• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଆର. ଉଦୟଗିରି ରେ ଉଜ୍ଜଳା  ତରଫରୁ  ମା ସମେତ ଅନ୍ୟ ମାନଙ୍କୁ ମଧ୍ୟ ମାସ୍କ, ସାନିଟାଏଜର, ହେଣ୍ଡୱାସ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
June 2, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଆର. ଉଦୟଗିରି ରେ ଉଜ୍ଜଳା  ତରଫରୁ  ମା ସମେତ ଅନ୍ୟ ମାନଙ୍କୁ ମଧ୍ୟ ମାସ୍କ, ସାନିଟାଏଜର, ହେଣ୍ଡୱାସ ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୧ ଜୁନ ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ଆର.ଉଦୟଗିରିରେ ଉଜ୍ଜଳା ଦିଦିଙ୍କ ତରଫରୁ ଉଜ୍ଜଳା ମା ସମେତ ବୃଦ୍ଧ ବୃଦ୍ଧା,ଦିବ୍ୟାଙ୍ଗ, ମହିଳାଓଶିଶୁ ମାନଙ୍କୁ ମାସ୍କ, ସାନିଟାଏଜର ଓ ହେଣ୍ଡୱାସ ପ୍ରଭୁତି ବଣ୍ଟନ କରିଥିଲେ l ବିଶ୍ଵବ୍ୟାପି ଆତଙ୍କ ସୃଷ୍ଟି କରିଥିବା କରୋନା ଭୁତାଣୁ ଯେଉଁଭଳି ଭାବେ ତାର କାୟା ବିସ୍ତାର କରିଚାଲିଛି ତାକୁ ରୋକିବା ଲାଗି ସତର୍କତା ଓ ସଚେତନତା ହିଁ ଏହାର ଏକ ମାତ୍ର ବିକଳ୍ପ ବୋଲି କରୋନା ବିଶେଷଜ୍ଞ ମାନେ ମତପ୍ରକାଶ କରିଛନ୍ତି l ବିଶେଷକରି ଏହି ସାମାଜିକ ସଂକ୍ରମଣ ରୁ ଜନସାଧାରଣ କିପରି ରକ୍ଷା ପାଇପାରିବେ ସେଥିଲାଗି ସରକାରଙ୍କ ପକ୍ଷରୁ ବିଭିର୍ଣ୍ଣ ମାଧ୍ୟମରେ ସଚେତନ କରାଯାଉଛି l ହେଲେ ଏହି ଲକଡାଉନ ପ୍ରଭାବରେ ପ୍ରଭାବିତ ହେଉଛନ୍ତି ବିଶେଷକରି ବୟସ୍କ ବ୍ୟକ୍ତି , ଛୋଟଶିଶୁ , ମାନସିକ ଦିବ୍ୟାଙ୍ଗ ଓ ଅସହାୟ ବ୍ୟକ୍ତି ! କରୋନା ଭୁତାଣୁଦ୍ୱାରା ରକ୍ଷା ପାଇବାପାଇଁ ସାମାଜିକ ଦୂରତ୍ୱ, ନିୟମିତ ହାତଧୁଆ ଓ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦିଆଯାଉଥିଲେ ମଧ୍ୟ ବହୁ ଜନସାଧାରଣ ଅର୍ଥ ଅଭାବରୁ ମାସ୍କ ଓ ସାନିଟାଏଜର ବ୍ୟବହାରରୁ ବଞ୍ଚିତ ହେଉଛନ୍ତି l

ତେଣୁ ଏହାକୁ ଦୃଷ୍ଟିରେ ରଖି ଆର.ଉଦୟଗିରି ଉଜ୍ବଳାଦିଦି ମାୟାଦେବି ମଣ୍ଡଳଙ୍କ ଉଦ୍ୟମରେ ସହରରେ ଥିବା ବିଭିର୍ଣ୍ଣ ସାହିମାନଙ୍କରେ ରହୁଥିବା ବୟସ୍କବ୍ୟକ୍ତି , ବୁଦ୍ଧିଜୀବି , ମହିଳାମା , ଛୋଟଶିଶୁ ଓ ନିରୀହ ଅସହାୟମାନଙ୍କୁ ମାସ୍କ , ସାନିଟାଏଜର , ସାବୁନ ଓ ହେଣ୍ଡୱାସ ବଣ୍ଟନ କରିଛନ୍ତି l ସେହିପରି ଉଜ୍ୱଳାଦିଦି ମାୟାଦେବୀ ଉଜ୍ୱଳା ମାମାନେ ଗ୍ୟାସ ସିଲିଣ୍ଡର ନେବାକୁ ଆସିଲେ ସମସ୍ତଙ୍କୁ ଏହି ଉପକରଣ ମାଗଣାରେ ବଣ୍ଟନ କରାଯିବାସହ ମାସ୍କ ପିନ୍ଧିବା , ସାନିଟାଏଜର ଓ ହେଣ୍ଡୱାସ କରିବାର ଉପାୟ ଓ କରୋନା ମହାମାରୀର ମୁକାବିଲା କିଭଳି କରିବେ ସେଦିଗରେ ସ୍ଥାନୀୟ ଉଜ୍ବଳା ମାମାନଙ୍କୁ ସଚେତନ କରାଇଥିଲେ l  ଏହି କାର୍ଯ୍ୟକର୍ମରେ ଆର.ଉଦୟଗିରି ଉଜ୍ବଳାଦିଦି ମାୟାଦେବୀ ମଣ୍ଡଳ ଓ ତାଙ୍କ ସହଯୋଗୀ ଟିକି ଦଳାଇ ଓ ଦୁଃଖୀ ନାୟକ ଉପସ୍ଥିତରହି ଏହି କାର୍ଯ୍ୟକର୍ମରେ ସହଯୋଗ କରିଥିଲେ l ଏବଂ ଆଗାମୀ ଦିନରେ ଆର.ଉଦୟଗିରି ଉଜ୍ବଳାଦିଦି ମୀରାଦେବୀ ମଣ୍ଡଳ ସହର ଓ ଏହାର ଅଖପାଖ ଅଞ୍ଚଳରେ ରହୁଥିବା ଅସହାୟ , ଦିବ୍ୟାଙ୍ଗ, ବିକୃତମସ୍ତିଷ୍କ ଓ ନିରୀହ ଗରିବଲୋକଙ୍କ ଘର ଘର ବୁଲି ରନ୍ଧାଖାଦ୍ୟ ପ୍ରଦାନ କରିବାସହ ଶୁଖିଲା ଖାଦ୍ୟ ବଣ୍ଟନ କରାଯିବ ବୋଲି ଶ୍ରୀମତୀ ମଣ୍ଡଳ ସୂଚନା ଦେଇଛନ୍ତି  l (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version