• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲି ବୋଝେଇ ଟ୍ରକ ଚକାତଳେ ଚାପି ହେଲା ବାଇକ: ଜଣେ ମୃତ, ୨ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
June 3, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବାଲି ବୋଝେଇ ଟ୍ରକ ଚକାତଳେ ଚାପି ହେଲା ବାଇକ: ଜଣେ ମୃତ, ୨ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୩ ଜୁନ୍‌ ଗୁରୁବାର ) ହିଞ୍ଜିଳିକାଟୁ  :-  ଗୁରୁବାର ପୂର୍ବାହ୍ନରେ ହିଞ୍ଜିଳି ଥାନା ରାଳବ ଛକ ନିକଟରେ ଏକ ବାଲି ବୋଝେଇ ଟ୍ରକ (ନଂ-ଓଆର୧୬ଡି ୩୧୪୮ )କୁ ଏକ ମୋଟର ସାଇକେଲ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ବାଇକଟି ଟ୍ରକ ଚକାତଳେ ଚାପି ହୋଇ ପଡ଼ିଥିଲା । ଦୂର୍ଘଟଣାରେ ବାଇକରେ ଯାତ୍ରା କରୁଥିବା ୩ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ । ମୃତକ ଜଣକ ପୁରୁଷୋତ୍ତମପୁର ଥାନା ଜାମୁନି ଗ୍ରାମର କୁନା ମୁନି (୩୩)। ଆହତ ମାନେ ଜାମୁନି ଗ୍ରାମର ରଘୁନାଥ ମହାନ୍ତି (୨୫) ଓ ସନ୍ତୋଷ ପାଣିଗ୍ରାହୀ (୨୨) ବୋଲି ଜଣାପଡିଛି ।  ପ୍ରକାଶ ଯେ , ଗୁରୁବାର ସକାଳେ ପୁରୁଷୋତ୍ତମପୁର ଅଞ୍ଚଳର ଋଷିକୂଲ୍ୟା ନଦୀରୁ ବାଲି ବୋଝେଇ କରି ଏକ ଟ୍ରକ୍ ହିଞ୍ଜିଳିକାଟୁ ଅଭିମୁଖେ ଯାଉଥିବା ବେଳେ ଜାମୁନି ଠାରୁ ବ୍ରହ୍ମପୁର ଅଭିମୁଖେ ବାଇକ୍ ଯୋଗେ ୩ ଜଣ ଯାଉଥିଲେ । ହିଞ୍ଜିଳି ଥାନା ରାଳବ ଛକ ନିକଟରେ ବାଇକ୍ ଚାଳକ ଟ୍ରକକୁ ଅତିକ୍ରମ କରୁଥିବା ବେଳେ ଟ୍ରକର ବାମପ୍ବାର୍ଶକୁ ଏକ ସାଇକେଲ ଆସି ଯାଇଥିଲା ।

ସାଇକେଲ ଆରୋହୀଙ୍କୁ ରକ୍ଷା କରିବା ପାଇଁ ହଠାତ୍ ଟ୍ରକ ଚାଳକ ଗାଡ଼ିକୁ ଦକ୍ଷିଣ ଦିଗକୁ ମୁହାଁଇଥିଲେ । ଏହି ସମୟରେ ବାଇକ ଚାଳକ ଭାରସାମ୍ୟ ହରାଇ ଟ୍ରକ ତଳକୁ ଖସି ପଡ଼ିଥିଲେ । ବାଇକରେ ଯାତ୍ରା କରୁଥିବା ୩ ଜଣଙ୍କ ମଧ୍ୟରୁ କୁନା ମୁନିଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ସକାଶେ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ଆହତ ମାନଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣା ଘଟାଇଥିବା ୨ଗାଡିକୁ ଜବତ କରିଛି । ଏ ନେଇ ହିଞ୍ଜିଳି ଥାନାରେ ନଂ- ୨୮୪/୨୧ରେ ଏକ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି ।         ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version