇବା ସହିତ ବିନା ସୁଧରେ ଋଣ ଯୋଗାଇ ଦେଇଛନ୍ତି ।

ଏଥିଯୋଗୁଁ ରାଜ୍ୟରେ ଅଧିକରୁ ଅଧିକ ମହିଳା ଏହି ଆନ୍ଦୋଳରେ ସାମିଲ ହୋଇଛନ୍ତି । ସୁଜାତା ରାଉତ (କାର୍ତ୍ତିକେୟନ) ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କ ସହଧର୍ମିଣୀ । ହେଲେ ଅନେକ ହୁଏତ ଏହା ଜାଣିନଥିବେ । କାରଣ ଗଣମାଧ୍ୟମର ଚର୍ଚ୍ଚାରୁ ସର୍ବଦା ନିଜକୁ ଦୂରେଇ ରଖୁଥିବା ସୁଜାତା ନିଜ ଢଙ୍ଗରେ କାର‌୍ୟ୍ୟ କରିଥାନ୍ତି । ଚୁପ୍ଚାପ ଯୋଜନାକୁ ସଫଳ ରୂପ ଦେଇଥାନ୍ତି । ତେଣୁ ତାଙ୍କରି ଉପରେ ଭରସା କରି ମୁଖ୍ୟମନ୍ତ୍ରୀ ଧରାଇଛନ୍ତି ମିଶନ ଶକ୍ତିର ମଙ୍ଗ । ସୁଜାତା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ମନକୁ ବୁଝି ମିଶନ ଶକ୍ତିକୁ ଆଜି ଏକ ନୂଆ ଦିଶା ଦେଇଛନ୍ତି । ମିଶନ ଶକ୍ତି ଆଉ ଏବେ ରାଜ୍ୟ ଭିତରେ ସୀମିତ ନୁହେଁ । ମିଶନ ଶକ୍ତି ମହିଳାଙ୍କ ଉତ୍ପାଦିତ ସାମଗ୍ରୀ ଦେଶ ବିଦେଶରେ ପହଞ୍ଚିଛି । ଦେଶର ବିଭିନ୍ନ ସ୍ଥାନରେ ମିଶନ ଶକ୍ତି ତାହାର ଉପସ୍ଥିତି ଜାହିର କରିବା ସହିତ ଜାପାନ ଜର୍ମାନ ଭଳି ଦେଶରେ ବି ନିଜର ପାଦ ଥାପିଛି । ମୁଖ୍ୟମନ୍ତ୍ରୀ ଏହାକୁ ଏକ ବିଭାଗ ଭାବେ ଘୋଷଣା କରିବାପରେ ସୁଜାତାଙ୍କ ନିଷ୍ଠା, ପରିଶ୍ରମ ଓ ଏକାଗ୍ରତା ଯେ ସଫଳ ହୋଇଛି ତାହାକୁ ଅନେକ ବରିଷ୍ଠ ଓ କନିଷ୍ଠ ଅଫିସର ସ୍ୱୀକାର କରିବାରେ ଲାଗିଛନ୍ତି । ରାଜ୍ୟ ଅର୍ଥନୀତିକୁ ନୂଆ ଦିଗ୍ଦର୍ଶନ ଦେଇଥିବା ମିଶନଶକ୍ତିକୁ ସୁଜାତା ଯେ ଆଗାମୀ ଦିନରେ ଢେର ଆଗକୁ ନେବେ ତାହା ଏବେ ସମସ୍ତଙ୍କ କାମନା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version