• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିସ୍ତିପୁର ଓ ରଗଡ଼ିଗ୍ରାମକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କଲେ ବାଙ୍କୀ ଉପଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
May 29, 2021
in ଓଡ଼ିଶା, କଟକ, ହୋମ୍
0
ନିସ୍ତିପୁର ଓ ରଗଡ଼ିଗ୍ରାମକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କଲେ ବାଙ୍କୀ ଉପଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ମଇ ଶନିବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକନିସ୍ତିପୁରଓ  ରଗଡି ଗ୍ରାମକୁବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା ଆଜି କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରିଛନ୍ତି । ଗ୍ରାମରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାରୁ ସଂକ୍ରମଣ ହାରକୁ ରୋକ ଲଗେଇବାପାଇଁ ବାଙ୍କୀ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପତ୍ର ସଂଖ୍ୟା -୧୬୨୭/୨୮/୦୫/୨୧ଦ୍ୱାରା ରଗଡି ଗ୍ରାମର୧ନମ୍ବର ୱାର୍ଡ ଠାରୁ ୧୦ନମ୍ବର ୱାର୍ଡକୁ ନିଷେଦ୍ଧା ଅଞ୍ଚଳଭାବେ ଘୋଷଣା କରାଯାଇଛି । ଏହି ଅଞ୍ଚଳମଧ୍ୟରେ ସମସ୍ତ ଦୋକାନ ବଜାର,  ବ୍ୟବାସୟୀକ ପ୍ରତିଷ୍ଠାନ, ସରକାରୀବେସରକାରୀ ଅନୁଷ୍ଠାନକୁ ବନ୍ଦ ରଖିôବାସହ ଗ୍ରାମର ବ୍ୟକ୍ତି ବାହାରକୁ ଏବଂ ବାହାର ଅଞ୍ଚଳର ଜନସାଧାରଣ ଗ୍ରାମ ଭିତରକୁ ପ୍ରବେଶ କରିବାରେବାରଣ କରାଯାଇଛି ।

ଏଥି ସହ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଗ୍ରାମରେ ସ୍ୱତନ୍ତ୍ରଶିବିର କରାଇ କଣ୍ଟାକ୍ଟ ଟ୍ରେସିଙ୍ଗ୍ କରିବାକୁ ଉପଜିଲ୍ଲାପାଳ ଶ୍ରୀ ଜେନା ନିର୍ଦ୍ଦେଶ ଦେଇଛନ୍ତି। ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା , ଡମପଡ଼ା ଅତିରିକ୍ତ ତହସିଲଦାର ନୀଳମାଧବ ମହାନ୍ତି, ଡମପଡ଼ା ବି.ଡି.ଓ ଆର୍ତ୍ତବନ୍ଧୁ ଲେଙ୍କା , ସଦର ରାଜସ୍ୱ ନିରୀକ୍ଷକ ଏହି ଅଞ୍ଚଳ ପରିଦର୍ଶନକରିଛନ୍ତି । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଦାନନ୍ଦ ବରାଳଙ୍କ ଉପସ୍ଥିତିରେ ସ୍ଥାନୀୟଅଞ୍ଚଳର ସାମାଜସେବୀ ବିଜୟ କୁମାର ମହାନ୍ତି, କୃଷ୍ଣରଞ୍ଜନ ରଣା, ଆଶିଷ କୁମାର ମହାପାତ୍ର, ରିଙ୍କୁ ବେହେରା, ବିଭୂତି ଭୂଷଣ ନାଥ ପ୍ରମୁଖ ପ୍ରଶାସନ ପକ୍ଷରୁ ଜାରିକରାଯାଇଥିବା ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତ କାର୍ଯ୍ୟର ବ୍ୟବସ୍ଥା କରିଥିଲେ । ଗ୍ରାମର ସମସ୍ତପ୍ରବେଶ ପଥକୁ ବାଉଁଶ ବନ୍ଧା ଯାଇ ବନ୍ଦ ରଖାଯାଇଛି ।

ଏହି କଟକଣା  ଆଜି ଶୁକ୍ରବାର ଠାରୁଆସନ୍ତାମାସ ୪ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବଳବତ ରହିବ ବୋଲି ଜଣାପଡିଛି ଏବଂ ଗ୍ରାମବାସୀମାନେଏହି କଟକଣାକୁ ମାନି ଘରେ ରହିବାକୁ ପ୍ରଶାସନ ଅନୁରୋଧ କରିଛନ୍ତି ।ସେହିପରି ଡମପଡ଼ା ବ୍ଲକ କୁଶପଙ୍ଗି ଗ୍ରାମ ପଂଚାୟତରେ ନିସ୍ତିପୁର ଗ୍ରାମରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାରୁ ସଂକ୍ରମଣ ହାରକୁ ରୋକ ଲଗେଇବାପାଇଁ ବାଙ୍କୀ ଉପଜିଲ୍ଲାପାଳ ଙ୍କ ନିର୍ଦେଶ ରେ ଉପଜିଲ୍ଲାପାଳ  କାର୍ଯ୍ୟାଳୟ ପତ୍ର ସଂଖ୍ୟା -୧୬୨୩ /୨୮/୦୫/୨୧ଦ୍ୱାରା କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରିଛନ୍ତି ଜାରି କରାଯାଇଛି । ନିଷେଦ୍ଧା ଅଞ୍ଚଳରେ ଡମପଡ଼ା ତହସିଲଦାର କ୍ଷୀତିସ୍ ବେହେରାଙ୍କନେତୃତ୍ୱରେ କର୍ମଚାରୀମାନେ ଉପସ୍ଥିତ ରହି ଆଇନକୁ କଡାକଡି ଭାବେ ପାଳନ କରିବାକୁ ଜନସାଧାରଣଙ୍କୁଅନୁରୋଧ କରିଛନ୍ତି ।

ସରପଞ୍ଚ ପୁଷ୍ପଳତା ପରିଡା , ସରପଞ୍ଚ ପ୍ରତିନିଧି ଅସିତ ଜେନା  ,ସମିତି ସଭ୍ୟ ଅଜିତ ଜେନା କଟକଣା ମାନି ଲୋକେ କିପରି ଘରେ ରହିବେ ତାହା ବୁଝାଇ ଥିଲେ। ଆଜି ମଧ୍ୟ ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଉକ୍ତ ଅଞ୍ଚଳରେ ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା। ଡମପଡା ବ୍ଲକ ବିଡ଼ିଓ ଆର୍ତ୍ତବନ୍ଧୁ ଲେଙ୍କା ଉକ୍ତ ଅଞ୍ଚଳ କୁ ଯାଇ ନିୟମ କିପରି ଲୋକେ ମାନୁ ଛନ୍ତି ତାହା ତନଖି ବା ସହ ଲୋକଙ୍କ କିପରି ଅସୁବିଧା ହେବ ନାହିଁ ସେ ସମ୍ପର୍କରେ ସରପଞ୍ଚ ଙ୍କ ସହ ଆଲୋଚନା କରିଥିଲେ। (ରିପୋର୍ଟ:ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version