No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୫ ମେ ମଙ୍ଗଳବାର) ଭୁବନେଶ୍ୱର :- ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବିନ୍ଧାଣୀ, ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଓ ନବଉତ୍କଳର ନିର୍ମାତା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୪୭ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି ।
ବିଧାନସଭା ପରିସରସ୍ଥ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅ ର୍ପଣ କରାଯାଇ ତାଙ୍କ ସ୍ମୃତିରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।
No Result
View All Result