• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ବିଧାୟକଙ୍କ ଦ୍ୱାରା ବିଧାୟକଙ୍କ ପାଣ୍ଠିରୁ ଆଶା ,ଅଙ୍ଗନବାଡିକର୍ମୀ  ଙ୍କୁ ଥର୍ମାଲ୍ ସ୍କାନର ଓ ଅକ୍ସିମିଟର  ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
June 2, 2021
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ବାଙ୍କୀ ବିଧାୟକଙ୍କ ଦ୍ୱାରା ବିଧାୟକଙ୍କ ପାଣ୍ଠିରୁ ଆଶା ,ଅଙ୍ଗନବାଡିକର୍ମୀ  ଙ୍କୁ ଥର୍ମାଲ୍ ସ୍କାନର ଓ ଅକ୍ସିମିଟର  ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୧ ଜୁନ ମଙ୍ଗଳବାର ) ବାଙ୍କୀ :- ବାଙ୍କୀ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନାଙ୍କ ତତ୍ୱାବଧାନରେ  ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଉପସ୍ଥିତ ରହି ବାଙ୍କୀ ବ୍ଲକର ୧୧୬ଜଣ ଆଶାକର୍ମୀ ଓ ୧୮୨ଜଣ ଅଙ୍ଗନୱାଡି କର୍ମୀ ଏବଂ ଡମପଡ଼ା ବ୍ଲକର ୯୪ଜଣ ଆଶାକର୍ମୀ ଓ ୧୭୦ଜଣ ଅଙ୍ଗନୱାଡି କର୍ମୀଙ୍କୁ ଅକ୍ସିମିଟର ଓ ର୍ଥମାଲ୍ ସ୍କାନର ବିଧାୟକଙ୍କ ପାଣ୍ଠିରୁ  ବଣ୍ଟନ କରାଯାଇଛି ।  ଉପଖଣ୍ଡ ରେ ଥିବା ୧୫୯ ଗ୍ରାମରେ ଆଶା ଓ ଅଙ୍ଗନୱାର୍ଡି କର୍ମୀମାନେ ଘର ଘର ବୁଲି ସମସ୍ତ ପରିବାର ର  ସ୍ୱାସ୍ଥ୍ୟ ଯାଞ୍ଚ କରି ଯାହାର ଥଣ୍ଡା, ଜ୍ୱର, କାଶ ପରିଲିଖିତ ହେଲେ  ଥର୍ମାଲ୍ ସ୍କାନର ଓ ଅକ୍ସିମିଟର ଦ୍ୱାରା ପରୀକ୍ଷା କରାଯାଇ ସେମାନଙ୍କୁ ଚିହ୍ନଟ କରି ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଇବେ ।

ବିଧାୟକ ଶ୍ରୀ ତ୍ରିପାଠୀ ବାଙ୍କୀ ରେ କରୋନା କୁ ଚେକ ଦେବା ପାଇଁ ସମସ୍ତେ ପ୍ରୟାସ ଜାରି ରଖିବା ଓ ବିଧାୟକ ବାଙ୍କୀ ଉପଖଣ୍ଡର ଡାକ୍ତର ଓ ପରା ମେଡିକାଲ କର୍ମଚାରୀ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।କରୋନା ସମୟ ରେ  ସେମାନଙ୍କ କାର୍ଯ୍ୟ ବସ୍ତବିକ ପ୍ରଶଂସା ଯୋଗ୍ୟ ବୋଲି ପ୍ରକାଶ କରିଥିଲେ । ଅଙ୍ଗନବାଡି ଓ ଆଶାକର୍ମୀମାନେ ସମସ୍ତ ପରିବାର କୁ ଯାଇ ସମସ୍ତଙ୍କ  ସ୍ୱାସ୍ଥ୍ୟ  ପରୀକ୍ଷା କରିବା ସହ ଯଦି କିଛି ସମସ୍ୟା ଦେଖାଦିଏ ତେବେ ତୁରନ୍ତ ଡାକ୍ତର ଙ୍କୁ ଅବଗତ କରି ସ୍ୱାବ ପରୀକ୍ଷା କରେଇ ବା ପାଇଁ   ଅନୁରୋଧ କରିଥିଲେ  ।ସମସ୍ତ ଜନ ସାଧାରଣ ଙ୍କୁ ମାକ୍ସ  ପିନ୍ଧବା ପାଇଁ ସଚେତନ କରେଇବା ପାଇଁ ସମସ୍ତେ ଉଦ୍ୟମ କରିଲେ ବାଙ୍କୀ ରୁ କରୋନା ହରିବ ଆମେ ଜିତିବା ବୋଲି ପ୍ରକାଶ କରିଥିଲେ।

ବାଙ୍କୀ ପୋଲିସ ଓ ପ୍ରଶାସନ  ଙ୍କୁ ବାଙ୍କୀ ରେ  ତଲାବନ୍ଦ ସମୟରେ  ତନଖି କଡା କଡ଼ି କରିବାକୁ ନିର୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଡମପଡ଼ା ତହସିଲଦାର କ୍ଷୀତିସ୍ କୁମାର ବେହେରା, ଡମପଡ଼ା ବି.ଡି.ଓ ଆର୍ତ୍ତବନ୍ଧୁ ଲେଙ୍କା, ବାଙ୍କୀ ଉପଖଣ୍ଡ ଚିକିତ୍ସା ଅଧିକାରୀ ମୃତ୍ୟୁଞ୍ଜୟ ମହାପାତ୍ର, ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱଜିତ୍ ପଣ୍ଡା, ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅମରେଶ ସାହୁ, ଡମପଡ଼ା ସି.ଡି.ପି.ଓ ନିର୍ମଳା ପଣ୍ଡା, ବାଙ୍କୀ ଥାନା ଅଧିକାରୀ ସୌମେନ୍ଦୁ ତ୍ରିପାଠୀ, ଡମପଡ଼ା ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପାତ୍ର, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ପାଢ଼ୀ ,ବାଙ୍କୀ ବିଡ଼ିଓ ପ୍ରଦୀପ୍ତ କୁମାର ଶତପଥୀ ,ଜୀବିକା ମିଶନ ର ପ୍ରକଳ୍ପ ଅଧିକାରୀ ଅକ୍ଷୟ ଭଟ୍ଟଙ୍କ ସମିତ ଆଶା ଓ ଅଙ୍ଗନବାଡି କର୍ମୀ ଉପସ୍ଥିତ ଥିଲେ । ବିଜୁ ଛାତ୍ର ଜନତା ଦଳର କର୍ମକର୍ତା ବାଙ୍କୀ ଏନଏସି ଛାତ୍ର ବିଜେଡି ସଭାପତି ମାନସ କର ଙ୍କ ନେତୃତ୍ୱରେ କରୋନା କଟକଣା ରେ  ଉପସ୍ଥିତ ରହି ବଣ୍ଟନ  କାର୍ଯ୍ୟକ୍ରମ ରେ  ସହଯୋଗ କରିଥିଲେ ।    (ରିପୋର୍ଟ/ଗୌତମ ମିଶ୍ର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026
ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ

ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version