ଓଡ଼ିଶା ତାଜା ନ୍ୟୁଜ (୨ ଜୁନ ବୁଧବାର) ପୁରୀ :- ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି ଜୋରଦାର । ରଥଖଳା ଚଳଚଞ୍ଚଳ ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି ।



© 2023 Odisha Taza News.