• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଉପଖଣ୍ଡରେ ୪୧୬ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ସେଥିମଧ୍ୟରୁ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ,୬୦୦ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ

Proprietor Abhimanyu Maharana by Proprietor Abhimanyu Maharana
May 25, 2021
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ଉପଖଣ୍ଡରେ ୪୧୬ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ସେଥିମଧ୍ୟରୁ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ,୬୦୦ ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ମଇ ସୋମବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ସ୍ୱାବ ସଂଗ୍ରହ ଶିବିର ଏବଂ ଉପଖଣ୍ଡ ଚିକିତ୍ସାଲୟ ରେ୪୧୬ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଉପଖଣ୍ଡରେ ୬୦୦ଜଣଙ୍କୁ କରୋନା ପ୍ରତିଷେଧକ ଟୀକା କରଣ କରାଯାଇଥିଲା ।ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୩୬ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୫ ଜଣ ଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୮ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୬୦ ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୨୦ ଜଣ ଙ୍କ ରିପୋର୍ଟ ପଜେଟିଭ ଚିହ୍ନଟ ହୋଇଛନ୍ତି ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୨୯ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ୯ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୧୧୪ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଆଜି ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଠାରେ ସ୍ୱାବ ପାଣିଗ୍ରାହୀପୁର ପାଟଣା ରେ ଅନୁଷ୍ଠିତ ହୋଇ ୫୦ ଜଣଙ୍କ ଠାରୁ ଆଣ୍ଟିଜେନ ସ୍ଵ ସଂଗ୍ରହ କରି ପରୀକ୍ଷା କରାଯାଇଥିଲା ସେଥିରୁ ୭ ଜଣ ପଜେଟିଭଚିହ୍ନଟ ହୋଇଥିଲେ ଓ ୧୦୦ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ।ଆଜି ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୩୧୪ ଜଣଙ୍କୁ ,ଡମପଡା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୪୧ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବରପୁଟ ଠାରେ ୧୪୫ଜଣଙ୍କୁ କ ରୋନା ପ୍ରତିଷେଧକ ଟୀକା ପ୍ରଦାନ କରାଯାଇଛି । ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା ଟୀକାଦାନ କେନ୍ଦ୍ର ଗ୍ରସ୍ତ କରି କିପରି ଟୀକାଦାନ ହେଉଛି ତାହା ତନଖି ଥିଲେ । (ରିପୋର୍ଟ : ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version