• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା ‘ୟାସ’କୁ ଦୃଷ୍ଟିରେ ରଖି ଜଗତସିଂହପୁର ବିଭିନ୍ନ ବ୍ଲକରୁ ବର୍ତ୍ତମାନ ସୁଦ୍ଧା ୫୧୦୪ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି…

Proprietor Abhimanyu Maharana by Proprietor Abhimanyu Maharana
May 25, 2021
in ଓଡ଼ିଶା, କଟକ, ହୋମ୍
0
ବାତ୍ୟା ‘ୟାସ’କୁ ଦୃଷ୍ଟିରେ ରଖି ଜଗତସିଂହପୁର ବିଭିନ୍ନ ବ୍ଲକରୁ ବର୍ତ୍ତମାନ ସୁଦ୍ଧା ୫୧୦୪ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି…
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ମଇ ମଙ୍ଗଳବାର ) ଜଗତସିଂହପୁର :- ବାତ୍ୟା ‘ୟାସ’କୁ ଦୃଷ୍ଟିରେ ରଖି ଜଗତସିଂହପୁର ବିଭିନ୍ନ ବ୍ଲକରୁ ବର୍ତ୍ତମାନ ସୁଦ୍ଧା ୫୧୦୪ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି… ସନ୍ଧ୍ୟା ସୁଦ୍ଧା ୧୫ ରୁ ୨୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବ, ଜଗତସିଂହପୁର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା. ମାଡି ଆସିବ ଜୁଆର… ବାତ୍ୟା ୟାସ ପ୍ରଭାବରେ ଜୁଆରିଆ ରହିବ ସମୁଦ୍ର। ଭଦ୍ରକରେ ୭କିମି ଯାଏଁ ସ୍ଥଳଭାଗକୁ ମାଡିଆସିବ ସମୁଦ୍ର ପାଣି । ସେହିଭଳି ବାଲେଶ୍ୱରରେ ଅଢେଇ କିମି ଯାଏଁ ପାଣି ମାଡି ଆସିବା ଆଶଙ୍କା । ଜୁଆର ପାଇଁ ପାଣି ମାଡି ଆସିବା ନେଇ ସତର୍କ କଲା IMD. ବାତ୍ୟା‘ୟଶ’ ମୁକାବିଲା ପାଇଁ BMCର ପ୍ରସ୍ତୁତି । ପାନୀୟ ଜଳ ଓ ଶୌଚାଳୟ ସୁବିଧା ଥିବା ସ୍କୁଲରେ ୨୭ଟି ଆଶ୍ରୟସ୍ଥଳ ପ୍ରସ୍ତୁତ କରାଯାଇଛି ।

୮୪ କ୍ବିଣ୍ଟାଲ ଚୂଡ଼ା, ୧୪ କ୍ବିଣ୍ଟାଲ ଗୁଡ଼, ବିସ୍କୁଟ ଷ୍ଟକ ରଖାଯାଇଛି । ପ୍ରତ୍ୟେକ ଆଶ୍ରୟସ୍ଥଳରେ ଅସ୍ଥାୟୀ ଟ୍ୟାଙ୍କ ସ୍ଥାପନ କରିଛି ୱାଟକୋ ।. ବାତ୍ୟା ‘ୟଶ’ ପ୍ରଭାବରେ ପାରାଦୀପରେ ସର୍ବାଧିକ ବର୍ଷା ହୋଇଛି। ସକାଳ ସୁଦ୍ଧା ପାରାଦୀପରେ ୧୫୧.୫ ମିମି ବର୍ଷା ରେକର୍ଡ। ଚାନ୍ଦବାଲିରେ ୯୭ ଓ ପୁରୀରେ ୪୦ ମିମି ବର୍ଷା ହୋଇଛି। ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ଦେଲେ ସୂଚନା. ଦୃଶ୍ୟମାନ ହେଲା ‘ୟଶ’ର ଆଖି। ଭଦ୍ରକର ଧାମରା ନିକଟରେ ଆସନ୍ତାକାଲି ସକାଳୁ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟଶ’। ପାରାଦୀପଠାରୁ ୩୨୦, ବାଲେଶ୍ବରଠାରୁ ୪୩୦, ଦୀଘାଠାରୁ ୪୨୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ ରହିଛି ‘ୟଶ’। ଘଣ୍ଟାପ୍ରତି ୧୦ କିମି ବେଗରେ ଆଗଉଛି. ଆଜି ମଧ୍ୟରାତ୍ରରୁ ୬୦ରୁ ୮୦ କିମି ବେଗରେ ପବନ ବହିବ।

କାଲି ସକାଳ ବେଳକୁ ପବନର ବେଗ ୧୫୦ରୁ ୧୬୦ କିମି ରହିବ । ଫନି ଠାରୁ ପବନର ବେଗ ପାଖାପାଖି ୫୦ କିମି କମ୍ ରହିବ । ଆଜି ସନ୍ଧ୍ୟା ସୁଦ୍ଧା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନେବା ଶେଷ କରିବାକୁ କହିଲେ IMD ଡିଜି ମୃତ୍ୟଞ୍ଜୟ ମହାପାତ୍ର ! , ବାତ୍ୟା ୟାସ୍ ପ୍ରଭାବରେ ପାରାଦୀପରେ ସର୍ବାଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ । ଆଜି ସକାଳ ସୁଦ୍ଧା ପାରାଦୀପରେ ୧୫୧.୫ ମିମି ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୯୭ ଓ ପୁରୀରେ ୪୦ ମିମି ବର୍ଷା ହୋ‍ଇଛି । (ରିପୋର୍ଟ ଜଗତସିଂହପୁର/ରଶ୍ମି ରଂଜନ ଖୁଣ୍ଟିଆ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version