• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗାଁରେ କବାଟ ଭାଙ୍ଗି ସୁୂନାଅଳଙ୍କାର ଓ ୫୦ହଜାର ଟଙ୍କା ଚୋରୀ

Proprietor Abhimanyu Maharana by Proprietor Abhimanyu Maharana
May 28, 2021
in ଓଡ଼ିଶା, କଟକ, ହୋମ୍
0
ନୂଆଗାଁରେ କବାଟ ଭାଙ୍ଗି ସୁୂନାଅଳଙ୍କାର ଓ ୫୦ହଜାର ଟଙ୍କା ଚୋରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ମଇ ଗୁରୁବାର ) ବାଙ୍କୀ :- ଗତ ୨୬ତାରିକ ରାତିରେ ବାଙ୍କୀ ବ୍ଲକ ଅନ୍ତର୍ଗତ ନୂଆ ଗାଁର ମାଧବ ଚନ୍ଦ୍ର ମହାନ୍ତିଙ୍କ ଘରର କବାଟର ଲକ୍‌କୁ ଭାଙ୍ଗିବା ସହିତ ଆଲମେରା ଭାଙ୍ଗି ଦୁବୃତମାନେ ତା ଭିତରେ ଥିବା ୨ଟି ସୁନାହାର, ୨ହଳ ସୁନା କାନଫୁଲ, ୨ହଳ ଚୂଡି, ୧ଟି ଚେନ୍ , ୧୦ଟି ସୁନାମୁଦି ଓ ୧୦ଟିଲକେଟ୍ , ଛୋଟ ମୁଦି ୫ଟି, ରୁପା ପାଉଁଜି ୬ହଳ, ରୂପା ଚେନ୍ ୬ଟି, ଅଣ୍ଟାସୁତା ୧ଟି ସମେତ ୧୨ଭରିର ସୁନା ଅଳଙ୍କାର, ରୂପା ଜିନିଷ ୧୦ଭରିର ଓ ଆଟାଚିରେ ଥିବା ୫୦ହଜାର ଟଙ୍କା ନେଇଯାଇଛନ୍ତି ବୋଲି ମାଧବ ଚନ୍ଦ୍ର ମହାନ୍ତି ଆଜି ବାଙ୍କୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଘଟଣା ଘଟିଥିବା ଦିନ ଓ ରାତିରେ ସେମାନେ ଘରେ ଅନୁପସ୍ଥିତ ଥିଲେ ବୋଲି ମାଧବ ଚନ୍ଦ୍ର ମହାନ୍ତି ଅଭିଯୋଗରେ ଦର୍ଶାଇଛନ୍ତି । ବାଙ୍କୀ ପୋଲିସ୍ ଆଜି ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହିତ ପରିସ୍ଥିତି ସଂପର୍କରେ ଅନୁଧ୍ୟାନ କରିଛନ୍ତି ।    (ରିପୋର୍ଟ :ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version