• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରୋନା ରେ ଚାଲିଗଲେ ବାଙ୍କୀ ର ଆଇନଜୀବି

Proprietor Abhimanyu Maharana by Proprietor Abhimanyu Maharana
May 26, 2021
in ଓଡ଼ିଶା, କଟକ, କରୋନା, ହୋମ୍
0
କରୋନା ରେ ଚାଲିଗଲେ ବାଙ୍କୀ ର ଆଇନଜୀବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ମଇ ବୁଧବାର ) ବାଙ୍କୀ :- ଆଜି ସକାଳୁ ବାଙ୍କୀ ଏନଏସି ର ମାଣିକ ପଟଣା ର ଆଇନଜୀବୀ ସୁଶାନ୍ତ କୁମାର ପ୍ରଧାନ (୫୨) ଙ୍କ କଟକ ର ଏକ ଘରୋଇ ଚିକିତ୍ସାଲୟ ରେ କରୋନା ରେ ମୃତ୍ୟୁ ହୋଇଥିଲା।ଗତ ୨୧ତାରିଖରେ ସୁଶାନ୍ତ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ପରିବାର ଲୋକ ତାଙ୍କୁ କଟକ ର ଏକ ଘରୋଇ ଚିକିତ୍ସାଲୟ ରେ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଥିଲେ ସେଠାରେ ତାଙ୍କର ସ୍ୱାବ ପରୀକ୍ଷା କରାଯାଇ ଥିଲା ସ୍ୱାବ ପରୀକ୍ଷା ରିପୋର୍ଟ ରୁ ଜଣା ଯାଇଥିଲା ସେ କରୋନା ସଂକ୍ରମିତ ବୋଲି।ଉକ୍ତ ଚିକିତ୍ସାଲୟ ରେ ତାଙ୍କର ଚିକିତ୍ସା କରାଯାଇଥିଲା ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିଲା ।

ସିଏମସି ସହଯୋଗ ରେ ପରିବାର ଲୋକଙ୍କ ସହମତି ରେ କୋଭିଡ ନିୟମ ଅନୁଯାୟୀ ତାଙ୍କର ଶେଷକୃତ୍ୟ କଟକ ସତୀଚୌରା ସଂସାନ ରେ କରାଯାଇଥିଲା।ସ୍ବର୍ଗତ ପ୍ରଧାନ ଜଣେ କ୍ରୀଡ଼ାବିତ,କ୍ରୀଡା ସଙ୍ଗଠକ,ଆଇନଜୀବି ଥିଲେ।ତାଙ୍କ ବିୟୋଗ ରେ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ର ପୂର୍ବତନ ସଭାପତି ସୁବାସ ପାଢ଼ୀ,ବାଙ୍କୀ ଆଥଲେଟିକ ଆସୋସିସନ ସମ୍ପାଦକ ତଥା ବାଙ୍କୀ ଓକିଲ ସଙ୍ଘ ର ଉପସଭାପତି ସନ୍ତୋଷ ରଣା,ବାଙ୍କୀ ପ୍ରସକ୍ଳବ ର ଉପସଭାପତି ସମରେନ୍ଦ୍ର ମହାପାତ୍ର, ବିଜେପି ନେତା ସଂଗ୍ରାମ ବିଭୁତି ରାୟ ,ସରକାରୀ ଓକିଲ ପ୍ରଦୀପ ପୃଷ୍ଟି ଙ୍କ ସମିତ ବହୁ ବ୍ୟକ୍ତି ତାଙ୍କ ବାଙ୍କୀ ଏନଏସି ନିକଟ ବାସଭବନ କୁ ଯାଇ ଶୋକ ପ୍ରକାଶ କରିବା ସହ ପରିବାର ଙ୍କୁ ସାନ୍ତ୍ୱନା ପ୍ରଦାନ କରିଥିଲେ ।

ବାଙ୍କୀ ର ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ଏହି ଦୁଃଖଦ ଖବର ଶୁଣି ଶୋକ ପ୍ରକାଶ କରିବା ସହ ମା ଚର୍ଚ୍ଚିକା ଙ୍କ ପାଖରେ ସ୍ବର୍ଗତ ପ୍ରଧାନ ଙ୍କ ଆତ୍ମା ର ମୁକ୍ତି ପାଈଁ ପ୍ରାଥନା କରିଥିଲେ। ଏଥି ସହ ବାଙ୍କୀ ର ପୂର୍ବତନ ବିଧାୟକ ତଥା ରାଜ୍ୟ କଂଗ୍ରେସ ର ଉପସଭାପତି ଡକ୍ଟର ଦେବାଶିଷ ପଟ୍ଟନାୟକ ସ୍ବର୍ଗତ ପ୍ରଧାନ ଙ୍କ ମୃତ୍ୟୁ ଖବର ପାଇ ଗଭୀର ଶୋକ ପ୍ରକାଶ କରିବା ସହ ପ୍ରଧାନ ଙ୍କ   ପରିବାର ଙ୍କୁ ଭଗବାନ ଶକ୍ତି ଓ ଧର୍ଯ୍ୟ ପ୍ରଦାନ ପାଇଁ  ମା ଚର୍ଚ୍ଚିକା ଙ୍କ ପାଖରେ ପ୍ରାଥନା କରିଥିଲେ । (ରିପୋର୍ଟ -ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version