• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ଉପଖଣ୍ଡରେ ୫୬୭  ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ – ୫୧୧ ଜଣଙ୍କୁ ଟିକାକରଣ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
May 29, 2021
in ଓଡ଼ିଶା, କଟକ, ହୋମ୍
0
ନିସ୍ତିପୁର ଓ ରଗଡ଼ିଗ୍ରାମକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କଲେ ବାଙ୍କୀ ଉପଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ମଇ ଶନିବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଓ ସ୍ୱାବ ସଂଗ୍ରହ ଶିବିର , ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୫୬୭  ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୪  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୫୧୧ ଜଣଙ୍କୁ ଟିକାକରଣକରାଯାଇଛି। ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୭୫ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୬    ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୩୦ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୩୩ ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୭ ଜଣ  ଙ୍କ ରିପୋର୍ଟ  ପଜେଟିଭ ଚିହ୍ନଟ ହୋଇଛନ୍ତି  ।

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରପକ୍ଷରୁ ନିସ୍ତିପୁରବିଦ୍ୟାଳୟ ଠାରେ  ସ୍ୱତନ୍ତ୍ର ସ୍ୱାବ ସଂଗ୍ରହ  ଶିବିର କରାଯାଇ ୨୪୮ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହକରାଯାଇ ପରୀକ୍ଷା ନିମନ୍ତେ କଟକ ପଠାଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତରବିଶ୍ୱଜିତ୍ ପଣ୍ଡାଙ୍କ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଡାକ୍ତର ଲିପ୍ସା ପରିଡା, ଫାର୍ମାଶିଷ୍ଟ୍ ଉମାକାନ୍ତ ସ୍ୱାଇଁ, କର୍ମଚାରୀ ଶରତ ମୂଳିଆ, ସୁନୀତା ବେହେରା, ଏ.ଏନ୍‌.ଏମ୍ ରାଧାରାଣୀ ସାହୁ, ଲିପି ସେଠୀ ଓ ଶୁଭଶ୍ରୀ ଦାସ ଏହି କାର୍ଯ୍ୟକ୍ରମରେଯୋଗଦେଇ ସହଯୋଗ କରିଥିଲେ ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୩୬ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ୧୪୫  ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସ୍ୱାସ୍ଥ୍ୟକେନ୍ଦ୍ରଅଧିକାରୀ ଡାକ୍ତର ବିଶ୍ୱଜିତ୍ ପଣ୍ଡାଙ୍କ ତତ୍ୱାବଧାନରେ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରପକ୍ଷରୁ ତୁଳସୀପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ  ଠାରେ ଆଜି ୧୯୭ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ମୃତ୍ୟୁଞ୍ଜୟ ମହାପାତ୍ର ଓ ପରିଚାଳକଶଶିକାନ୍ତ ମିଶ୍ରଙ୍କ ତତ୍ୱାବଧାନରେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ସ୍ଥାପିତ ଟିକାକେନ୍ଦ୍ରରେ ୩୧୪ଜଣଙ୍କୁ ଟିକାକରଣକରାଯାଇଛି ।   (ରିପୋର୍ଟ/ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version