• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ବିଜୁଛାତ୍ର ଜନତା ପକ୍ଷରୁ କୋଭିଡ ସଂକ୍ରମିତ ବ୍ୟକ୍ତିମାନଙ୍କୁ ଶୁଖିଲା ଖାଦ୍ୟ – ମାସ୍କ୍ ଓ ସାବୁନ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
May 26, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
ବାଙ୍କୀ ବିଜୁଛାତ୍ର ଜନତା ପକ୍ଷରୁ କୋଭିଡ ସଂକ୍ରମିତ ବ୍ୟକ୍ତିମାନଙ୍କୁ ଶୁଖିଲା ଖାଦ୍ୟ – ମାସ୍କ୍ ଓ ସାବୁନ ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ମଇ ମଙ୍ଗଳବାର ) ବାଙ୍କୀ :- ରାଜ୍ୟ ବିଜୁ ଛାତ୍ର ଜନତାଦଳ ସଭାପତି ତଥା ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ବାଙ୍କୀ ଏନଏସି ବିଜୁ ଛାତ୍ରଜନତାଦଳ ପକ୍ଷରୁ ଆଜି ବାଙ୍କୀ ଏନଏସି ର ୧୭ଗୋଟି ୱାର୍ଡ ରେ କୋଭିଡ୍ ସଂକ୍ରମରରେ ଚିହ୍ନିତ ହୋଇଥିବା ବ୍ୟକ୍ତି ଙ୍କୁ ଶୁଖିଲା ଖାଦ୍ୟା, ମାସ୍କ, ସାବୁନ୍ ବଣ୍ଟନ କରିଥିଲେ  ।

ବାଙ୍କୀ ନଗର ଛାତ୍ର ବିଜେଡି ସଭାପତି ବ୍ରଜ ବଲ୍ଲଭ କର,କୋଅଡ଼ିନେଟର ଜିତେନ କୁମାର ଦାସ ଓ ସମସ୍ତ ୱାର୍ଡ ର ବିଜେଡି ଛାତ୍ର କର୍ମକର୍ତା ଙ୍କ ସହ ମିଶି କୋଭିଡ ଆକ୍ରାନ୍ତ ଙ୍କ ଘର ଘର ବୁଲି  ଶୁଖିଲା ଖାଦ୍ୟା, ମାସ୍କ, ସାବୁନ୍ ବଣ୍ଟନ କରିଥିଲେ ।  ବିଧାୟକ ଦେବୀରଞ୍ଜନ ଙ୍କ ସଚେତନତା ବାର୍ତା କରୋନା ଆକ୍ରାନ୍ତ ଙ୍କୁ ଘୁଣା ଓ ବାଛନ୍ଦ ନକରି ସେମାନେ କିପରି ଆରୋଗ୍ୟ ଲାଭ କରିବେ ଓ  ସେମାନଙ୍କର ମନ ବଳ ବଢ଼େଇ ବା ଆବଶ୍ୟକ ସେଥି ପ୍ରତି ଯତ୍ନବାନ ସମସ୍ତ ଗ୍ରାମବାସୀ ହେବା ଆବଶ୍ୟକ ।

ସମସ୍ତେ ମାକ୍ସ ପିନ୍ଧବା ପାଇଁ ପଣ କରେଇବା ପାଇଁ ବିଧାୟକ ତ୍ରିପାଠୀ ଅନୁରୋଧ କରିଥିଲେ। କରୋନା ହାରିବ ବାଙ୍କୀ ଯିତିବଏହି ଭାବ ରଖିବା ପାଇଁ ସମସ୍ତେ ପ୍ରୟାସ କରିବା ଆବଶ୍ୟକ ବୋଲି ଛାତ୍ର ବିଜେଡି କର୍ମୀ ଲୋକଙ୍କୁ ବୁଝାଉଥିଲେ ।
(ରିପୋର୍ଟ/ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

April 25, 2026
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

April 25, 2026
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version