• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଆରଏସ ବିରୁଧରେ ବ୍ଲକ ସମୂଖରେ ମକୁନ୍ଦପୁର ସରପଂଚଙ୍କ ଧାରଣା ବିଡିଓଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

Proprietor Abhimanyu Maharana by Proprietor Abhimanyu Maharana
June 1, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଜିଆରଏସ ବିରୁଧରେ ବ୍ଲକ ସମୂଖରେ ମକୁନ୍ଦପୁର ସରପଂଚଙ୍କ ଧାରଣା ବିଡିଓଙ୍କ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୧ ମଇ ସୋମବାର ) କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଂଚାୟତର ଜିଆରଏସ୍ ଗୀତାଞ୍ଜଳି ମହାନ୍ତିଙ୍କ ବିରୁଧରେ ସ୍ଥାନୀୟ ସରପଂଚ ସୁକାନ୍ତୀ ଯେନା ବ୍ଲକ ସମୂଖରେ ଧାରଣାରେ ଦେଇଛନ୍ତି । ଜିଆରଏସ ଗୀତାଞ୍ଜଳି ମହାନ୍ତି ପଂଚାୟତରେ ସମସ୍ତ କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି । ଯେ କୌଣସି ବ୍ୟକ୍ତି ପଂଚାୟତକୁ କାର୍ଯ୍ୟ କରିବାକୁ ଆସିଲେ ତାଙ୍କୁ ସହଯୋଗ ନକରି ଧମକ ଚମକ ଦେଉଛନ୍ତି । ସରପଂଚ ଜଣେ ଦଳିତ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କ କଥାକୁ ଗୁରୁତ୍ୱ ନଦେଇ ଜିଆରଏସ୍ ନାଲିଆଖି ଦେଖାଉଛନ୍ତି । ଅଯୋଗ୍ୟ ଲୋକଙ୍କୁ ଭତା, ଆବାସ ଯୋଜନା ଦେଇ ଜାଲିଆତି କରି ପଂଚାୟତର ୪୪ଜଣଙ୍କ ନାମରେ ମିଛ ଭତା ଦିଆଯାଉଥିବା କହି ଟଙ୍କା ଆତ୍ମସାତ କରୁଥିବା ଅଭିଯୋଗ କରିଛନ୍ତି ।

ଏଥିସହିତ ପଂଚାୟତର ଦଳିତ ଆଦିବାସୀଙ୍କୁ କିଛି କାରଣ ନଥାଇ ହଇରାଣ ହରକତ କରିବା ସହିତ ଅପମାନିତ କରୁଛନ୍ତି । ଏନେଇ ଜିଆରଏସଙ୍କ ନାମରେ ଅନେକ ଅଭିଯୋଗ କରାଯାଉଥିଲେ ବି ଜିଲା ପ୍ରଶାସନ କି ବ୍ଲକ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ । ଜିଆରଏସ୍‌ଙ୍କ ବିରୋଧରେ ଚଳିତମାସ ୧୭ତାରିଖ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିବାସହ ପଦକ୍ଷପ ନିଆନଗଲେ ୨୮ତାରିଖ ଜିଲା କାର୍ଯ୍ୟାଳୟ ସ୧ୁଖରେ ଧାରଣ ଦେବାକୁ ଘୋଷଣା କରାଯାଇଥିଲା । ହେଲେ ବାତ୍ୟା ‘ୟସ’ ଯୋଗୁ ୨୪ତାରିଖ ଦିନ ଜିଲା କାର୍ଯ୍ୟାଳୟରେ ସୂଚନା ପୂର୍ବକ ଏହାକୁ ବାତିଲ କରି ୩୧ତାରିଖରେ ବ୍ଲକ କାର୍ଯ୍ୟାଳୟ ସ୧ୁଖରେ ଧାରଣା ଦେବାକୁ ସୂଚନା ଦେଇଥିଲେ ।

ତଦନୁଯାୟୀ ଆଜି ବ୍ଲକ କାର୍ଯ୍ୟାଳୟ ସ୧ୁଖରେ ସରପଂଚ ଶ୍ରୀମତୀ ଜେନା ଧାରଣା ଦେଇଛନ୍ତି । ତାଙ୍କୁ ଦବଳି ପୂର୍ବକ ଦୃଢ କାର୍ଯ୍ୟାନୁଷ୍ଠାନ ନିଆନଯିବା ଯାଏ ଧାରଣା ଅବ୍ୟାହତ ରହିବ ବୋଲି ସରପଂଚ ତାଙ୍କ ଅଭିଯୋଗ ପତ୍ରରେ ଦର୍ଶାଇଥିବା ସୂଚନା ଦେଇ ଧାରଣାରେ ସ୍ଥଳେ ଅଡିବସିଛନ୍ତି । ଆଜି ଡହଡହ ଖରାରେ ସରପଂଚ ଶ୍ରୀମତୀ ଯେନା କରୋନା କଟକଣା ନିୟମାନୁଯାୟୀ ଧାରଣାରେ ସ୍ଥଳରେ ବସିଥି ଲା ବେଳେ ତାଙ୍କ ସହ କେତେକ ପଂଚାୟତବାସୀ ସମର୍ଥନ ଜଣାଇ ଧାରଣାରେ ସାମିଲ ହୋଇଥିଲେ । ଘଟଣା ସ୍ଥଳେ ବିଡିଓ ଶ୍ୱେତା ସ୍ନିଗ୍ଧା ପହଂଚି ଆଇନି ଅନୁଯାୟୀ ଜିଆରଏସ ବିରୁଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version